ମାରୁତି କଲ୍ୟାଣ ମଣ୍ଡପରେ ନିଅଁ।
ଫୁଲବାଣୀ ଅଫିସ, ୨୮ା୪-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ହାଟପଦାରେ ଥିବା ବେଆଇନଭାବେ ଗଢି ଉଠିଥିବା ମାରୁତି କଲ୍ୟାଣ ମଣ୍ଡପରେ ଶନିବାର ପୂର୍ବାହ୍ନରେ ନିଅଁ। ଲାଗିଛି । ବିଦ୍ୟୁତ୍ ଶର୍ଟ ଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଛି ା ଠିକ୍ ସମୟରେ ଅଗ୍ନିଶମ...
ବିବାହ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ
ପାଟପୁର,୨୮ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ଆଡ଼ପଡ଼ା ଗ୍ରାମରେ ଶୁକ୍ରବାର ରାତିରେ ଏକ ବିବାହ ଶୋଭାଯାତ୍ରାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଉଭୟ ଗୋଷ୍ଠୀର ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଆଡ଼ପଡ଼ା ଗୋଷ୍ଠୀ...
ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ,କାମଚଳା ଅଧ୍ୟକ୍ଷାଙ୍କୁ ପୁଣି ଦାୟିତ୍ୱ
ବ୍ରହ୍ମପୁର ଅଫିସ,୨୮ା୪-ପୁଣି ଥରେ ବଦଳିଲେ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷା। ଭାରପ୍ରାପ୍ତ ଅଧ୍ୟକ୍ଷା ଡ. ଦେବଦତ୍ତା ମିଶ୍ରଙ୍କର କଟକସ୍ଥିତ ଜାତୀୟ କବି ବୀର କିଶୋର (ଜେକେବିକେ) ମହାବିଦ୍ୟାଳୟକୁ ବଦଳି ହୋଇଛି। ତାଙ୍କ ସ୍ଥାନରେ ଅଧ୍ୟକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି ପ୍ରଫେସର ପ୍ରମିଳା...
ଗଞ୍ଜାମ ଜିଲା ୨୦୧୯ ନିର୍ବାଚନ: ଦଳବଦଳ ପ୍ରାର୍ଥୀଙ୍କ ବଢ଼ିଛି ଚିନ୍ତା
ବ୍ରହ୍ମପୁର ଅଫିସ,୨୮ା୪-ଗଞ୍ଜାମ ଜିଲାରେ ୨୦୧୯ ସାଧାରଣ ନିର୍ବାଚନ ଦୁଇ ପର୍ଯ୍ୟାୟରେ ସରିଯାଇଛି। ଫଳାଫଳ ଘୋଷଣାକୁ ୨୫ ଦିନ ବାକି ରହିଛି। ଦଳ ବଦଳ କରି ମଇଦାନକୁ ଓହ୍ଲାଇଥିବା ଜିଲାର ୮ ପ୍ରାର୍ଥୀଙ୍କ ହାରଜିତ ନେଇ ଚିନ୍ତା ବଢ଼ିଯାଇଛି। ସେମାନେ ଟେନସନରେ...
ଅସୁରକ୍ଷିତ ଅବସ୍ଥାରେ ମିନାବଜାର
ବ୍ରହ୍ମପୁର ଅଫିସ,୨୮ା୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ସରିବାକୁ ଦୁଇଦିନ ବାକି ରହିଛି। ଦେଶୀ ବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ, ସାନବଜାର, ବଡ଼ବଜାର, ଗିରି ମାର୍କେଟ, ସବ୍ରେଜିଷ୍ଟ୍ରାର ଅଫିସ, ରାମଲିଙ୍ଗମ୍ ଟ୍ୟାଙ୍କ ରୋଡ, ସତ୍ୟ ନାରାୟଣ ମନ୍ଦିର...
ରକ୍ତ ଅଭାବ ଦୂର ପାଇଁ ଆଗକୁ ଆସିଲେଣି ବିଭିନ୍ନ ସଂଗଠନ
ବ୍ରହ୍ମପୁର ଅଫିସ୍,୨୭ା୪- ବ୍ରହ୍ମପୁର ବଡ଼ମେଡ଼ିକାଲ୍ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ରକ୍ତ ସଂଗ୍ରହ ବହୁ ପରିମାଣରେ କମିଯାଇଛି। ଆବଶ୍ୟକ ଅନୁଯାୟୀ ରକ୍ତ ସଂଗ୍ରହ ହୋଇପାରୁନି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀଙ୍କୁ...
ଠିକାଦାରଙ୍କୁ ଅପହରଣ: ସୁନା ଗହଣା ଦେଇ ମୁକୁଳାଇଲେ ସ୍ତ୍ରୀ
ଆସିକା,୨୭ା୪(ଡି.ଏନ୍.ଏ.)- ଆସିକା ଥାନାର ଆଲିପୁର ଗ୍ରାମଠାରେ ଗୁରୁବାର ରାତି ପ୍ରାୟ ୮ଟାରେ ଜଣେ ଠିକାଦାର ଓ ତାଙ୍କ ସହଯୋଗୀଙ୍କୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଅପହରଣ କରିନେଇଥିଲେ। ଅପହୃତ ଠିକାଦାର ଜଣକ କୋଟିବାଡି ଗ୍ରାମର ପ୍ରଶାନ୍ତ ଗୌଡ (୪୭) ଓ ତାଙ୍କ...
ଡାକ୍ତର, କର୍ମଚାରୀଙ୍କ ନାଁରେ ମାମଲା
ବ୍ରହ୍ମପୁର ଅଫିସ,୨୭ା୪- ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ରୋଡରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ରୋଗୀଙ୍କୁ ମାଡ଼ ମରାଯିବା ସହ ତାଙ୍କ ସୁନାଚେନ ଛଡ଼ାଇ ନିଆଯାଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନୟାଗଡ଼ରୁ ଚିିକିତ୍ସା ପାଇଁ ଆସିଥିବା ସୀମାଞ୍ଚଳ ତ୍ରିପାଠୀ...
୬ ସାହିରେ ଘଟ ପରିକ୍ରମା: ମନମୋହୁଛି ରଥ, କଳାକୁଞ୍ଜ
ବ୍ରହ୍ମପୁର ଅଫିସ, ୨୭ା୪- ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା ଶୁକ୍ରବାର ୨୮ ଦିନରେ ପହଞ୍ଚିଛି। ଆଉ ୩ ଦିନ ପରେ ମା’ଙ୍କ ବାହୁଡାଣୀ ପର୍ବ ଅନୁଷ୍ଠିତ ହେବ। ଅର୍ଥାତ୍ ମା’ ବାପଘରୁ ନିଜସ୍ବ ମନ୍ଦିରକୁ ବାହୁଡିବେ। ତେଣୁ...
ଜଣକୁ ହେଲେ ୧୦ ଜଣଙ୍କୁ ସଂକ୍ରମିତ ଆଶଙ୍କା
ଫୁଲବାଣୀ ଅଫିସ,୨୭ା୪- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସମୀର କୁମାର ଦାସ ଯୋଗଦେଇ ମ୍ୟାଲେରିଆ ଅଞ୍ଚଳରେ ସ୍ବତନ୍ତ୍ର ଦୃଷ୍ଟି ଦେବା ଉପରେ ଗୁରୁତ୍ୱାରୋପ...
ଛତ୍ରପୁର ହସ୍ପିଟାଲରେ ରାଜ୍ୟସ୍ତରୀୟ ସ୍ବାସ୍ଥ୍ୟ ମନିଟରିଂ ଟିମ୍
ଛତ୍ରପୁର,୨୬ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ହେଡକ୍ୱାର୍ଟରରେ ଥିବା ଛତ୍ରପୁର ହସ୍ପିଟାଲକୁ ୨୦୧୮-୧୯ରେ କାୟାକଳ୍ପ ପ୍ରଶଂସନୀୟ ପୁରସ୍କାର ମିଳିଥିଲା। ଏହି ପୁରସ୍କାର ପରେ ଭାରତ ସରକାରଙ୍କଠାରୁ ନ୍ୟାଶନାଲ କ୍ୱାଲିଟି ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡସ (ଏନ୍କ୍ୟୁଏସ) ପ୍ରମାଣପତ୍ର ହାସଲ ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷ ଉଦ୍ୟମ ଜାରି...
ଇଭିଏମ୍ ଭଙ୍ଗାରୁଜା ଘଟଣା: ନୀଳମଣିଙ୍କ ଜାମିନ ଶୁଣାଣି ୨କୁ ଘୁଞ୍ଚିଲା
ଭଞ୍ଜନଗର/ସୋରଡା,୨୬।୪ (ଡି.ଏନ.ଏ.)- ସୋରଡା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ ଇଭିଏମ୍ ମେଶିନ ଭାଙ୍ଗିବା ଅଭିଯୋଗରେ ଗତ ୧୮ ତାରିଖରୁ ସୋରଡା ଜେଲରେ ଅଛନ୍ତି। ଏହି ମାମଲାରେ ନୀଳମଣି ଜାମିନ ପାଇବା ପାଇଁ ଆବେଦନ କରିଥିବାବେଳେ ପୋଲିସ...