ଗଞ୍ଜାମ

ଗାଁ ଶ୍ମଶାନରେ ସୂର୍ଯ୍ୟଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୩ା୯(ଅଶେଷନାଥ ମିଶ୍ର): ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷକୃତ୍ୟ ତାଙ୍କ ଗାଁ ଶ୍ମଶାନ ତଥା ଗଞ୍ଜାମ ଜିଲାର ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି। ସୂର୍ଯ୍ୟଙ୍କୁ ତାଙ୍କ ବଡ଼ପୁଅ ବିପ୍ଳବ ମୁଖାଗ୍ନି ଦେଇଥିଲେ। ଶହଶହ ଲୋକ…

ଗଞ୍ଜାମ ରାଜନୀତିରେ ଟାଇଗର ଆଉ ନାହାନ୍ତି

ବ୍ରହ୍ମପୁର/ଦିଗପହଣ୍ଡି, ୩ା୯(ନରସିଂହ ସାହୁ)/(ଅଶେଷନାଥ ମିଶ୍ର)ଗଞ୍ଜାମ ଜିଲାର ବିଶିଷ୍ଟ ରାଜନୀତିଜ୍ଞ ସୂର୍ଯ୍ୟନାରାୟଣ ପାତ୍ର ରାଜନୀତିରେ ଜଣେ ଦକ୍ଷ ଖେଳୁଆଡ଼ ହୋଇଥିବାରୁ ତାଙ୍କୁ ଗଞ୍ଜାମ ଟାଇଗର ନଂ-୨ କୁହାଯାଉଥିଲା। ରାଜନୈତିକ ଜୀବନରେ ସେ ଏକାଧିକଥର କ୍ୟାବିନେଟ ମନ୍ତ୍ରୀ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଥିଲେ। ୨୦୧୯…

ହତ୍ୟା ମାମଲା: ଆଜୀବନ ଜେଲ ଦଣ୍ଡାଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

ଛତ୍ରପୁର,୨ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଟାଟା ଜମି ଅଧିଗ୍ରହଣ ସମୟରେ ପୋଲିସ ରିଜର୍ଭ ଇନ୍ସପେକ୍ଟରଙ୍କୁ ହତ୍ୟା ମାମଲାରେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସମେତ ୧୩ ଜଣଙ୍କୁ ଆଜୀବନ ଜେଲ ହୋଇଥିଲା। ଏ ସମ୍ପର୍କରେ ବ୍ରହ୍ମପୁର ଏଡିଜେ-୩ ପକ୍ଷରୁ…

ବୁଲାଗୋରୁଙ୍କୁ ରାସ୍ତାରୁ ଉଠାଇନେଲେ

ବୁଗୁଡ଼ା,୨ା୯(କାଳି ଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ସହରର ରାଜରାସ୍ତା ସାଙ୍ଗକୁ ବିଭିନ୍ନ ସାହିରେ ଗାଈଗୋରୁଙ୍କ ଅବାଧ ବିଚରଣକୁ ନେଇ ଜନସାଧାରଣ ଅସନ୍ତୋଷ ବ୍ୟକ୍ତ କରୁଥିଲେ। ଏନେଇ ଏନ୍‌ଏସି ପ୍ରଶାସନ ପକ୍ଷରୁ ଦୀର୍ଘ ଦିନ ଧରି ଡାକବାଜି ଯନ୍ତ୍ର ଯୋଗେ ଅମାନିଆ…

ମୃତଦେହ ଛାଡ଼ିବା ପାଇଁ ଲାଞ୍ଚ ଅଭିଯୋଗ

ବ୍ରହ୍ମପୁର,୨ା୯ (ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ରୋଗୀସେବା ପାଇଁ ବିଭିନ୍ନ ସମୟରେ ଲାଞ୍ଚ ମଗାଯାଉଥିବା ଅଭିଯୋଗ ଆସୁଛି। ଏବେ ମୃତଦେହ ଛାଡ଼ିବା ପାଇଁ ମଧ୍ୟ ସମ୍ପର୍କୀୟଙ୍କୁ ଟଙ୍କା ମାଗିଥିବା ଅଭିଯୋଗ ଆସିଛି। ଏଭଳି ଅଭିଯୋଗ ଆସିବା ପରେ ବିଭାଗୀୟ ତଦନ୍ତ…

ସ୍ବାୟତ୍ତ ଶାସନ ଦିବସ: ସହରରେ କାର୍ଯ୍ୟକ୍ଷମ ହେଲା ୧୧୦ସିସି କ୍ୟାମେରା

ପୁରୁଷୋତ୍ତମପୁର ୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ପୌରୋହିତ୍ୟର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଥମେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା…

ସୋରଡ଼ା ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ

ସୋରଡ଼ା,୩୧ା୮(ଲମ୍ବୋଦର ପାଣିଗ୍ରାହୀ): ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ ଏନ୍‌ଏସି ତରଫରୁ ପାଳିତ ହୋଇଯାଇଛି। ସକାଳୁ କାର୍ଯ୍ୟାଳୟ ପରିସରରେ ଜାତୀୟ ପତ୍ତାକା ଉତ୍ତୋଳନ ପରେ ଗଣିଛକଠାରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଋଷିକୁଲ୍ୟା ସେତୁ ନିକଟ ଶଶିଭୂଷଣଙ୍କ ପ୍ରତିମୂର୍ତ୍ତି, ବ୍ଲକ ଲାଇନ୍‌ ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ…

ଭାଇଙ୍କୁ ରାଖୀ ବାନ୍ଧିବା ଅଧା ରହିଲା: ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ

ଗଞ୍ଜାମ,୩୧ା୮(ବିଦ୍ୟାଧର ସାହୁ): ରକ୍ଷାବନ୍ଧନରେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ଭାଇଙ୍କର ଶୁଭ ମନାସିବା ସହ ନିଜକୁ ସୁରକ୍ଷା ଦେବା ପାଇଁ ଭାଇଙ୍କଠାରୁ ପ୍ରତିଜ୍ଞା ଗ୍ରହଣ କରନ୍ତି। କିନ୍ତୁ ଜଣେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧିବାକୁ ଯିବା ବାଟରେ ଦୁର୍ଘଟଣାରେ…

ବଢ଼ୁଛି ଓ୍ବାର୍ଡ, ବଢ଼ୁନାହାନ୍ତି କର୍ମଚାରୀ

ବ୍ରିଟିଶ ଶାସନରେ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍ସି ଅଧୀନ ଥିଲା। ୧୮୬୭ରେ ବ୍ରହ୍ମପୁର ପୌରପାଳିକା ଗଠନ ହୋଇଥିଲା। ସେତେବେଳେ ରେଶମ ସହର ଜନସଂଖ୍ୟା ୩୦ ହଜାରରୁ ଅଧିକ ଥିଲା। ପରିସୀମାକୁ ନେଇ ମାତ୍ର ୨୭ଟି ୱାର୍ଡ ଗଠନ କରାଯାଇଥିଲା। ଏବେ ଏହି…

୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଆସିକା,୨୯ା୮(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ୨୦୨୦ରେ ଘଟିଥିବା ନାଗା ଗୌଡ଼ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ଆସିକା ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରବୀର କୁମାର ଚୌଧୁରୀ ଏହି ମାମଲାର…

ଠିକ୍‌ ସମୟରେ ଆସୁନାହାନ୍ତି ଶିକ୍ଷକ, ପିଲା

ଛତ୍ରପୁର,୨୮ା୮(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ କେତେକ ସ୍କୁଲକୁ ଠିକ୍‌ ସମୟରେ ଶିକ୍ଷକ ଓ ଛାତ୍ରୀଛାତ୍ର ଆସୁନାହାନ୍ତି। ଏପରିକି କେତେକ ସ୍କୁଲକୁ ଶିକ୍ଷକ ଓ ଛାତ୍ରୀଛାତ୍ର ଆସୁଥିଲେ ମଧ୍ୟ କ୍ଲାସରୁମ୍‌କୁ ଯାଉନାହାନ୍ତି। ସ୍କୁଲ ପରିସରରେ ଭିଡ ଜମାଉଛନ୍ତି। ଜିଲା ଶିକ୍ଷା ଅଧିକାରୀ ବିଭିନ୍ନ…

ତାଲା ପକାଇ ଭୁବନେଶ୍ୱର ଆସିଥିଲେ: ଗଲାବେଳକୁ ଘରେ ବୁଲିଛି କଳାକନା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଲୁଟେରା ଗ୍ୟାଙ୍ଗ ତାଲାବନ୍ଦ ଘରକୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଗୋଷାଣି ନୂଆଗାଁ ଥାନା ଅଧୀନ ହରିହରନଗର ୨ୟ ସାରଣୀ ଏକ୍ସଟେନ୍ସନରେ ଥିବା ଏକ ବନ୍ଦ ଘରୁ କେତେକ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି। ଘରେ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?