ଗଞ୍ଜାମ

ସରିଲା କନକ ଦୁର୍ଗାଙ୍କ ଘଟ ପରିକ୍ରମା

ବ୍ରହ୍ମପୁର ଅଫିସ,୯।୫: ବ୍ରହ୍ମପୁର ଶିଳ୍ପାଞ୍ଚଳ ଆଙ୍କୁଲିର ପ୍ରସିଦ୍ଧ ମା’ କନକ ଦୁର୍ଗା ବୁଢ଼ୀ ଠାକୁରାଣୀ ଯାତ୍ରାର ଦ୍ୱାଦଶ ଦିବସ ବିତିଛି। ରବିବାର ରାତ୍ରରୁ ମା’ଙ୍କ ଘଟ ପରିକ୍ରମା ଶେଷ ହୋଇଛି। ଏହି ୧୫ ଦିନିିଆ ଯାତ୍ରା ଗତ ୨୭ ତାରିଖରୁ ଆରମ୍ଭ ହୋଇଥିଲା।…

‘ସ୍ବାସ୍ଥ୍ୟ ପାଇଁ ଚାଲନ୍ତୁ’ ବାର୍ତ୍ତା ନେଇ ଭାରତ ଭ୍ରମଣ

ବ୍ରହ୍ମପୁର ଅଫିସ୍‌,୯।୫: ‘ସ୍ବାସ୍ଥ୍ୟ ପାଇଁ ଚାଲନ୍ତୁ’ ବାର୍ତ୍ତା ନେଇ କେରଳ ପଟ୍ଟାୟମର ଦମ୍ପତି ଭାରତ ଭ୍ରମଣରେ ବାହାରି ରବିବାର ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏହି ଦମ୍ପତିଙ୍କୁ ସହରର ଫାଷ୍ଟ ଗେଟ ଆସିକା ରୋଡ ସ୍ଥିତ ପାଣିଗ୍ରାହୀ ନଗରଠାରେ ଆଇନଜୀବୀ ଏସ. ତମନ୍ନା ସ୍ବାଗତ ସମ୍ବର୍ଦ୍ଧନା…

ଉଚ୍ଛେଦ ବେଳେ ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌, ବ୍ୟବସାୟୀ ହାତାହାତି

ବ୍ରହ୍ମପୁର ଅଫିସ୍‌,୮।୫: ବ୍ରହ୍ମପୁର ସହରରେ ଦିନକୁ ଦିନ ଉଠା ଦୋକାନୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସହରର ମୁଖ୍ୟ ଛକଠାରୁ ଆରମ୍ଭ କରି ଡାକ୍ତରଖାନା ଭଳି ସମ୍ବେଦନଶୀଳ ଅଞ୍ଚଳ ଗୁଡିକରେ ଉଠା ଦୋକାନୀମାନେ ମନମୁଖୀ ଭାବେ ବ୍ୟବସାୟ କରୁଛନ୍ତି। ଫଳରେ ରାସ୍ତାରେ ଯାତାୟାତରେ…

ମାଷ୍ଟରମାଇଣ୍ଡ ବିଟଲ ଗିରଫ

ବ୍ରହ୍ମପୁର ଅଫିସ,୮।୫: ବ୍ରହ୍ମପୁର ବଡ଼ ବଜାର ଥାନା ଅନ୍ତର୍ଗତ ମାଳୁଆଣି ମନ୍ଦିର ସାହିରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରୁ ଠାକୁରଙ୍କ ମୂର୍ତ୍ତି ସହ ଟଙ୍କା ଚୋରି ହୋଇଥିଲା। ଏହି ଘଟଣାର ମାଷ୍ଟରମାଇଣ୍ଡି ଫେରାର ଥିଲା। ପୋଲିସ ତାଙ୍କୁ ଶନିବାର ଗିରଫ କରିଛି। ଅଭିଯୁକ୍ତ…

ଅତିରିକ୍ତ ତହସିଲଦାର, ରାଜସ୍ବ ନିରୀକ୍ଷକଙ୍କ ଗଛଡ଼ାଳ ଭାଙ୍ଗି ପିଟିଲେ ଆକ୍ରମଣକାରୀ

ଗଞ୍ଜାମ,୮।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣକୁ ରୋକିବାକୁ ଯାଇ ଲହୁଲୁହାଣ ହୋଇଛନ୍ତି ଅତିରିକ୍ତ ତହସିଲଦାରଙ୍କ ସମେତ ୩ ଆର୍‌ଆଇ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ତହସିଲ ଅଧୀନ କାଇଁଚପୁର ପଞ୍ଚାୟତ ମାଳିଜଗନ୍ନାଥପୁରରେ । ଆକ୍ରମଣକାରୀମାନେ ଗଛଡ଼ାଳ ଭାଙ୍ଗି ଉପସ୍ଥିତ ଅଫିସର…

