ଗଞ୍ଜାମ

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତାରେ ଲହଡ଼ି ମାରୁଛି ବର୍ଷାଜଳ, ଘରେ ପଶିଲା ନର୍ଦ୍ଦମା ପାଣି

ବ୍ରହ୍ମପୁର ଅଫିସ, ୫।୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ବିଳମ୍ବିତ ରାତିରୁ ବର୍ଷା ଲାଗି ରହିଛି। ଭୋରରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗୋପାଳପୁର ପାଣିପାଗ କେନ୍ଦ୍ର ଇନ୍‌ଚାର୍ଜ ଉମାଶଙ୍କର...

ବିଦେଶୀ ମଦ ଜବତ: ୨ଗିରଫ

ଦିଗପହଣ୍ଡି,୫।୯(ଡି.ଏନ.ଏ.):ଦିଗପହଣ୍ଡି ପୋଲିସ ଡେଙ୍ଗା ଓସ୍ତା ଗ୍ରାମର ମଦ ବିକ୍ରେତା ବାଳକୃଷ୍ଣ ବିଷୋୟୀ ଏବଂ ଧର୍ମପୁର ଗ୍ରାମର ଏସ. ବିଷ୍ଣୁ ଦୋରାଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ସେମାନଙ୍କ ନିକଟରୁ ୧୩୮ଟି ବିଦେଶୀ ମଦ ବୋତଲ ଜବତ କରାଯାଇଛି।...

ବିଭିନ୍ନ ପ୍ରସଙ୍ଗ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ

ଛତ୍ରପୁର,୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ ମନମୁଖୀ ଶାସନ, ଶ୍ରମିକ ମାରଣ ନୀତି, ଦୁର୍ବ୍ୟବହାର, ଶ୍ରମିକ ସଂଗଠନ ପ୍ରତି ବିରୋଧ ଆଚରଣ ପ୍ରତିବାଦରେ ଗୁରୁବାର କୋଠାବାଡ଼ି ଓ ଅନ୍ୟାନ୍ୟ ନିିର୍ମାଣ ମଜଦୂର ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିସ...

ଲଗାଣ ବର୍ଷା: କାନ୍ଥ ପଡ଼ି ୪ ଆହତ

ପାଟପୁର,୫।୯(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ୍‌ ଟି.ଗୋବିନ୍ଦପୁର ପଞ୍ଚାୟତ ନବକୃଷ୍ଣପୁର ଗ୍ରାମରେ ଲଗାଣ ବର୍ଷାରେ ମଙ୍ଗଳବାର ରାତିରେ କାନ୍ଥ ପଡି ଗୋଟିଏ ପରିବାରର ୪ ଜଣ ଆହାତ ହୋଇଛନ୍ତି ା ସେମାନେ ହେଲେ ପନିନା ଶବର, ସୁଶିଳା ଶବର, ଉମେଶ ଶବର ଓ...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୫।୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଅନ୍ୟ ଏକ ଗାଁର ଜଣେ ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ ଜଣକ ହେଲେ ବି. ଶିବଶଙ୍କର। ଏ ନେଇ ଥାନାରେ ଏକ ମାମଲା...

ଚକ୍ଷୁଦାନ ପ୍ରତି ଆଗ୍ରହ ବଢ଼ୁଛି: ଦୁନିଆ ଦେଖିପାରୁଛନ୍ତି ଦୃଷ୍ଟିହୀନ

ବ୍ରହ୍ମପୁର ଅଫିସ୍‌,୫।୯-ମଣିଷ ଶରୀରର ମୃତ୍ୟୁ ଅଛି, କିନ୍ତୁ ଚକ୍ଷୁର ମୃତ୍ୟୁ ନାହିଁ। ମଣିଷ ମୃତ୍ୟୁ ଘଟିବାର ୪ରୁ ୬ଘଣ୍ଟା ପର୍ଯ୍ୟନ୍ତ ଚକ୍ଷୁ ଜୀବିତ ଥାଏ। ତାକୁ ନେଇ ଅନ୍ୟ ଜଣଙ୍କଠାରେ ପ୍ରତିରୋପଣ କରାଯାଇପାରିବ। ଫଳରେ ଜଣେ ଦୃଷ୍ଟିହୀନ ମଧ୍ୟ ଦୁନିଆ...

