ଗଞ୍ଜାମ

ଟଙ୍କା ଲୋଭରେ ଫେକ ଅସ୍ତ୍ରୋପଚାର

ହିଞ୍ଜିଳିକାଟୁ,୨୫।୭(ଦ୍ବିତୀକୃଷ୍ଣ ପଣ୍ଡା): ଆଖିର ରେଟିନାରେ ଛୋଟିଆ ଛିଦ୍ର ଥିବା କହି ତ୍ରୁଟିପୂର୍ଣ୍ଣ ଓ ଫେକ ଅସ୍ତ୍ରୋପଚାର କରିବା କାରଣରୁ ଦୃଷ୍ଟି ଶକ୍ତି ହରାଇଥିବା ଜଣେ ଆଇନଜୀବୀ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକାରୀ ହେଲେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବାର ଆସୋସିଏଶନର…

ଗଣତାନ୍ତ୍ରିକ ମୂଲ୍ୟବୋଧରେ ନିରପେକ୍ଷ ଗଣମାଧ୍ୟମ ଆବଶ୍ୟକ

ବ୍ରହ୍ମପୁର ଅଫିସ,୨୪ା୭(ସ୍ମୃତିରଞ୍ଜନ ମହାଲିକ/ସୁବାସଚନ୍ଦ୍ର ପାଢୀ)- ଗଣତନ୍ତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥ ଓ ବଳିଷ୍ଠ ଗଣତନ୍ତ୍ର ସେତେବେଳେ ପ୍ରତିଷ୍ଠା ହେବ, ଯେତେବେଳେ ଯୁବପିଢି ସତ୍ୟ ଅସତ୍ୟକୁ ବୁଝିବା ସହ ଠିକ ପଦକ୍ଷେପ ନେବା ଭଳି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ।…

ଠାକୁରଙ୍କ ଦର୍ଶନ ବେଳେ ବାଇକ୍‌ ଟେକିନେଲେ ଚୋର

କୋଦଳା,୨୪।୭(ଅମିତ କୁମାର ପଟ୍ଟନାୟକ): ଗଞ୍ଜାମ ଜିଲା ସ୍ଥାନୀୟ ଦଣ୍ଡିଶ୍ୱର ମନ୍ଦିର ପରିସରରୁ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ସୋମବାର କୋଦଳା ଖଡୁରାସାହିର ସନ୍ତୋଷ ମହାପାତ୍ର ମନ୍ଦିର ନିକଟରେ ନିଜର ବାଇକ (ନଂ ଓ ଡି ୦୭ଏ ଜି…

ଗଛରୁ ମିଳିଲା ଝୁଲନ୍ତା ମୃତଦେହ

ଛତ୍ରପୁର,୨୪ା୭(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଚିକଲଖଣ୍ଡି ଗାଁ ନିକଟରେ ଏକ ଗଛରୁ ପୋଲିସ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ହେଲେ ମୃତକଙ୍କ ପରିଚୟ ମିଳି ନ ଥିବା ଆଇଆଇସି ସତ୍ୟ ରଞ୍ଜନ ପ୍ରଧାନ ସୂଚନା…

ସାଇବର ଠକଙ୍କ ଜାଲରେ ସାଧାରଣ ଲୋକ

ବ୍ରହ୍ମପୁର,୨୪ା୭(ସୁବାସ ଚନ୍ଦ୍ର ପାଢ଼ୀ): ସାଇବର ଠକ ନିଜର ମାୟା ଜାଲରେ ସାଧାରଣ ଲୋକଙ୍କୁ ଫସାଇ ଠକି ଚାଲିଛନ୍ତି। ନୂଆ ନୂଆ ତରିକାରେ ପ୍ରଥମେ ଲୋକଙ୍କ ବିଶ୍ୱାସ ହାସଲ କରି ପରେ ଲୁଟୁଛନ୍ତି। ଗଞ୍ଜାମ ଜିଲା ତଥା ବ୍ରହ୍ମପୁର ସହରରେ ଏଭଳି ଏକାଧିକ…