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.):  ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଶନିବାର ଶେଷ ହୋଇଛି। ସାଧାରଣତଃ ପରୀକ୍ଷା ସରିବା ପରେ ଭବିଷ୍ୟତକୁ ନେଇ ପିଲାମାନେ ଚିନ୍ତିତ ହୋଇପଡ଼ିବା ନଚେତ ସ୍କୁଲ ପଢ଼ା ଶେଷ ହେବା ନେଇ ଦୁଃଖରେ ଥିବା ଦେଖାଯାଏ। ହେଲେ ଏବର୍ଷ ଏହାର ବିପରୀତ…

ଠାକୁରାଣୀ ଯାତ୍ରା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଭଞ୍ଜନଗର,୫।୫(ଡି.ଏନ.ଏ): ଭଞ୍ଜନଗର ବ୍ଲକ ମୁଜାଗଡ଼ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ ହୋଇଛି। ଏହି ଅବସରରେ ଗ୍ରାମରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପାରମ୍ପାରିକ ରିତିନୀତିରେ ପରେ ପୂଜାର୍ଚ୍ଚନା ପରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଥିଲା। ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ…

କେରଳରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୫।୫(ଡି.ଏନ୍‌.ଏ.): କେରଳରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବାଦପୁର ପଞ୍ଚାୟତ ଦେସାରି ଗ୍ରାମର ସୀମାଞ୍ଚଳ ନାଇକ(୨୮)। ସୀମାଞ୍ଚଳ କେରଳର ଏକ କମ୍ପାନୀରେ କାମ କରିବାକୁ ଗତ ମାସରେ ଯାଇଥିଲେ। ଗତ ବୁଧବାର…

‘ଆମେ ନେବୁନି କି କାହାକୁ ନେବାକୁ ଦେବୁନି’

ଛତ୍ରପୁର,୫।୫(ଡି.ଏନ୍‌.ଏ. )- ଗଞ୍ଜାମ ଜ଼ିଲା ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା, ଉପାଧ୍ୟକ୍ଷା ଓ କାଉନସିଲରମାନଙ୍କୁ ଗୁରୁବାର ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବିକାଶର ମନ୍ତ୍ର ଦେଇଛନ୍ତି। ‘ଆମେ ନେବୁନି କାହାକୁ ନେବାକୁ ଦେବୁନି’ ଏହି ନୀତିରେ ଚାଲିବାକୁ ଜ଼ିଲାପାଳ ଉପସ୍ଥିତ କାଉନସିଲରମାନଙ୍କୁ ପରାମର୍ଶ…

ଘଟକେଶ୍ୱର ସେଚ ପ୍ରକଳ୍ପର ବଢ଼ୁଛି ବ୍ୟୟ

ବ୍ରହ୍ମପୁର ଅଫିସ,୫।୫: ଗଞ୍ଜାମ ଜିଲାର ଘଟକେଶ୍ୱର ବହୁମୁଖୀ ଜଳସେଚନ ପ୍ରକଳ୍ପ ନିର୍ମାଣ ବିଳମ୍ବରୁ ବଢ଼ୁଛି ବ୍ୟୟ ଅଟକଳ। ଏହି ଯୋଜନା ବ୍ରହ୍ମପୁର ସବ୍‌ଡିଭିଜନ ଅନ୍ତର୍ଗତ ଆଦିବାସୀ ବହୁଳ କଙ୍କିଆ-ଟାମଣା ନିକଟ ପ୍ରସିଦ୍ଧ ଶୈବପୀଠ ଘଟକେଶ୍ୱର ପାର୍ଶ୍ୱରେ ହେଉଛି। ପ୍ରକଳ୍ପ ପାଇଁ ୧୯୮୭ରେ ତତ୍କାଳୀନ…

ବ୍ରହ୍ମପୁର ବଜାରରେ ଆଳୁ ଦର ଆକାଶଛୁଆଁ

ବ୍ରହ୍ମପୁର ଅଫିସ,୫।୫: ଗରିବଠାରୁ ଧନୀ ପ୍ରତ୍ୟେକ ଶ୍ରେଣୀର ପ୍ରତି ବୟସର ଲୋକଙ୍କ ଖାଦ୍ୟରେ ନିୟମିତ ବ୍ୟବହୃତ ହେଉଥିବା ପରିବା ହେଉଛି ଆଳୁ। କିନ୍ତୁ ବ୍ରହ୍ମପୁର ବଜାରରେ ବର୍ତ୍ତମାନ ଆଳୁର ଚଢ଼ା ଦର ଶୁଣି ଗ୍ରାହକଙ୍କୁ ଝଟକା ଲାଗୁଛି। କିଛି ଜାଗାରେ ପାଇକାରୀ…

ଦିଗପହଣ୍ଡିରେ ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ

ଦିଗପହଣ୍ଡି, ୫।୫(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଅଧୀନ ଅନେକ ଗ୍ରାମାଞ୍ଚଳରେ ରାଶନ କାର୍ଡ ପାଇବା ପାଇଁ ଅନେକ ଯୋଗ୍ୟ ହିତାଧିକାରୀ ଅପେକ୍ଷା କରି ରହିଛନ୍ତି। ହେଲେ ସେମାନଙ୍କୁ ରାଶନ କାର୍ଡ ମିଳୁନାହିଁ। ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ ପାଲଟିଛି। ବହୁ ଯୋଗ୍ୟ ହିତାଧିକାରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri