ଗଞ୍ଜାମ

ବିଦ୍ୟୁତ୍‌ ଖୁଣ୍ଟରୁ ଖସିପଡ଼ିଲେ ଲାଇନ୍‌ମ୍ୟାନ

ଗଞ୍ଜାମ,୨୯।୪(ଡି.ଏନ୍‌.ଏ.): ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ ଖସିପଡି ଜଣେ ଲାଇନ ମ୍ୟାନ୍‌ (କର୍ମଚାରୀ) ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଦାମୋଦରପୁର ଗ୍ରାମର ଭୀମ ରେଡି l ତାଙ୍କ ଗୋଡ଼ରେ ଅଧିକ ଆଘାତ ଲାଗିଥିବା ବେଳେ ତୁରନ୍ତ ତାଙ୍କୁ…

ପୁଅର ଠେଙ୍ଗା ମାଡ଼ରେ ମା’ମୃତ

ହିଞ୍ଜିଳିକାଟୁ, ୨୮।୪(ଡି.ଏନ୍‌.ଏ.): ପୁଅର ଠେଙ୍ଗା ମାଡ଼ରେ ମା’ଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧିନ ଚାନ୍ଦୁଲି ଗ୍ରାମରେ। ମୃତକ ହେଲେ ଚାନ୍ଦୁଲି ଗାଁ ଆଡୁଆ ସାହିର କନକ ସାହୁ (୭୫)…

୬ ଦିନ ପରେ ପୋଲିସ ହାତରେ ଲାଗିଛି ପ୍ରମାଣ

ଛତ୍ରପୁର,୨୮ା୪(ଡି.ଏନ୍‌.ଏ): ଛତ୍ରପୁର ଥାନା ହଂସପୁର ଗାଁର ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡାଙ୍କୁ ହତ୍ୟା ଘଟଣାର ୬ ଦିନ ପରେ ବି ପୋଲିସ କାହାରିକୁ ଗିରଫ କରିପାରି ନାହିଁ। ଗତ ୨୨ ତାରିଖ ରାତିରେ କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା କରାଯାଇଥିଲା। ୩ ଦିନ ପର୍ଯ୍ୟନ୍ତ…

ନିଆଁ ଲଗାଇବା ପଡ଼ିଲା ମହଙ୍ଗା

ଭଞ୍ଜନଗର,୨୮।୪(ଡି.ଏନ.ଏ.): ଘୁମୁସର ଉତ୍ତର ବନଖଣ୍ଡର ମୁଜାଗଡ଼, ଗାଲେରି ଏବଂ ତାରସିଂ ରେଞ୍ଜରେ ଜଙ୍ଗଲ ପୋଡ଼ି ବଢ଼ିବାରେ ଲାଗିଛି। ଏଥିଲାଗି ବନ୍ୟପ୍ରାଣୀ ବିପଦରେ ପଡ଼ୁଥିବା ବେଳେ ମୂଲ୍ୟବାନ ଗଛ ମଧ୍ୟ ଧ୍ୱଂସ ପାଉଛି । ଏହାକୁ ନେଇ ପରିବେଶବିତ୍‌ ଚିନ୍ତା ପ୍ରକଟ କରିଛନ୍ତି।…

ବିଭିନ୍ନ ପ୍ରକଳ୍ପର ଉନ୍ନୟନ କାର୍ଯ୍ୟ ବୁଲି ଦେଖିଲେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୨୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠ ପରିଦର୍ଶନ କରିଥିଲେ l ସେଠାରେ ନୂତନ ଭାବେ ନିର୍ମିତ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଉନ୍ନୟନମୂଳକ କାର୍ଯ୍ୟଶୈଳୀ ଦେଖି ବିଡିଓ ଏବଂ…

୪ ବର୍ଷ ପରେ ପୁଣି ଚମକିଲେ ଗଞ୍ଜାମର ମନସ୍ବିନୀ

ଗଞ୍ଜାମ,୨୮।୪(ଡି.ଏନ.ଏ.): ଗଞ୍ଜାମ ଜିଲା ମଲାଡ଼ ପଞ୍ଚାୟତ ପଣିବନ୍ଧ ଗ୍ରାମର ସୁନାଝିଅ ମନସ୍ବିନୀ ମହାରଣା ପୁଣି ଚମକିଛନ୍ତି। ସେ ଚଳିତ ମାସ ୨୦ରୁ ୨୪ ଯାଏ ଗୋଆର ହାୱାଲି ବିଚରେ ଅଲ ଇଣ୍ଡିଆ ବୋର୍ଡ ସେଲିଂ ଚାମ୍ପିୟନସିପ ପ୍ରତିଯୋଗିତା ଭାଗ ନେଇ ରୌପ୍ୟ ପଦକ…