ଜାନବିଲି ପ୍ରକଳ୍ପ ପାଣି ପାଇପ୍‌ ଲାଇନ ଫାଟିଲା

ଧରାକୋଟ,୨୪ା୭(ବିଷ୍ଣୁ କେଶରୀ ଆଚାରୀ): ବ୍ରହ୍ମପୁର ସହରର ପିଇବା ପାଣି ସମସ୍ୟାର ଦୂରୀକରଣ ପାଇଁ ରାଜ୍ୟ ସରକାର ଜାନବିଲି ଆନିକଟଠାରୁ ପାଇପ ଯୋଗେ ପାଣି ନେଉଛନ୍ତି । ଋଷିକୁଲ୍ୟା ନଦୀ ଉପରେ ଷ୍ଟୋରେଜ ବ୍ୟବସ୍ଥା କରି ଏଠାରୁ ପାଣି ଦକ୍ଷିଣପୁର ଘାଇକୁ ନିଆଯାଉଛି।…

କାଠ ଜବତ: ବେପାରୀ-ବନ କର୍ମଚାରୀଙ୍କ ଧସ୍ତାଧସ୍ତି

କୋଦଳା,୨୩ା୭(ଅମିତ କୁମାର ପଟ୍ଟନାୟକ): ଗକୋଦଳା ଏବଂ ସାତନଳ ଛକରେ ଦୀର୍ଘଦିନ ହେଲା ବେଆଇନ ଭାବେ କାଠ କଟାଯାଇ ସରଞ୍ଜାମ ତିଆରି ଚାଲିଥିଲା। ପୋଲସରା ବନବିଭାଗ ଏହା ଜାଣିବା ପରେ ରବିବାର ଚଢ଼ାଉ କରି ଲକ୍ଷାଧିକ ଟଙ୍କାର କାଠ ଜବତ କରାଯାଇଛି। ସାତନଲ…

କାଳିମେଘି ଗାଁରୁ ଚୋରି ଘଟଣା: ଅଳଙ୍କାର ସହ ନଗଦ ୫୦ ହଜାର ଟଙ୍କା ଜବତ, ୪ ଗିରଫ

ବେଗୁନିଆପଡ଼ା,୨୨ା୭(ସୁଶାନ୍ତ କୁମାର ପଟ୍ଟନାୟକ): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଓ କୋଦଳା ଥାନା ଅନ୍ତର୍ଗତ କାଳିମେଘି ଗ୍ରାମର ଏକ ଚୋରି ମାମଲାରେ ଶନିବାର ୪ ଅଭିଯୁକ୍ତଙ୍କୁ ଗିରଫ କରିଛି କୋଦଳା ପୋଲିସ। ପୁରୁଷୋତ୍ତମପୁର ଏସ୍‌ଡିପିଓଙ୍କ ନେତୃତ୍ୱରେ ଗଠିତ ଏକ ପୋଲିସ ଟିମ୍‌…

ଅପହରଣ ନୁହେଁ: ୨ ଭାଇଙ୍କୁ କର୍ଣ୍ଣାଟକ ପୋଲିସ ନେଇଛି

ଛତ୍ରପୁର,୨୨।୭(ସନ୍ତୋଷ ପାଢ଼ୀ): ଗଞ୍ଜାମ ଥାନା ଅଧୀନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଅପହରଣ କରି ନେଇଥିବା…

ଖସୁଛି ପରିବା ଦର

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଶନିବାର ପନିପରିବା ଦର ସାମାନ୍ୟ ହ୍ରାସ ପାଇଥିବା ଜଣାପଡିଛି । ଯାହାକୁ ନେଇ ଗ୍ରାହାକ ବେଶ ଖୁସି ଅଛନ୍ତି। ପୂର୍ବରୁ ପୋଟଳ, କାଙ୍କଡ଼, ସଜନା ଛୁଇଁ ଆଦି କିଲୋ ପିଛା ୮୦ ଟଙ୍କାରେ ବିକ୍ରି…

ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଇଥିଲେ: ଆନ୍ଧ୍ରରେ ହେଲେ ଠାବ

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଥିଲେ।…

ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଲେ ଦୁର୍ବୃତ୍ତ

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ )- ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?