ଶର୍ଟସର୍କିଟରୁ ଜଳିଗଲା ୨୧ ବଖରା
ଖଲ୍ଲିକୋଟ,୨ା୭: ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ନାଇକାଣିପଲି ଗ୍ରାମରେ ଶୁକ୍ରବାର ଶର୍ଟସର୍କିଟରୁ ନିଆଁ ଲାଗି ୧୨ ପରିବାରର ୨୧ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ନାଇକାଣିପଲି ଗ୍ରାମ ମଝି ସାହିରେ ରହୁଥିବା ମଞ୍ଜୁ ଖୁଣ୍ଟିଆ, ରାଜନ ଖୁଣ୍ଟିଆ, ଲକ୍ଷ୍ମଣ ଗୌଡ଼, ଛାୟା...
ଫାର୍ମରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ଲକ୍ଷାଧିକ ଟଙ୍କାର କୁକୁଡ଼ା
ବୁଗୁଡ଼ା,୨ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଖୋଳଖାଳି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମ ହାଉସ୍ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡରେ ଜଳି ଯାଇଥିବା ଜଣାପଡ଼ିଛି। ଖୋଳଖାଳି ଗ୍ରାମର ଶେଷଦେବ ବିଷୋୟୀ ଦଣ୍ଡାସି ବଞ୍ଜର ଛକ ନିକଟରେ ନୂତନ...
ଗାଁ ମୁହାଁ ସମୁଦ୍ର
ଗୋପାଳପୁର,୨ା୭: ଗଁା ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ ହେବ ସମୁଦ୍ରର ଉଚ୍ଚ ଜୁଆର ମାଡ଼ ହେବାରୁ ଏଲ. ଭୋଗରାଜୁ, ଏଲ.ଆପନା ଓ...
ଗାଁ ମୁହାଁ ସମୁଦ୍ର
ଗୋପାଳପୁର,୧।୭: ଗାଁ ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ ହେବ ସମୁଦ୍ରର ଉଚ୍ଚ ଜୁଆର ମାଡ ହେବାରୁ ଏଲ୍. ଭୋଗରାଜୁ, ଏଲ୍.ଆପନା ଓ...
ପୁରୁଷୋତ୍ତମପୁରରେ ନିର୍ମାଣ ହେବ ଇନ୍ଡୋର ଷ୍ଟାଡିୟମ
ପୁରୁଷୋତ୍ତମପୁର,୧ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ଯୁବଗୋଷ୍ଠୀଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଲାଗି ଗୁରୁବାର ୫ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନଙ୍କ ସହ ଖଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସହ ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ସୀମାଞ୍ଚଳ...
ଇଣ୍ଡୋର ଷ୍ଟାଡିୟମ ନେଇ ୫ଟି ସଚିବଙ୍କୁ ଅନୁରୋଧ
ଛତ୍ରପୁର,୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଭଞ୍ଜନଗର, ଦିଗପହଣ୍ଡି, ପୁରୁଷୋତ୍ତମପୁର, ଖଲିକୋଟରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କୁ ପୃଥକ ପୃଥକ ଭାବେ...
କାଳ ସାଜିଲା ବଜ୍ରପାତ
ପାରଳାଖେମୁଣ୍ଡି/ହିଞ୍ଜିଳିକାଟୁ/ପୋଲିସରା,୩୦ା୬: ଗଜପତି ଓ ଗଞ୍ଜାମ ଜିଲାରେ ବୁଧବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ହେଲେ ଗଜପତି ଜିଲା ତାଟିପୋଟି ଗ୍ରାମର ବି.ଜନାର୍ଦ୍ଦନ ଓ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଚନ୍ଦ୍ରଶେଖର ମାର୍ଗର...
ସ୍କୁଲ ସାରଙ୍କ କୋଚିଂ ସେଣ୍ଟରର ଛୁଆଙ୍କୁ ଦିଆଯାଇଛି ଅଧିକ ମାର୍କ
ଆସିକା/ବୁଗୁଡ଼ା,୨୯।୬: ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ କୋଚିଂ ସେଣ୍ଟରରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଅଧିକ ମାର୍କ ଦିଆଯାଇଥିବା ବେଳେ ଅନ୍ୟ ଛାତ୍ରୀଛାତ୍ରଙ୍କୁ ଜାଣିଶୁଣି ଦିଆଯାଇଛି କମ୍ ମାର୍କ। ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଟ୍ୟୁଶନ କରୁଥିବାରୁ ପୂର୍ବରୁ ଅଭିଭାବକମାନେ ୨ଥର ଜିଲାପାଳଙ୍କ ନିକଟରେ...
କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୪ ଜଣଙ୍କ ନେଲା ଜୀବନ
ଛତ୍ରପୁର,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍। ଚଳିତ ମାସରେ ଦୈନିକ ୨ ରୁ ୪ ଜଣଙ୍କ କରୋନାରେ ମୃତ୍ୟୁ ହେବାରେ ଲାଗିଛି। ପୁଣି ଜିଲାର ଆଉ ୪ ଜଣଙ୍କ ଆଜି କରୋନାରେ ମୃତ୍ୟୁ ଘଟିଛି। ଏହାକୁ...
୨ ଦିନ ହେଲା ଗଞ୍ଜାମରେ ଟିକାକରଣ ବନ୍ଦ
ଛତ୍ରପୁର,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାରେ ଦୁଇ ଦିନ ଧରି ଟିକାକାରଣ ବନ୍ଦ ରହିଛି । ଫଳରେ ଲୋକ ନିରାଶ ହୋଇଛନ୍ତି।
ଦାନ୍ତ ଭାଙ୍ଗି ମଇଳା ଖୁଆଇବା ଭିଡିଓ ଭାଇରାଲ
ଛତ୍ରପୁର,୩୦।୬(ଡି.ଏନ୍.ଏ.):ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗାଁରେ ଗତ ୧୯ ତାରିଖରେ ଗୁଣି ସନ୍ଦେହରେ ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳର ଏନ୍. ଭେଙ୍କଟରମଣଙ୍କୁ ପିଟି ହତ୍ୟା କରାଯାଇଥିଲା। ତେବେ ହତ୍ୟା ପୂର୍ବରୁ ଭେଙ୍କଟରମଣଙ୍କ ଦାନ୍ତ ଭଙ୍ଗାଯିବା ସହ ମଇଳା...
ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ
ଛତ୍ରପୁର,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ । ବୃନ୍ଦାବନ ଓ ତାଙ୍କ ସ୍ତ୍ରୀ ସୁନିତା ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରର...
Archives


