ଗଞ୍ଜାମ

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସଙ୍କ ନେତୃତ୍ୱରେ ଅଞ୍ଚଳବାସୀ ଗଞ୍ଜାମ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି।…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର ବମରେ କମ୍ପିବ ଗାଁ ଓ ସହର। ଏଥିପାଇଁ ଶୈବ ପୀଠ ସହ ଚଳଚଞ୍ଚଳ…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ଶକ୍ତିଶ୍ରୀ କାର୍ଯ୍ୟକ୍ରମ ସଂଯୋଜିକା ତଥା ଅଧ୍ୟାପିକା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ସହକାରୀ ଶିକ୍ଷକ ଜଣକ ଦୀର୍ଘବର୍ଷ ଧରି ଏହି ବିଦ୍ୟାଳୟରେ…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର ସେ.କୁରେଶୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ରେଡ୍ଡୀ ସାହିର ସ୍ବର୍ଗତ କେ.ସାହେବ ରେଡ୍ଡୀଙ୍କ ପୁଅ କେ. ସନ୍ତୋଷ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ ଚାଲିଯାଇଛନ୍ତି ।ଫଳରେ ଏବେ ବେସାହାରା ହୋଇପଡିଛନ୍ତି ମାନସିକବିକାରଗ୍ରସ୍ତ ୨ ପୁଅ। ଏହାକୁ ନେଇ…

ସାନ ମାଈଁ-ଭଣଜାଙ୍କ ପ୍ରେମ ସମ୍ପର୍କ ଧରାପଡ଼ିବାରୁ ଡବର୍ଲ ମର୍ଡର, ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ବ୍ରହ୍ମପୁର,୨୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳରେ ୨୦୨୪ରେ ମା’ ଓ ୭ ବର୍ଷୀୟ ପୁଅଙ୍କୁ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଓପିଆଇଡି କୋର୍ଟ ଜଜ୍‌ ସଙ୍ଗୀତା ପାଣି ଏହି ମାମଲାର ୨ ଅଭିଯୁକ୍ତ ତଥା…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଡ୍ୟାମର ମୁଖ୍ୟ କେନାଲ ସଫା କରାଯାଇଥିଲେ ମଧ୍ୟ ଶାଖା କେନାଲଗୁଡ଼ିକ ସଠିକ୍…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସୃଜନଶୀଳ ଓଡ଼ିଶା ଏକ ସ୍ବତନ୍ତ୍ର…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ ବୁଧବାର ସ୍ୱତନ୍ତ୍ର ବୃକ୍ଷ ଚାରା ରୋପଣ ଅଭିଯାନ ଓ ବନ ମହୋତ୍ସବ ଅନୁଷ୍ଠିତ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ ରାତିରେ କ୍ରମାଗତ ଭାବେ ତିନୋଟି ଘରେ ଚୋରି ହୋଇଥିବା ନେଇ ହୁମା ଫାଣ୍ଡିରେ…

ଖେମୁଣ୍ଡି କଲେଜରେ ପ୍ରବେଶ ଉତ୍ସବ, ଶୃଙ୍ଖଳା-ନୈତିକ ମୂଲ୍ୟବୋଧ ପାଇଁ ପରାମର୍ଶ

ଦିଗପହାଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ବୁଧବାର ଯୁକ୍ତ ୨ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ଜଣାଇ “ପ୍ରବେଶ ଉତ୍ସବ–୨୦୨୬” ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?