ସ୍ମାର୍ଟ ସ୍କୁଲରେ ଶିକ୍ଷକ ଅଭାବ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମର ବହୁ ପୁରାତନ ସରକାରୀ ସିଟି ହାଇସ୍କୁଲରେ ଚଳିତ ଶିକ୍ଷାବର୍ଷ ନିମନ୍ତେ ଏପ୍ରିଲ ୨୦ରୁ ବିଭିନ୍ନ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ନାମଲେଖା ଆରମ୍ଭ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳର ଅଭିଭାବକ ପିଲାଙ୍କ ନାମ ଲେଖାଇବା ପାଇଁ ଗଲେ ଫର୍ମ…

ବୁଗୁଡ଼ା ନୂଆ ବସ୍‌ଷ୍ଟାଣ୍ଡରେ ଶୀତଳ ଜଳ ଯନ୍ତ୍ର ଅକାମୀ

ବୁଗୁଡ଼ା,୨୮।୪(ଡି.ଏନ.ଏ.): ଯାତ୍ରୀମାନଙ୍କୁ ସ୍ବଚ୍ଛ ଓ ଶୀତଳ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ମାତ୍ର ୪ ମାସ ତଳେ ବୁଗୁଡ଼ା ନୂଆଁ ବସଷ୍ଟାଣ୍ଡ ପରିସରରେ ସ୍ଥାପନ କରାଯାଇଥିବା ୱାଟର ଫିଲଟର ଅକାମି ହୋଇପଡିଛି। ଫଳରେ ବିଭିନ୍ନ ସ୍ଥାନକୁ ଯାତ୍ରା କରିବା ପାଇଁ ବସକୁ ଅପେକ୍ଷା…

ଭଞ୍ଜନଗରରେ ଭିଜିଲାନ୍ସ ସର୍କିଟ କୋର୍ଟ

ଭଞ୍ଜନଗର,୨୮।୪(ଡି.ଏନ୍‌.ଏ.): ହାଇକୋର୍ଟ ନିର୍ଦ୍ଦେଶକ୍ରମେ ଭଞ୍ଜନଗରରେ ମଙ୍ଗଳବାର ଭିଜିଲାନ୍ସ ସର୍କିଟ କୋର୍ଟ ଖୋଲିଛି । ଗଞ୍ଜାମ ଜିଲା ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ଲୁନା ମହାନ୍ତି ବୁଧବାର ସର୍କିଟ କୋର୍ଟରେ ଯୋଗଦେଇ ଭଞ୍ଜନଗର ଅଞ୍ଚଳର ୬ଟି ମାମଲାର ବିଚାର କରିଥିଲେ। ଏହାପୂର୍ବରୁ ବାର ଆସୋସିଏଶନ ପକ୍ଷରୁ…

ରାଜନୈତିକ ଶତ୍ରୁତାରୁ ୨ ବିଜେଡି ନେତାଙ୍କୁ ହତ୍ୟା ଘଟଣା: ପୋଲିସ କବ୍‌ଜାରେ ୬ ସନ୍ଦିଗ୍ଧ

ଦିଗପହଣ୍ଡି,୨୮।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ପଞ୍ଚାୟତର ସଉରା ପାହାଡ ଗାଁ ନିକଟ ରାସ୍ତା ପାର୍ଶ୍ୱରେ ଗତ ଶନିବାର ପାଳଝାଡି ଗ୍ରାମର ୨ ବିଜେଡି ନେତା ସୁଦର୍ଶନ ସୁଆର ଓ ସୁଧୀର କାନ୍ତ ପାତ୍ରଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ମା’ କନକଦୁର୍ଗା ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଶିଳ୍ପାଞ୍ଚଳ ପାର୍ଶ୍ୱ ଆଙ୍କୁଲିର ପ୍ରସିଦ୍ଧ ମା’ କନକ ଦୁର୍ଗା ଠାକୁରାଣୀ ଯାତ୍ରା ବୁଧବାର ରାତ୍ରରୁ ଆରମ୍ଭ ହୋଇଛି। ତେଣୁ ମହାନଗରର ୪୦ନଂ. ୱାର୍ଡ ଆଙ୍କୁଲି ଉତ୍ସବମୁଖର ହୋଇଯାଇଛି। ଏହି ଦ୍ୱି-ବାର୍ଷିକ ଯାତ୍ରା ୧୫ ଦିନ ଚାଲିବ ଏବଂ ଆସନ୍ତା…

୫ ମାସ ପରେ ବି ପାଞ୍ଚ ଅନ୍ତେବାସୀଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ(ବାଳକ)ରୁ ୬ ଜଣ ଅନ୍ତେବାସୀ ଚମ୍ପଟ ଘଟଣାର ୫ ମାସ ବିତିଯାଇଛି। ଅଦ୍ୟାବଧି ୫ ଜଣଙ୍କ ପତ୍ତା ପାଇ ପାରିନାହିଁ ପୋଲିସ। ଚମ୍ପଟ ଅନ୍ତେବାସୀ ନିଜ ନିଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri