ଗଞ୍ଜାମ

ଟାପରାଙ୍ଗ ଗାଁରେ ମାଓବାଦୀ ପୋଲିସ ଗୁଳି ବିନିମୟ ଘଟଣା: ପୋଷ୍ଟର ଲଗାଇ ପୁଣି ଉପସ୍ଥିତ ଜାହିର କଲେ ଲାଲବାହିନୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଅନ୍ତର୍ଗତ ମାଣିକେରା ପଞ୍ଚାୟତର ଟାପରାଙ୍ଗ ଗାଁରେ ଗତ ମେ ୯ ତାରିଖ ସକାଳୁ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ଏହି…

ପୋଖରୀ ନାଁ ବଦଳାଇ ଚାଲିଛି ହରିଲୁଟ

ବୁଗୁଡ଼ା,୨୪ା୬(କାଳି ଚରଣ ଦାଶ): ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଗଞ୍ଜାମ ଜିଲା ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛି। ତେବେ ଏହି ଯୋଜନାରେ କେଉଁଠି ମେସିନ ଲଗାଇ କାମ କରାଯାଇ କେବଳ କାଗଜ କଲମରେ ଶ୍ରମିକ ନିଯୁକ୍ତି ହେଉଥିବା…

୫ ଦିନ ହେବ ନିଖୋଜ ଥିଲେ ପୁଅ :ମିଳିଲା ଝୁଲନ୍ତା ମୃତଦେହ

ପୋଲସରା,୨୩ା୬(ସୁବ୍ରତ ବେହେରା): ପୋଲସରା ଥାନା ଅନ୍ତର୍ଗତ ମାଳତେନ୍ତୁଳିଆ ପଞ୍ଚାୟତ ହଂସାରାଳି ଗ୍ରାମର ଜଣେ ଯୁବକଙ୍କ ମୃତଦେହ କାନକାଟି କାଜୁ ତୋଟାରୁ ଝୁଲନ୍ତା ଅବସ୍ଥାରେ ଠାବ କରାଯାଇଛି। ସେ ହେଲେ ଜୟଦେବ ସ୍ବାଇଁଙ୍କ ପୁଅ ଚନ୍ଦନ (୨୩)। ଚନ୍ଦନ ୫ ଦିନ ହେବ…

ମୁକ୍ତ ଯୋଜନା ପ୍ରକଳ୍ପ ନିର୍ମାଣ ପ୍ରକ୍ରିୟା ଆରମ୍ଭ

ଗଞ୍ଜାମ,୨୩ା୬(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସିରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ପାଇଁ ୧ କୋଟି ୯୦ ଲକ୍ଷ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ମୁକ୍ତା ଯୋଜନାରେ ଆସିଥିବା ଏହି ଅନୁଦାନରେ ସହରର ଉନ୍ନତିକରଣ କରାଯିବ। ଏହାର ପ୍ରକ୍ରିୟା…

ବଜ୍ରପାତରେ ୫ ଗୋରୁ ମୃତ

ଦିଗପହଣ୍ଡି/ପାଟପୁର,୨୨୬(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସାନଖେମୁଣ୍ଡି ବ୍ଲକ ପୋଡାମାରି ପଞ୍ଚାୟତର ମାର୍ଥାପୁର ଗ୍ରାମ ନିକଟରେ ଗୁରୁବାର ବଜ୍ରପାତ ହେବାରୁ ପୋଡ଼ାମାରି ଗ୍ରାମର ରିଙ୍ଗା ଗୌଡ଼ଙ୍କ ୫ ଗୋରୁଙ୍କ ମୃତ୍ୟୁ ଘଟିଛି। ପୋଡ଼ାମାରି ଗ୍ରାମ ଭଞ୍ଜ ସାହିର ରିଙ୍ଗା ଓ ତାଙ୍କ ପୁଅ…

ପ୍ରେମ ପ୍ରତାରଣା, ବନ୍ଧା ହେଲେ ଅଭିଯୁକ୍ତ

ବୁଗୁଡ଼ା,୨୨ା୬(କାଳି ଚରଣ ଦାଶ)- ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ…

ରାଣୀବର ପାହାଡ଼ରୁ ମରମ ଚୋରି

ଗଞ୍ଜାମ,୨୨।୬(ବିଦ୍ୟାଧର ସାହୁ )ରାଣୀବର ପାହାଡ଼ରୁ ମରମ ଚୋରି ହୋଇଥିବା ଅଭିଯୋଗ ହୋଇଛି l ଉକ୍ତ ଚୋରି ମରମ ଗଞ୍ଜାମ ବ୍ଲକ ରମ୍ଭା ଥାନା କାଠଗସ୍ଥିତ ପଠାଣ ବସାଠାରେ ହୋଇଥିବା ଜଣା ପଡିଛି l ମରମ ଚୋରି ଘଟଣାକୁ ଗଞ୍ଜାମ ତହସିଲଦାର ଅରୁଣ…

ସରୁନି ଜାନିବିଲି ବୃହତ୍‌ ଜଳ ପ୍ରକଳ୍ପ ନିର୍ମାଣ

ବ୍ରହ୍ମପୁର,୨୨ା୬ (ନରସିଂହ ସାହୁ)ରେଶମ ସହର ବ୍ରହ୍ମପୁରରେ ଦୀର୍ଘବର୍ଷ ଧରି ଲାଗି ରହିଥିବା ଭୀଷଣ ଜଳ କଷ୍ଟର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାର ଜାନିବିଲି ବୃହତ୍ତର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଲାଗି ପଦକ୍ଷେପ ନେଲେ। ପ୍ରାୟ ୫ ଶହ କୋଟି…

ନାବାଳକଙ୍କ ଗୋଡ଼ରେ ଚଢ଼ିଗଲା ରଥ ଚକା

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ପରମ୍ପରା ଅନୁଯାୟୀ ଶ୍ରୀଗୁଣ୍ଡିଚା ଯାତ୍ରା ପରଦିନ ଶ୍ରୀ ଜୀଉଙ୍କ ରଥ ଟଣା ଯାଇଥାଏ। ବୁଧବାର ରଥଟଣା ହେଉଥିବା ବେଳେ ରଥଚକା ମାଡ଼ିଯାଇ ଜଣେ ନାବାଳକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ଦିଗପହଣ୍ଡି…

ପୋଖରୀରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ

କବିସୂର୍ଯ୍ୟନଗର,୨୧ା୬(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ସିଆଳିଆ ପଞ୍ଚାୟତ ଅଧୀନ ସିଦ୍ଧେଶ୍ୱର ମନ୍ଦିର ନିକଟ ଲକ୍ଷ୍ମୀନାରାୟଣ ସାଗର ପୋଖରୀରେ ମାଛ ମଡ଼କ ଦେଖିବାକୁ ମିଳିଛି। ଶତାଧିକ ମାଛ ମରି ଭାସୁଥିବା ଦେଖି ଚାଷୀ ଆଖିରୁ ଲୁହ ଗଡ଼ାଉଛି। ଛୋଟ ମାଛଠୁ…

ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଖମ୍ବାରିଗାଁ ପଞ୍ଚାୟତର ବିଜେଡି ଯୁବନେତା ତଥା ପୂର୍ବତନ ବ୍ଲକ ଯୁବ ସଭାପତି ଲଳିତ ମୋହନ ମହାପାତ୍ରଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଭାଇ ରଜତ ମହାପାତ୍ର…

ଏମ୍‌କେସିଜିରେ ଲିଫ୍ଟ ଅଚଳ, ରୋଗୀ ହନ୍ତସନ୍ତ

ବ୍ରହ୍ମପୁର,୨୧।୬(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡ଼ିକାଲର ଲିଫ୍ଟ ଅଚଳ ପଡ଼ିଛି। ଯାହାଫଳରେ ଡ଼ାକ୍ତର, କର୍ମଚାରୀ, ରୋଗୀ ଓ ତାଙ୍କ ସମ୍ପର୍କୀୟ ଅଧିକାଂଶ ସମୟରେ ମେଡ଼ିକାଲରେ ଥିବା ଲିଫ୍ଟରେ ଫସିରହୁଥିବା ନଜିର ରହିଛି। ଗତ କିଛିଦିନ ହେଲା ନିୟମିତ ବ୍ୟବଧାନରେ ସ୍ତ୍ରୀ ରୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?