ଗଞ୍ଜାମ

ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ

ପୁରୁଷୋତ୍ତମପୁର,୧୮।୫(ଡି.ଏନ୍‌.ଏ.) : ମା’ ତାରାତାରିଣୀଙ୍କ  ପୀଠ ଚଳଚଞ୍ଚଳ ହୋଇଉଠିଛି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏଠାରେ ପହଂଚି ନୂଆ ସ୍ନାନ ମଣ୍ଡପ, ଦୀପ ଘର, ପ୍ରଶାସନିକ ଭବନ ଉଦ୍‌ଘାଟନ କରିଛନ୍ତି। ରାଜ୍ୟବାସୀଙ୍କ ପାଇଁ ମା’ଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ମଙ୍ଗଳକାମନା କରିଛନ୍ତି।…

ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୮।୫: ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ବୁଧବାର ଯୋଗ ଦେବାକୁ ପହଞ୍ଚିଛନ୍ତି। ପରେ ସେଠାରେ ନୂତନ ପ୍ରସାଦସେବନ ହଲ, ଭିୟୁ ପଏଣ୍ଟ, ମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ କୋଠା, ଇଣ୍ଟରପ୍ରିଟେଶନ…

ମୁଖ୍ୟମନ୍ତ୍ରୀଙ୍କ ତାରାତାରିଣୀ ଗସ୍ତ ଆଜି

ପୁରୁଷୋତ୍ତମପୁର/ଛତ୍ରପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଯୋଗଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କର ୧ଘଣ୍ଟା ୧୦ ମିନିଟ୍‌ର ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟରରେ ଆସି ପୂର୍ବାହ୍ନ ୯ଟା ୫୦…

କିଡ୍‌ନୀ ଦେଇ ୨ଜଣଙ୍କୁ ବଞ୍ଚାଇଲେ ‘ସିଦ୍ଧି’

ଭୁବନେଶ୍ୱର (ବ୍ୟୁରୋ) /କଟକ ଅଫିସ/ ଭଞ୍ଜନଗର (ଡି.ଏନ୍‌.ଏ.),୧୮।୫: ନିଜେ ସିନା ଚାଲିଗଲେ କିନ୍ତୁ କିଡ୍‌ନୀ ଦାନ କରି ବଞ୍ଚାଇ ଦେଲେ ଆଉ ଦୁଇଜଣଙ୍କ ଜୀବନ। ଦଶମ ଶ୍ରେଣୀର ଛାତ୍ରୀ ସିଦ୍ଧି ସମୃଦ୍ଧିଙ୍କ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଥିଲା। ଏହାପରେ…

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା

ଆସିକା/ଭଞ୍ଜନଗର,୧୮।୫ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଅଗ୍ନିଶମ କେନ୍ଦ୍ରର ଜଣେ ଡ୍ରାଇଭର (ହାବିଲଦାର) ସୋମବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଦୟାନିଧି ମହାନ୍ତ। ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢ଼ାକେନ୍ଦୁ ଜଙ୍ଗଲରେ ବେକରେ ରଶି ଲଗାଇ ସେ ଝୁଲି ପଡ଼ିମଥିଲେ। ମଙ୍ଗଳବାର…

ମିଳିଲା ନିଖୋଜ ପୂର୍ବତନ ବିଧାୟକଙ୍କ ସନ୍ଧାନ

ଗଞ୍ଜାମ,୧୭।୫(ଡି.ଏନ୍‌.ଏ.): ନିଖୋଜ ଥିବା ପୂର୍ବତନ ବିଧାୟକ ସରୋଜ ପାଢ଼ୀଙ୍କ ଠିକଣା ମିଳିଛି। ରାମେଶ୍ବରମରେ ଥିବା ନେଇ ପରିବାର ଲୋକଙ୍କୁ ନିଜେ ସୂଚନା ଦେଇଛନ୍ତି। ବ୍ୟସ୍ତ ବିବ୍ରତ ନ ହେବା ପାଇଁ ସେ କହିଛନ୍ତି । ପରିବାର ଲୋକଙ୍କ ସୂଚନା ପରେ ପୋଲିସ…

ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: କାଲି ଯୋଗଦେବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୭।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ୧ ଘଣ୍ଟା ୧୦ ମିନିଟ୍‌ ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି…

ଚମକିଲେ ଗଞ୍ଜାମ ଝିଅ ମନସ୍ବିନୀ

ଗଞ୍ଜାମ,୧୭ା୫(ଡି.ଏନ.ଏ.):ଗଞ୍ଜାମର ସୁନାଝିଅ ମନସ୍ବିନୀ ମହାରଣା। ଦୁଃସାହସିକ ସାମୁଦ୍ରିକ କ୍ରୀଡ଼ା ଏସୀୟ ଉଇଣ୍ଡ ସର୍ଫିଙ୍ଗ ଚାମ୍ପିୟନଶିପରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମନସ୍ବିନୀ ଭାରତୀୟ ଆର୍‌ଏସ୍‌-ଏକ୍ସ ଶ୍ରେଣୀରେ ଏକ ନମ୍ବର ସ୍ଥାନ ଅଧିକାର କରି ରାଜ୍ୟ ତଥା ଦେଶ ପାଇଁ ଗୌରବ…

ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ମୃତ, ୧୪ ଆକ୍ରାନ୍ତ

ଧରାକୋଟ,୧୬ା୫(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଧରାକୋଟ ବ୍ଲକ ନାକତିରି ଗାଁରେ ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ ଲାଇବାରିଆ ଗମାଙ୍ଗ ଓ ତାମଙ୍ଗ ମଣ୍ଡକ। ଏହି ଗାଁକୁ ରାସ୍ତା…

ରାତି ପାହିଲେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଚନ୍ଦନଯାତ୍ରା: ଚୂଡାନ୍ତରେ ପ୍ରସ୍ତୁତି

ରମ୍ଭା:୧୬।୫: ଗତ ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ରମ୍ଭା ଚନ୍ଦନଯାତ୍ରା ବିଧିବିଧାନ ସହକାରେ ପାଳନ କରାଯାଉଥିଲା। ହେଲେ ଚଳିତ ବର୍ଷ କରୋନା କଟକଣା ହଟିବା ପରେ ସ୍ଥାନୀୟ ବାସିନ୍ଦା ଓ ଶାନ୍ତି କମିଟି ପକ୍ଷରୁ…

ଗୁଣି ସନ୍ଦେହରେ ମାଡ଼ ଘଟଣା: ଥାନାରେ ଭଉଣୀଙ୍କ ଅଭିଯୋଗ

ଗଞ୍ଜାମ,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଗଡ଼ ହୁମ୍ମା ଗ୍ରାମରେ ଦୁଇ ଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗିବା ଘଟଣାରେ ସୋମବାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଆହତ କିଶୋର ଦାସଙ୍କ ଭଉଣୀ ସୋମବାର ଥାନାରେ ଲିଖିତ…

ବିକାଶ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୋଲସରା,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ କଳମ୍ବ ଗ୍ରାମରେ ଶନିବାର ସାମାନ୍ୟ ବଚସାରୁ ବିକାଶ ସାହୁ ଓରଫ କାଉ(୨୮)ଙ୍କୁ ହତ୍ୟା କରାଯାଇଥିଲା। ଏନେଇ ପୋଲସରା ଥାନାରେ ଏକ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri