ଗଞ୍ଜାମ

ଏମ୍‌କେସିଜିରେ ନାହିଁ ବର୍ନ କେୟାର୍‌ ୟୁନିଟ୍‌

ବ୍ରହ୍ମପୁର ଅଫିସ,୧୨ା୬: ଦକ୍ଷିଣ ଓଡ଼ିଶାର ଏକମାତ୍ର ରେଫରାଲ୍‌ ହସ୍ପିଟାଲ୍‌ ହେଉଛି ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ। ଏଠାକୁ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା ଓ ପଡୋଶୀ ଆନ୍ଧ୍ରପ୍ରଦେଶର ଏଠାକୁ ରୋଗୀ ରେଫର୍‌ ହୋଇଆସିଥାନ୍ତି। ରୋଗୀଙ୍କୁ ଅତ୍ୟାଧୁନିକ ସେବା…

ସରୁନି ଧରାକୋଟ-ଜାନବିଲି ରାସ୍ତା ନିର୍ମାଣ

ଧରାକୋଟ,୧୨ା୬ (ଡି.ଏନ୍‌.ଏ): ଧରାକୋଟ-ଜାନବିଲି ୫ କିମି ରାସ୍ତା ସଂପ୍ରତି ନିର୍ମାଣ ଚାଲିଛି। ଦୀର୍ଘଦିନ ହେଲା ଠିକାଦାର ଅଧପନ୍ତରିଆ ଭାବରେ ଛାଡ଼ିଦେଇ ଚାଲିଯାଇଛନ୍ତି। ବାରମ୍ବାର ଅଭିଯୋଗ ପରେ ବିଭାଗ ତରଫରୁ ଠିକାଦାରଙ୍କୁ ତୁରନ୍ତ ନିମାଣ କାର୍ଯ୍ୟ ଆରମ୍ଭ ପାଇଁ ଚିଠି ଲେଖାଯାଇଛି। ହେଲେ…

ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷାଙ୍କ ପରଲୋକ

ଦିଗପହଣ୍ଡି,୧୨ା୬(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ସୁନୀତା କୁମାରୀ ସେଠୀଙ୍କ ରବିବାର ଅପରାହ୍ନରେ ୨୭ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଥାଲାସେମିଆ (ରକ୍ତ ଶିକୁଳି) ରୋଗରେ ପୀଡିତ ଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁରସ୍ଥିତ ଏକ…

ବ୍ୟାଗ୍‌ କିଣିବାକୁ ଆସି ଲୁଟିନେଲେ ନଗଦ ଟଙ୍କା ସହ ଅଳଙ୍କାର

ସୋରଡା,୧୧।୦୬: ଗଞ୍ଜାମ ଜିଲା ସୋରଡା ବଡଦାଣ୍ଡରେ ବ୍ୟବସାୟୀ ଦୀନବନ୍ଧୁ ଚୌଧୁରୀଙ୍କ ଘରେ ବନ୍ଧୁକ ଦେଖାଇ କିଛି ଦୁର୍ବୃତ୍ତ ଲୁଟ୍‌ କରିଥିବା ଜଣାପଡିଛି। ରବିବାର ସକାଳୁ ବନ୍ଧୁକ ଦେଖାଇ ସେମାନେ ସୁନା,ରୁପା, ଏବଂ ନଗଦ ଟଙ୍କା ନେଇଯାଇଛନ୍ତି। ସୂଚନାଯୋଗ୍ୟ, ଗ୍ରୋସରୀ ଦୋକାନ ଓ…

ପାଣି ଅଭାବରୁ ଆମ ଶୌଚାଳୟରେ ତାଲା

ବ୍ରହ୍ମପୁର ଅଫିସ, ୧୧।୬: ସ୍ବଚ୍ଛ ଓଡିଶା, ସୁସ୍ଥ ଓଡିଶା ଲକ୍ଷ୍ୟ ନେଇ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଗୋଷ୍ଠୀ ଶୌଚାଳୟ ଓ ସର୍ବସାଧାରଣଙ୍କ ନିମନ୍ତେ ଶୌଚାଳୟ ନିର୍ମାଣ କରାଯାଇଛି। ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ସୁଲଭ ଇଣ୍ଟର ନ୍ୟାଶନାଲ…

ତାତିରେ ଆଉଟପାଉଟ ସୋରଡ଼ାବାସୀ, ରାସ୍ତାଘାଟ ଶୂନଶାନ

ସୋରଡ଼ା,୧୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ଶନିବାର ଅଘୋଷିତ ବନ୍ଦ ପାଳନ ପରି ଦେଖାଯାଇଛି। ସକାଳୁ ୮ଟାରୁ କଣ୍ଟେଇପଲ୍ଲୀଠାରୁ ସୋରଡ଼ା ରାସ୍ତା ସଂପ୍ରସାରଣ କାମ ପାଇଁ ଗଛକଟା ଚାଲିବାରୁ ବିଦ୍ୟୁତ ବିଭାଗ ପକ୍ଷରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ ହୋଇଥିବା…

