ପହଁରି ପହଁରି ସମୁଦ୍ରକୂଳକୁ ଆସିଲେ ୬୦ ମତ୍ସ୍ୟଜୀବୀ
ଛତ୍ରପୁର,୧୦।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ନିକଟ ଉପକୂଳଠାରୁ ୨୦୦ ମିଟର ଦୂର ସମୁଦ୍ରରେ ଏକ ବଡ଼ ଅଘଟଣରୁ ୬୦ ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମାଛ ମାରି ଆର୍ଯ୍ୟପଲ୍ଲୀ ନିକଟ କୂଳକୁ ଫେରୁଥିବା ବେଳେ ଜେଟିଠାରୁ ୨୦୦ ମିଟର ଦୂରରେ…
ପର୍ଯ୍ୟଟକଙ୍କୁ ଗୋପାଳପୁର ବେଳାଭୂମି ମନା
ଗଞ୍ଜାମ,୧୦।୫(ଡି.ଏନ୍.ଏ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ଗୋପାଳପୁର ବେଳାଭୂମି ଅଶାନ୍ତ ହେଲାଣି। ସମୁଦ୍ରରେ ଉଚ୍ଚ ଜୁଆର ଆସୁଛି। ଫଳରେ ଗୋପାଳପୁର ବେଳାଭୂମିରେ ୩ ନଂ ବିପଦ ସଙ୍କେତ…
ଏୟାରଲିଫ୍ଟ ହେଲେ ୧୧ ମତ୍ସ୍ୟଜୀବୀ
ବ୍ରହ୍ମପୁର ଅଫିସ,୯। ୫: ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରୁ ୧୧ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଷ୍ଟଗାର୍ଡର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଫସି ରହିିଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀ ଏକ ଡଙ୍ଗାରେ ମାଛ…
ଗଭୀର ସମୁଦ୍ରରେ ଫସି ରହିଛନ୍ତି ୧୧ ମତ୍ସ୍ୟଜୀବୀ
ବ୍ରହ୍ମପୁର ଅଫିସ,୯। ୫: ଅଶାନ୍ତ ସମୁଦ୍ରରେ ଫସିରହିଛନ୍ତି ୧୧ ମତ୍ସ୍ୟଜୀବୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରେ। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀଏକ ଡଙ୍ଗାରେ ମାଛ ମାରିବାକୁ ସମୁଦ୍ର ଭିତରକୁ ଯାଇଥିଲେ। ଫେରିଲା ବେଳେ ଯାନ୍ତ୍ରିକ…
ମୋ ସ୍ବାମୀଙ୍କୁ ମିଥ୍ୟା ମାମଲାରେ ଫସାଇଛି ବନ ବିଭାଗ
ଭଞ୍ଜନଗର,୯ା୫(ଡି.ଏନ୍.ଏ.): ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥ ପ୍ରସାଦ ରେଞ୍ଜ ଅଧୀନ ତିରିଗୋଛ ଗ୍ରାମର ଅମର ବେହେରା ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଗତ ୨୭ ତାରିଖରେ ଗିରଫ ହୋଇଥିଲେ। ବନ୍ୟପ୍ରାଣୀ ଶିକାର ପାଇଁ ସେ ଜଙ୍ଗଲରେ ନିଆଁ ଲଗାଉଥିବା ନେଇ ବନ…
ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ଘଟଣା: ୨ମୁଖ୍ୟ ଅଭିଯୁକ୍ତ ଗିରଫ
ଗଞ୍ଜାମ,୯।୫(ଡି.ଏନ୍.ଏ.): ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନାଙ୍କ ସହ ୩ ଆର୍ଆଇ ଭାସ୍କର ସାହୁ, ସୀତାରାମ ସାହୁ ଓ ସୁଶାନ୍ତ କୁମାର ବେହେରାଙ୍କୁ ଆକ୍ରମଣକାରି ଲହୁଲୁହାଣ ଘଟଣାରେ ଗଞ୍ଜାମ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା…
ଗଞ୍ଜାମକୁ ୬ ଜାତୀୟ ପଞ୍ଚାୟତ ଆଓ୍ବାର୍ଡ, ଟିମ୍କୁ ଶ୍ରେୟ ଦେଲେ ଜିଲାପାଳ
ଛତ୍ରପୁର,୯ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାକୁ ୬ଟି ଜାତୀୟ ପଞ୍ଚାୟତ ଆଓ୍ବାର୍ଡ-୨୦୨୨ ମିଳିଛି। ସେଥିମଧ୍ୟରେ ଜିଲାର ହିଞ୍ଜିଳି ବ୍ଲକ, ଶେରଗଡ଼ ବ୍ଲକ, ସାରୁ ଓ କେଳୁଆପଲ୍ଲୀ ପଞ୍ଚାୟତକୁ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସଶକ୍ତିକରଣ ପୁରସ୍କାର ଆଓ୍ବାର୍ଡ ମିଳିଛି। ସେହିପରି କାଇଁଚପୁର ପଞ୍ଚାୟତକୁ ଚାଇଲ୍ଡ ଫ୍ରେଣ୍ଡଲି…
କନିଷ୍ଠ ଡାକ୍ତରଙ୍କ ବିରୋଧରେ ଅଧ୍ୟକ୍ଷଙ୍କ ଏତଲା
ବ୍ରହ୍ମପୁର ଅଫିସ,୯।୫: ଏମକେସିଜି ମେଡିକାଲ କଲେଜ ଓ ହସ୍ପିିଟାଲର ଏମବିବିଏସ ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ର଼୍ୟାଗିଂ ଘଟଣା ଏବେ ଥାନାରେ ପହଞ୍ଚିଛି। ର଼୍ୟାଗିଂ କରାଯିବା ନେଇ ସିସିଟିଭି ଫୁଟେଜ ସାମ୍ନାକୁ ଆସିବା ପରେ ଏମକେସିଜିର ଅଧ୍ୟକ୍ଷ ତଥା ଡିନଙ୍କ ପକ୍ଷରୁ ଏମକେସିଜିର…
ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା
ଆସିକା,୯।୫(ଡି.ଏନ.ଏ.): କରୋନା କଟକଣା ଯୋଗୁ ୨ ବର୍ଷ ଧରି ହୋଇପାରିନଥିବା ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା ରବିବାର ସ୍ଥାନୀୟ ଖମ୍ବେଶ୍ୱରୀପାଟଣା ଓ କୁମ୍ଭାର ସାହିରେ ବିପୁଳ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଛି ା ଶନିବାର ରାତିରେ ଠାକୁରାଣୀଙ୍କ ବିଜେ…
ପୋତି ହୋଇଛି ଡ୍ରେନ୍,ବିପଦସଙ୍କୁଳ ଜନ କଲ୍ୟାଣ କେନ୍ଦ୍ର
ବ୍ରହ୍ମପୁର ଅଫିସ୍,୯।୫: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ଡ୍ରେନ୍ ଗୁଡିକ ପୋତିହୋଇ ରହିଥିବା ନେଇ ଦୀର୍ଘ ଦିନରୁ ଅଭିଯୋଗ ହୋଇଆସୁଛି। ବର୍ଷା ଦିନ ପ୍ରାରମ୍ଭରୁ ୱାର୍ଡଗୁଡିକର ଡ୍ରେନେଜ ସମସ୍ୟା ସମାଧାନ କରିବାକୁ ଦାବି ହେଉଛି। ବିଏମସି ୩୯ ନଂ ୱାର୍ଡ…
୨୫ରୁ ୨୩ ପିଲା ବିଦ୍ୟାଳୟ ଦେଖିନାହାନ୍ତି
ଭଞ୍ଜନଗର,୯।୫(ଡି.ଏନ.ଏ): ଭଞ୍ଜନଗର ବ୍ଲକ ଡ଼ୁମାକୁମ୍ପା ପଞ୍ଚାୟତ ଡିିହକୁମ୍ପାପଲ୍ଲୀ ଏକ ପଛୁଆ ଅଞ୍ଚଳ ଭାବେ ରହିଯାଇଛି । ଉକ୍ତ ଗ୍ରାମରେ ପ୍ରାୟ ୨୦ଟି ପରିବାର ବସବାସ କରୁଛନ୍ତି । ହେଲେ ଗ୍ରାମକୁ ଗମନାଗମନ ସୁବିଧା ନାହିଁ । ଛୋଟ ଗ୍ରାମ ହୋଇଥିବା ଯୋଗୁ ବିଦ୍ୟାଳୟ…
ହେଲ୍ମେଟ ନ ପିନ୍ଧି ୪୪ ଲକ୍ଷ ତଣ୍ଡ ଦେଇଛନ୍ତି ଅମାନିଆ
ବ୍ରହ୍ମପୁର ଅଫିସ,୯।୫: ସଡ଼କ ସୁରକ୍ଷା ନିୟମ ପାଳନ ପାଇଁ ବ୍ରହ୍ମପୁର ଟ୍ରାଫିକ ପୋଲିସ ପକ୍ଷରୁ ଯାଞ୍ଚ କଡ଼ାକଡ଼ି କରାଯାଉଛି। ବିଶେଷକରି ହେଲମେଟ୍ ଧରପଗଡ଼ ଅଭିଯାନ ଜୋରଦାର ଚାଲିଛି। ହେଲମେଟ ପିନ୍ଧୁ ନ ଥିବା ଅମାନିଆଙ୍କଠାରୁ ଆଉ ୫ଶହ ନୁହେଁ ସଂଶୋଧିତ ନିୟମ ଅନୁସାରେ…
Archives


