ଗଞ୍ଜାମ

ପ୍ରମାଣ ଅଭାବରୁ ୪ ଅଭିଯୁକ୍ତ ହେଲେ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩।୬: ଅତିରିକ୍ତ ଜିଲା ଜଜ୍‌(ଏଡିଜେ)-୧ ସଂଘମିତ୍ରା ଶର୍ମା ସୋମବାର ଏକ ଡକାୟତି ଉଦ୍ୟମ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୪ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ବଡ଼ସାହିର ସୁକାନ୍ତ…

ଖାତା ଦେଖିବାକୁ ଆସୁନାହାନ୍ତି ଅଧ୍ୟାପକ

ଭଞ୍ଜନଗର,୧୩।୬(ଡି.ଏନ.ଏ): ଯୁକ୍ତ୨ କଳା ଦ୍ୱିତୀୟ ବର୍ଷ ପରୀକ୍ଷା ଖାତା ମୂଲ୍ୟାଙ୍କନ ଗତ ୨ତାରିଖରୁ ଆରମ୍ଭ ହୋଇଛି। କଳାର ଅଧିକାଂଶ ବିଷୟର ପ୍ରଥମ ଫେଜ୍‌ ମୂଲ୍ୟାଙ୍କନ ରବିବାର ସୁଦ୍ଧା ସରିବାକୁ ଲକ୍ଷ୍ୟ ରଖାଯାଇଥିଲା। ମାତ୍ର ଆବଶ୍ୟକ ଅଧ୍ୟାପକ କାର୍ଯ୍ୟରେ ଯୋଗ ଦେଇନଥିବା ଯୋଗୁ ମୂଲ୍ୟାଙ୍କନ…

ଫୋନ କଲ କରି ଆକାଉଣ୍ଟରୁ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୧୩।୬: ସହରରେ ଏବେ ସାଇବର ଠକେଇ ବଢୁଛି। ଅନଲାଇନ, ବ୍ୟାଙ୍କ ଋଣ, ଜମି ବିକ୍ରି, ବିଦେଶୀ ଲିଙ୍କରେ ଚାକରି ନାଁରେ ଗୋଟିଏ ପରେ ଗୋଟିଏ ଠକେଇ ଘଟଣା ସମନାକୁ ଆସୁଛି। ଏପରି ଏକ ଠକେଇର ଶିକାର ହୋଇଛନ୍ତି ଜରଡ଼ା ଥାନା ଅନ୍ତର୍ଗତ…

ବିପଜ୍ଜନକ ସ୍ଥିତିରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ

ଧରାକୋଟ,୧୩।୬(ଡି.ଏନ୍‌.ଏ.): ଧରାକୋଟ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ପ୍ରତି ବିପଜ୍ଜନକ ସ୍ଥିତିରେ ପହଞ୍ଚତ୍ଛି । ବହୁଦିନ ପୂର୍ବରୁ ଏହା ନିର୍ମିତ ହୋଇଥିଲା। ବର୍ତ୍ତମାନ ଅଫିସ୍‌ ଛାତରୁ ପାଣି ଗଳୁଥିବାବେଳେ କବାଟ, ଝରକା ନଷ୍ଟ ହୋଇଗଲାଣି। ଏପରିକି ଚଟାଣ ମଧ୍ୟ ନଷ୍ଟ ହୋଇଗଲାଣି। ଗତ ଫାଇଲିନ…

ବିସ୍କୁଟ ଖାଇବା ପାଇଁ ଅଳି କରିବାରୁ ୮ ବର୍ଷର ଝିଅଙ୍କୁ ଚେଙ୍କ

ବ୍ରହ୍ମପୁର ଅଫିସ,୧୩ା୬: ବ୍ରହ୍ମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାବତ ମା’ ନିଜ ମାନବିକତା ଭୁଲିଯାଇ ୮ବର୍ଷର ଶିଶୁକନ୍ୟାଙ୍କୁ ଅମାନବୀୟ ଦଣ୍ଡ ଦେଇଛନ୍ତି। ଶିଶୁଟିର ପିଠି, ବେକ, ଗାଲରେ ଗରମ ଚେଙ୍କ ମାରିଛନ୍ତି। ଏପରି କି ଏନେଇ କାହାକୁ ନ…

ବାଇକ୍‌ ଉପରେ ମାଡ଼ିଗଲା ଲୁହା ବୋଝେଇ ଟ୍ରକ୍‌

ଛତ୍ରପୁର,୧୨ା୬(ଡି.ଏନ.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍‌ଇ ଆବାସିକ କଲୋନୀ ସମ୍ମୁଖ ରାସ୍ତାରେ ରବିବାର ଲୁହା ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି ା ସେ ହେଲେ ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ଚନ୍ଦ୍ରପଦା ଗାଁର…

ଗୋଟିଏ ରାତିରେ ଏକାଧିକ ଦୋକାନ, ଘରୁ ଚୋରି

ବ୍ରହ୍ମପୁର ଅଫିସ,୧୨।୬: କିଛି ଦିନର ନୀରବତା ପରେ ସହରରେ ପୁଣି ଚୋରଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଏକ ଚୋର ଗ୍ୟାଙ୍ଗ ଶନିବାର ରାତିରେ ଇଞ୍ଜିନିୟରିଂ ସ୍କୁଲ ଛକଠାରେ ଥିବା ଏକାଧିକ ଦୋକାନରୁ ଚୋରି କରି ପୋଲିସକୁ ଖୋଲା ଚାଲେଞ୍ଜ ଦେଇଛନ୍ତି। ଚୋରମାନେ…

୫-ଟି ସଚିବଙ୍କୁ ଭେଟିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ

ଗଞ୍ଜାମ,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବିଶ୍ୱାଳ ଭୁବନେଶ୍ୱରରେ ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଜ୍ୟ ସରକାରଙ୍କ…

ପୁଅର ମୃତଦେହ ଗାଁକୁ ଆଣିବା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ପରିବାର ଲୋକେ

ସୋରଡ଼ା,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ହୁକୁମା ପଞ୍ଚାୟତ ନୂଆଗାଁ ଗ୍ରାମର ଅଜୟ ମଲିକଙ୍କ ପୁଅ ରଞ୍ଜନ (୨୭) ତାମିଲନାଡୁର କୋଏମ୍ବାଟୁରର ପେରିୟାନାଇକେନପାଲୟମ ଥାନା ଅଞ୍ଚଳର ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଗୁରୁବାର ସେଠାରେ ନିଜ ବାସସ୍ଥଳୀରେ…

ବଜ୍ରାଘାତରେ ମହିଳା ଗୁରୁତର

ହିଞ୍ଜିଳିକାଟୁ,୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଧୋଡ଼ି ଗ୍ରାମପଞ୍ଚାୟତ ଅନ୍ତର୍ଗତ ପାଟପୁର ଗାଁରେ ବଜ୍ରାଘାତରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗାଁର କାଳିଆ ରାଉତ(୪୦)। ମହିଳା ଜଣଙ୍କ ଚାଷଜମିରେ କାମ କରୁଥିବା ବେଳେ ହଠାତ୍‌ ବଜ୍ରପାତରେ ହେବାରୁ…

ତାରାତାରିଣୀଙ୍କୁ ଦର୍ଶନ କରି ମଙ୍ଗଳକାମନା କଲେ ମନ୍ତ୍ରୀ

ପୁରୁଷୋତ୍ତମପୁର, ୧୧।୬(ଡି.ଏନ୍‌.ଏ.): ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଶନିବାର ମା’ ତାରାତାରିଣୀଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳକାମନା କରିଛନ୍ତି। ଏହି ଅବସରରେ ସେ ଓଡ଼ିଶାବାସୀଙ୍କ ବିକାଶ ଲାଗି କାମ କରିବେ ବୋଲି ଗଣମଧ୍ୟମକୁ କହିଛନ୍ତି। ମନ୍ତ୍ରୀଙ୍କ ପରିଦର୍ଶନ ବେଳେ…

ଗଞ୍ଜାମରୁ ଷଷ୍ଠ ବାଚସ୍ପତି ବିକ୍ରମ ଆରୁଖ

ବ୍ରହ୍ମପୁର ଅଫିସ,୧୧ା୬: ଗଞ୍ଜାମରୁ ବିକ୍ରମ କେଶରୀ ଆରୁଖ ୬ଷ୍ଠ ବାଚସ୍ପତି। ଅପରପକ୍ଷରେ ଭଞ୍ଜନଗର ବିଧାୟକ ଓଡ଼ିଶା ବିଧାନସଭା ବାଚସ୍ପତି ହେବା ଦ୍ୱିତୀୟ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନଠାରୁ ଏଯାବତ୍‌ ଏହି ଜିଲାରୁ ଜଣେ ମହିଳାଙ୍କ ସମେତ ୩ ଜଣ ହୋଇଛନ୍ତି ଉପବାଚସ୍ପତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri