ଗଞ୍ଜାମ

ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍‌

ବୁଗୁଡ଼ା,୧୨ା୭(ଡି.ଏନ୍‌.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭଗବାନପୁର ସରପଞ୍ଚ ସସ୍ମିତା ପ୍ରଧାନ ରବିବାର...

ମଧୁମେହ ରୋଗୀଙ୍କ ସହ ଏହି ସବୁ ଲୋକଙ୍କୁ କରୋନା ହେବାର ରହିଛି ଅଧିକ ଆଶଙ୍କା: ଜାଣନ୍ତୁ କିପରି ହେବେ ଯତ୍ନବାନ

ବ୍ରହ୍ମପୁର ଅଫିସବ,୧୨।୭: କରୋନା ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କରୋନା ସଂକ୍ରମଣରୁ ଲୋକମାନଙ୍କୁ ରକ୍ଷା କରିବା ପାଇଁ ସରକାର ଯଥା ସମ୍ଭବ ପଦକ୍ଷେପ...

ଗଞ୍ଜାମରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କ ଶନିବାର କରୋନାରେ ମୃତ୍ୟୁ ଘଟିଛି। ରବିବାର ଏ ସମ୍ପର୍କରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟ କରି ସୂଚନା ଦେଇଛନ୍ତି। କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ...

ଗଞ୍ଜାମ ଜିଲାପାଳଙ୍କ ପ୍ରଶ୍ନ: କରୋନା ଲକ୍ଷଣ ଲୁଚାଇ, ବିନା ଡାକ୍ତର ପରାମର୍ଶରେ ପାରାସିଟାମଲ ଖାଉଛନ୍ତି କି?

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜିଲାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା ଲକ୍ଷଣ ନ ଲୁଚାଇବାକୁ ବାରମ୍ବାର କୁହାଯାଇଥିଲେ ସୁଦ୍ଧା ଲୋକେ ପାରାସିଟାମଲ ଖାଉଛନ୍ତି।...

ଗଞ୍ଜାମରେ ଆଉ ୮ କୋଭିଡ୍‌ କେୟାର, ହେଲ୍‌ଥ ସେଣ୍ଟର ଖୋଲାଯିବ: ଜିଲାପାଳ

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୮ଟି କୋଭିଡ୍‌ କେୟାର ସେଣ୍ଟର(ସିସିସି) ଓ କୋଭିଡ୍‌ ହେଲଥ ସେଣ୍ଟର (ଡିସିଏଚ୍‌ସି) ଖୋଲିବ ସରକାରୀ ଓ ଘରୋଇ ଅନୁଷ୍ଠାନ କୋଠାରେ ଏହା ଚାଲିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ସହ ଡାକ୍ତର ଓ ଷ୍ଟାଫ୍‌ ଆଇସୋଲେଶନରେ...

ଚା’ ଦୋକାନରେ ଚଢ଼ାଉ କଲେ ତହସିଲଦାର

ଶେରଗଡ଼,୧୨ା୭(ଡି.ଏନ୍‌.ଏ.) : ଦିନକୁ ଦିନ ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅଦ୍ୟାବଧି ବ୍ଲକର ୨୦ରୁ ଅଧିକ ଗ୍ରାମରେ ୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ବ୍ଲକ ସୂତ୍ରରୁ ପ୍ରକାଶ, ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦ଜଣ ସୁସ୍ଥ ହୋଇ...

ବଉଳଗାଁ, ସୁନ୍ଦରପୁର ୭ ଦିନ ଶଟ୍‌ଡାଉନ୍‌

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବଉଳଗାଁ ଓ ସୁନ୍ଦରପୁର ଗାଁକୁ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସୁନ୍ଦରପୁର ଗାଁରେ ୨ଜଣ ପଜିଟିଭ୍‌ ଚି଼ହ୍ନଟ ଫଳରେ ଜିଲାପାଳ କ୍ଷମତା ପ୍ରୟୋଗ କରି ସରପଞ୍ଚ...