କାଳବୈଶାଖୀ ବିତ୍ପାତ: ଗଛ ପଡି ଜାତୀୟ ରାଜପଥ ଅବରୋଧ

ହିଞ୍ଜିଳିକାଟୁ,୧୦।୬(ଡିଏନଏ): ହିଞ୍ଜିଳିକାଟୁ ଓ ଆଖପାଖ ଅଞ୍ଚଳରେ ଶନିବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷାପବନ, କୁଆପଥର ମାଡ ସହ ବଜ୍ରପାତ ହୋଇଛି। ଏହା ପ୍ରଭାବରେ ହିଞ୍ଜିଳିକାଟୁ ସହରର ଜାତୀୟ ରାଜପଥ କଡ଼ରେ ବହୁ ସ୍ଥାନରେ ଗଛ ରାସ୍ତା ଉପରେ ପଡ଼ି ବହୁ ସମୟ…

ବଜ୍ରପାତରେ ଚାଲିଗଲା ୨ ଜୀବନ, ୩ ଗୁରୁତର

ବ୍ରହ୍ମପୁର ଅଫିସ,୧୦ା୬: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ମନ୍ଦରଡ଼ା ଏବଂ ମାଦୁକାବାଡ଼ ଗାଁ’ରେ ଏକ ଦୁଃଖଦ ଘଟଣା ଘଟିଛି। ବଜ୍ରପାତରେ ଏହି ଦୁଇ ଗାଁର ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମନ୍ଦରଡ଼ା ଗାଁ’ର ହରି…

ଚୋର ସନ୍ଦେହରେ ଯୁବକଙ୍କୁ ପିଟି ମାରିଦେବା ଘଟଣା: ମୁଖ୍ୟ ଅଭିଯୁକ୍ତ ସୁରଟରୁ ଗିରଫ

ପୁରୁଷୋତ୍ତମପୁର,୧୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ଗ୍ରାମରେ ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ସୁରଟରୁ ଗିରଫକରି ଶନିବାର କୋର୍ଟ ଚାଲାଣ କରିଛି ପୁରୁଷୋତ୍ତମପୁର ପୋଲିସ। ସେ ହେଲେ ବିଷ୍ଣୁ ଚରଣ…

ସମ୍ପତ୍ତି ହଡ଼ପ ନେଇ ବାରମ୍ବାର ଥାନାକୁ ଦୌଡ଼ି ନୟାନ୍ତ ରାଜଶ୍ରୀ କିନ୍ନର, ସମାଧାନ ନ ହେଲେ ଆତ୍ମାହୁତି ଧମକ

ବେଗୁନିଆପଡ଼ା,୧୦ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନାକୁ ବାରମ୍ବାର ଧାଇଁ ନୟାନ୍ତ ହୋଇପଡ଼ିଛନ୍ତି ଜଣେ କିନ୍ନର। କିନ୍ତୁ ବାହାରି ପାରୁନି ସମାଧାନର ବାଟ। ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ବୁରୁଝୁରୀ ପଞ୍ଚାୟତ ପି ନୂଆଗାଁର ରାଜଶ୍ରୀ…

ରାସ୍ତା ମଝିରେ ନଳକୂପ ବଢ଼ାଉଛି ଦୁର୍ଘଟଣା

ବେଲଗୁଣ୍ଠା,୧୦ା୬: ଦୀର୍ଘ ବର୍ଷ ଧରି ରାସ୍ତା ମଝିରେ ଛିଡ଼ା ହୋଇଛି ନଳକୂପ। ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାସ୍ତା ମଝିରୁ ଏହାକୁ ସ୍ଥାନାନ୍ତର କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କର ଆନ୍ତରିକତା ପ୍ରକାଶ ପାଉନଥିବାରୁ ଦିନକୁ ଦିନ ଦୁର୍ଘଟଣାର ବଢୁଛି। ଏହିଭଳି…

ବ୍ରହ୍ମପୁର ମହାନଗର ନିଗମ ପାଇଁ ୩୪ କୋଟି

ବ୍ରହ୍ମପୁର ଅଫିସ,୧୦ା୬: ବ୍ରହ୍ମପୁର ମହାନଗରର ବିଭିନ୍ନ ଅଞ୍ଚଳରେ ମୁକ୍ତା ଯୋଜନାରେ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ହେବାକୁ ଥିବା ବିଭିନ୍ନ କାର୍ଯ୍ୟକୁ ଶୁକ୍ରବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ଭିଡିଓ କନଫରେନ୍ସରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ବିଇଏମସି ମେୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?