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ, ଦିଗପହଣ୍ଡି ଥାନାରେ ଏତଲା

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଛାତ୍ରୀଙ୍କ ବାପା ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, କଲେଜରେ ଯୁକ୍ତ ୨ରେ ପଢ଼ୁଥିବା ଛାତ୍ରୀଜଣଙ୍କ ଗତ ଶନିବାର...

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଜଣେ ଯୁବତୀଙ୍କୁ ଅନ୍ୟ ଏକ ଗାଁର ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲା କ୍ରମେ, ଆଇଆଇସି ବସନ୍ତ କୁମାର ସେଠୀ ଘଟଣାର ତଦନ୍ତ କରି ମାମଲା...

ଜାତୀୟ ଚକ୍ଷୁଦାନ ପକ୍ଷ: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ

ବ୍ରହ୍ମପୁର ଅଫିସ,୪।୯: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ। ମୃତ୍ୟୁର ୪ ରୁ ୬ ଘଣ୍ଟା ପର୍ଯ୍ୟନ୍ତ ଚକ୍ଷୁ ଜୀବିତ ଥାଏ। ଏହାକୁ ଅନ୍ୟ ଜଣଙ୍କଠାରେ ପ୍ରତିରୋପଣ କରାଯିବା ଫଳରେ ଏକଦୃଷ୍ଟିହୀନ ଏସୁନ୍ଦର ସଂସାରକୁ ଦେଖିପାରେ । ସେଥିପାଇଁ...

ମାସକରେ ଉଦ୍ଧାର ହେଲେ ୪୭୯ ଶିଶୁ

ଛତ୍ରପୁର,୪ା୯(ଡି.ଏନ.ଏ)- ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଜୁଲାଇ ୩୧ ତାରିଖରୁ ମାସେ ବ୍ୟାପୀ ଚାଲିଥିବା ଅପରେଶନ ପରୀ-୩ ଅଗଷ୍ଟ ୩୦ରେ ଶେଷ ହୋଇଛି। ନିଖୋଜ ଥିବା, ଶ୍ରମିକ ଭାବେ କାମ କରୁଥିବା ଶିଶୁମାନଙ୍କୁ ଉଦ୍ଧାର କରି ମୁଖ୍ୟସ୍ରୋତକୁ ଆଣିବା ଅପରେଶନ...

ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର: ମୃତ ବାର୍‌ହା ଜବତ, ଶିକାରୀ ଗିରଫ

ବୁଗୁଡ଼ା,୪ା୯(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ପଞ୍ଚଭୂତି ସଂରକ୍ଷିତ ଜଙ୍ଗଲ ନିକଟ ଗୋଳିଆବନ୍ଧରେ ବିଦ୍ୟୁତ୍‌ ତାର ବିଛାଇ ବାର୍‌ହା ଶିକାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ବୁଗୁଡ଼ା ବନ ବିଭାଗ ମଙ୍ଗଳବାର ଶିକାରୀଙ୍କୁ କୋର୍ଟଚାଲାଣ କରିଛି। ଶିକାର ଜଣକ ହେଲେ ଓଡ଼ଗାଁ ଥାନା...

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ

ଗୋପାଳପୁର,୪ା୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମଙ୍ଗଳବାର ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିଲା। ମଙ୍ଗଳବାର ପୂର୍ବାହ୍ନରେ ଗୋପାଳପୁର ବନ୍ଦରରେ ଲୋ ମାର୍କ ଥିବାବେଳେ ବୁଧବାର ଏହା ୱେଲମାର୍କରେ ପରିବର୍ତ୍ତନ ହେବାକୁ ଯାଉଛି। ଫଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri