ଗଞ୍ଜାମ ଏସ୍ପି ଅଫିସ ଆଗରେ ଆତ୍ମାହୁତି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ଗଞ୍ଜାମ,୨୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ବୋରିଗାଁ ଅଞ୍ଚଳର ବାଦଲ ସାହୁ ନାମକ ଜଣେ ଯୁବକ ଛତ୍ରପୁରସ୍ଥିତ ଏସ୍ପି ଅଫିସ ଆଗରେ ଗତ ୧୪ରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଉକ୍ତ ଘଟଣାରେ ରମ୍ଭା ଥାନା ପୋଲିସ ସେହି ଗ୍ରାମର ୩…
ନିମ୍ନମାନର ପୋଷାକ, ଗ୍ୟାସ ଚୁଲା ଯୋଗାଣକୁ ନେଇ ଗର୍ଜିଲେ ଅଙ୍ଗନଓ୍ବାଡି କର୍ମୀ
ଛତ୍ରପୁର,୨୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡିକୁ ନିମ୍ନମାନର ପୋଷାକ ଏବଂ ଗ୍ୟାସ ଚୁଲା ଯୋଗାଣ ହେଉଥିବା ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ମଙ୍ଗଳବାର ଅଭିଯୋଗ ହୋଇଛି। ମଙ୍ଗଳବାର ପ୍ରବଳ ଖରା ସତ୍ତ୍ୱେ ଶତାଧିକ…
କାମ କରିବାକୁ ଯାଇଥିଲେ ବିଦେଶ, ଏବେ ଭିକ ମାଗୁଛନ୍ତି
ଛତ୍ରପୁର,୨୩।୫(ଡି.ଏନ୍.ଏ.) କାମ କରିବାକୁ ଯାଇ ଆରବ ଦେଶର କତରରେ ଜଣେ ଓଡ଼ିଆ ଶ୍ରମିକ ଭିକ ମାଗି ଚଳୁଥିବା ଜଣାପଡିଛି। ସେ ହେଲେ ଗଞ୍ଜାମ ଜିଲା ଖଲିକୋଟ ଥାନା ଶ୍ୟାମସୁନ୍ଦରପୁର ଗ୍ରାମର ବିଷ୍ଣୁ ପ୍ରସାଦ ଡାକୁଆ। ଗାଁରେ କୋଣସି କାମଧନ୍ଦା ନ ପାଇବାରୁ…
ନାହାନ୍ତି ୧୧ ଡାକ୍ତର, ନାହିଁ ମହାପ୍ରୟାଣ ଗାଡ଼ି
ଛତ୍ରପୁର,୨୩।୫(ଡି.ଏନ.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ବ୍ରହ୍ମପୁର ସହରରେ ମୁଖ୍ୟ ହସ୍ପିଟାଲ( ସିଟି ହସ୍ପିଟାଲ) ରହିଛି। ଦୀର୍ଘବର୍ଷ ଧରି ଛତ୍ରପୁର ଉପଖଣ୍ଡ ହସ୍ପିଟାଲକୁ ହେଡ୍କ୍ୱାର୍ଟର ମାନ୍ୟତା ଦେବା ଲାଗି ଦାବି ହୋଇଆସୁଛି ା ମାତ୍ର ଏହାଉପରେ କୌଣସି ପଦକ୍ଷେପ…
ଦିନକରେ ୧.୯୧ ଲକ୍ଷ ଜରିମାନା
ବ୍ରହ୍ମପୁର ଅଫିସ,୨୩।୫: ସଡ଼କ ସୁରକ୍ଷା ନିୟମ କଡାକଡି କରିବା ପାଇଁ କେନ୍ଦ୍ର ସରକାର ମୋଟରଯାନ ଆଇନରେ ସଂଶୋଧନ ଆଣିଥିଲେ। ବିଶେଷକରି ହେଲ୍ମେଟ ଓ ନିଶାସକ୍ତ ଚାଳକ ଧରପଗଡ ଅଭିଯାନ ଏବେ ଜୋରଦାର କରାଯାଇଛି। ଅମାନିଆଙ୍କ ପାଇଁ ହେଲମେଟ ନ ପିନ୍ଧିଲେ ଏବେ…
ଆମ ଶୌଚାଳୟ ପରିଷ୍କାର ପରିଚ୍ଛନ୍ନତା ଦାବି
ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ସାହି ଓ ପୋଖରୀଗୁଡିକୁ ସ୍ବଚ୍ଛତା ଲକ୍ଷ୍ୟରେ ବିଏମ୍ସି ପକ୍ଷରୁ ବିଭିନ୍ନ ୱାର୍ଡରେ ଆମ ଶାୈଚାଳୟ ନିର୍ମାଣ କରାଯାଇଛି। ଯେଉଁଠାରେ ଉଭୟ ପୁରୁଷ ଓ ମହିଳାଙ୍କ ନିମନ୍ତେ ପାଇଖାନା ବ୍ୟବସ୍ଥା…
ଶିବାନୀ ପାଇବେ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର
ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ବଡ଼ମେଡିକାଲ ନର୍ସିଂ ଅଫିସର ଶିବାନୀ ଦାଶ ଭାରତୀୟ ନର୍ସିଂ ପରିଷଦ ପକ୍ଷରୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପାଇଁ ମନୋନୀତ ହୋଇଛନ୍ତି। ସେବା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ସ୍ବୀକୃତି ସ୍ବରୂପ ତାଙ୍କୁ ମିଳିବ ଏହି ସମ୍ମାନଜନକ ପୁରସ୍କାର। ଶିବାନୀ…
ବିଏମ୍ସି କାର୍ଯ୍ୟାଳୟରେ ଖତ ଖାଉଛି ଡଷ୍ଟବିନ
ବ୍ରହ୍ମପୁର ଅଫିସ୍,୨୩।୫: ବ୍ରହ୍ମପୁର ମହାନଗରକୁ ସ୍ବଚ୍ଛ ସର୍ବେକ୍ଷଣ ଦାୈଡରେ ପ୍ରଥମ ସ୍ଥାନକୁ ନେଇ ବିଏମସି ଆଶା ରଖିଛି। ବିଏମସି ପକ୍ଷରୁ ସ୍ବଚ୍ଛତାକୁ ନେଇ ଜନସାଧାରଣଙ୍କ ମତାମତ ସଂଗ୍ରହ ପ୍ରକ୍ରିିୟା ମଧ୍ୟ ସରିଛି। କେବଳ ଫଳାଫଳକୁ ଅପେକ୍ଷା ରହିଛି। ଅନ୍ୟପଟେ ବିଏମସି ପକ୍ଷରୁ…
ଛତ୍ରପୁର ଉତ୍ସବ ମୁଖର
ଛତ୍ରପୁର,୨୩।୫(ଡି.ଏନ୍.ଏ.): ଛତ୍ରପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମା ଯାତ୍ରା ନେଇ ଉତ୍ସବ ମୁଖର ହୋଇଉଠିଛି। ମାସେ ଧରି ଚାଲିବାକୁ ଥିବା ଏହି ଯାତ୍ରାର ୧୭ତମ ଦିବସ ରବିବାର ଅସ୍ଥାୟୀ ପୀଠରେ ସନ୍ଧ୍ୟାରେ ମା’ଙ୍କ ଆଳତୀ ଦେଖିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ…
କିରୋସିନ ହେରଫେର ମାମଲା: ତତ୍କାଳୀନ ଭିଏଲ୍ଡବ୍ଲ୍ୟୁ, ସରପଞ୍ଚ ଦଣ୍ଡିତ
ବ୍ରହ୍ମପୁର ଅଫିସ,୨୨ା୫: ବ୍ରହ୍ମପୁର ମୁଖ୍ୟ ବିଚାର ବିଭାଗ ମାଜିଷ୍ଟ୍ରେଟ (ସିଜେଏମ୍) ବିଷ୍ଣୁପ୍ରସାଦ ମିଶ୍ର ଏକ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଯୋଗାଣ ହୋଇଥିବା କିରୋସିନ ହେରଫେର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ସେ ତତ୍କାଳୀନ ଫୁଲବାଣୀ ଜିଲା ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ…
କଣ୍ଢେଇ ଯାତ୍ରା ଚଳଚ୍ଚିତ୍ରକୁ ଶ୍ରେଷ୍ଠ କ୍ରିଟିକ୍ସ ଚଏସ୍ ଆୱାର୍ଡ
ବ୍ରହ୍ମପୁର ଅଫିସ୍,୨୨ା୫: ଅନ୍ତର୍ଜାତୀୟ କଳା ସଂସ୍କୃତି ଚଳଚ୍ଚିତ୍ର ମହୋତ୍ସବରେ ବ୍ରହ୍ମପୁରର କଣ୍ଢେଇ ଯାତ୍ରା ଚଳଚ୍ଚିତ୍ର ସଫଳତା ହାସଲ କରିଛି। ଏହି ଚଳଚ୍ଚିତ୍ର ଭିନ୍ନତା ତଥା ସ୍ବତନ୍ତ୍ରତାକୁ ଅନୁଭବ କରି ଶ୍ରେଷ୍ଠ କ୍ରିଟିକ୍ସ ଚଏସ୍ ଆୱାର୍ଡ ପାଇଥିବା ଚଳଚ୍ଚିତ୍ର ନିର୍ଦ୍ଦେଶକ ସନ୍ନ୍ୟାସୀ ମହାରଣା…
ଅପରାଜିତାଙ୍କୁ ଦେଖାଦେଲେନି ଭାଜପା ନେତା
ବ୍ରହ୍ମପୁର ଅଫିସ,୨୨ା୫: ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଗତ ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତ ବେଳେ ତାଙ୍କୁ ଦେଖାଦେଲେନି ଭାଜପା ନେତା। ଏହା ବିରୋଧୀ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି। ଅବଶ୍ୟ ସେ ଦଳୀୟ କାର୍ଯ୍ୟକ୍ରମରେ ଆସି ନ ଥିଲେ। ପୁରୁଷୋତ୍ତମପୁର ନିକଟ…
Archives