ଗଞ୍ଜାମରେ ବେଳକୁ ବେଳ ସ୍ଥିତି ସଂଙ୍ଗୀନ: ପୁଣି ଚିହ୍ନଟ ହେଲେ ୨୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ନୂଆ ୫୯୫ ଆକ୍ରାନ୍ତ ୨୧ ଜିଲାର। ସେଥିରେ ଗଞ୍ଜାମର ସର୍ବାଧିକ ୨୩୦ ଜଣ ଅଛନ୍ତି। ଏହାଛଡ଼ା ଯାଜପୁରର ୯୭, ଖୋର୍ଦ୍ଧାର ୭୬, କୋରାପୁଟର ୪୪, ମାଲକାନଗିରିର ୩୬, ଗଜପତି ୨୦, ମୟୂରଭଞ୍ଜର ୧୪,...

ଭୟରେ ସ୍ବାବ୍‌ ଟେଷ୍ଟ ପାଇଁ ଯାଉନାହାନ୍ତି ଲୋକେ

କବିସୂର୍ଯ୍ୟନଗର,୧୨ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। କବିସୂର୍ଯ୍ୟନଗର ବ୍ଲକ ଓ ଏନ୍‌ଏସିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି। ଶନିବାର ଏନ୍‌ଏସିରୁ ୪ ଓ ବ୍ଲକରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଢ଼ାମ୍ବ...

ସଂକ୍ରମିତ ହେଲେଣି ୫୮୬ କରୋନା ଯୋଦ୍ଧା

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବା ବେଳେ ସରକାରୀ ଅଧିକାରୀ ଓ କର୍ମଚାରୀ ତଥା କରୋନା ଯୋଦ୍ଧା ସଂକ୍ରମିତ ହେବାରେ ଲାଗିଛନ୍ତି । ପୁଣି ଜିଲାରେ ୪୩ ପଜିଟିଭ ଚିହ୍ନଟ ହୋଇଥିବା ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

କୋଭିଡ୍‌ ନିୟମ ଉଲ୍ଲଂଘନ କରି ମନ୍ଦିର ପ୍ରତିଷ୍ଠା ଘଟଣା: ନାଏବ ସରପଞ୍ଚଙ୍କ ସମେତ ୧୧ ଗିରଫ

ପୋଲସରା,୧୧ା୭(ଡି.ଏନ.ଏ.)- ରାଜ୍ୟରେ ଗଞ୍ଜାମ ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମାତ୍ର କୋଭିଡ୍‌ ନିୟମ ଉଲ୍ଲଂଘନ କରି ପୋଲସରା ବ୍ଲକ ଜା.ଡ଼େଙ୍ଗାପଦର ପଞ୍ଚାୟତ ମର୍ଦ୍ଦରାଜପୁର ଗ୍ରାମରେ ଏକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏନେଇ ପୋଲସରା ବିଡିଓ ଶମ୍ଭୁନାଥ...

ବଜ୍ରଗୁମ୍ମା ଗାଁରେ ସବର୍ଣ୍ଣ-ଅସବର୍ଣ୍ଣ ବିବାଦ: ଅସବର୍ଣ୍ଣ ପରିବାରଙ୍କୁ ଗାଁ ବାସନ୍ଦ

ଦିଗପହଣ୍ଡି,୧୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁରେ ଗତ କିଛିଦିନ ହେଲା ସବର୍ଣ୍ଣ- ଅସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଲାଗିରହିଛି। ଅସବର୍ଣ୍ଣ ଗୋଷ୍ଠୀର ଲୋକଙ୍କୁ ସବର୍ଣ୍ଣ ଗୋଷ୍ଠୀର ଲୋକେ ଗାଁରୁ ବାସନ୍ଦ କରିଥିବା ଭିଡିଓ ବିଭିନ୍ନ...

Advertisement

BGU

Archives

Model This Week

Why Dharitri