ଗଞ୍ଜାମ

ନକଲିକୁ ଧରିପାରୁନି ଅସଲି ପୋଲିସ

ବ୍ରହ୍ମପୁର ଅଫିସ,୧୭।୪: ବ୍ରହ୍ମପୁର ସହରରେ ନକଲି ପୋଲିସର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ସେଲ୍ସଟ୍ୟାକ୍ସ ଛକରେ ଗତ ୩ ତାରିଖ ସ୍ପଷ୍ଟ ଦିବାଲୋକରେ ଘଟିଥିଲା। ରାସ୍ତାରେ ଚାଲି ଚାଲି ଯାଉଥିବା ସୁଭଦ୍ରା ମିଶ୍ରଙ୍କୁ ପୋଲିସ ପରିଚୟ ଦେଇ ତାଙ୍କ ସୁନା…

ଏନ୍‌ଏଚ୍‌-୧୬ରେ ବେଆଇନ ପାର୍କିଂ

ଗୋପାଳପୁର,୧୭।୪ (ଡି.ଏନ.ଏ.) ଜନସାଧାରଣଙ୍କ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେଉଁଠି ଠିକା ସଂସ୍ଥାର ମନମାନୀ ତ କେଉଁଠି ପରିବହନ ବିଭାଗର ଅବହେଳାରୁ…

ବିଜୁବାବୁଙ୍କ ଶ୍ରାଦ୍ଧଦିବସରେ ତିଳତର୍ପଣ

ସୋରଡ଼ା,୧୭ା୪(ଡି.ଏନ୍‌.ଏ.): ସୋରଡ଼ାରେ ବିଜୁବାବୁଙ୍କ ୨୫ତମ ଶ୍ରାଦ୍ଧଦିବସ ସ୍ଥାନୀୟ ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ଦଳୀୟ କର୍ମୀମାନେ ଯୋଗଦେଇଥିଲେ। ସକାଳୁ ବୁଦ୍ଧଲିଙ୍ଗେଶର ମନ୍ଦିର ନିକଟ ଋଷିକୁଲ୍ୟା, ଜରଉ ନଦୀ ସଙ୍ଗମସ୍ଥଳରେ ତିଳତର୍ପଣ କରଯାଇଥିଲା।…

ବିଜୁ ବାବୁଙ୍କ ତିରୋଧାନ ଦିବସ: ତିଳତର୍ପଣ କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୧୭।୪(ଡି.ଏନ୍‌.ଏ.): ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ବିଜେଡି ପକ୍ଷରୁ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଲାଇନ ବନ୍ଧରେ ତିଳତର୍ପଣ, ଗୌରୀଶଙ୍କର…

କଂଗ୍ରେସ ଟିକେଟରେ ଦୁଇଥର ଜିତିଥିଲେ ବିଜୁବାବୁ

ବ୍ରହ୍ମପୁର ଅଫିସ,୧୭।୪: ବିଶିଷ୍ଟ ରାଜନେତା ସ୍ବର୍ଗତ ବିଜୁ (ବିଜୟାନନ୍ଦ) ପଟ୍ଟନାୟକ ଗଞ୍ଜାମ ଜିଲାରୁ ଦୁଇଥର କଂଗ୍ରେସ ବିଧାୟକ ଏବଂ ଥରେ ଆସିକା ଲୋକ ସଭା କ୍ଷେତ୍ରରୁ ଜନତା ଦଳରୁ ଏମ୍‌ପି ହୋଇଥିଲେ। ରବିବାର ତାଙ୍କ ୨୫ତମ ଶ୍ରାଦ୍ଧ ବାର୍ଷିକୀରେ ଜିଲାର ବିଭିନ୍ନ…

ଜିଲା ପ୍ରଶାସନକୁ ପୁଣି ଅଭିଯୋଗ ଶୁଣାଇ ପାରିବେ ସାଧାରଣ ଲୋକେ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପୁଣି ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି। ଜିଲାରେ ପୂର୍ବରୁ ଚାଲିଥିବା ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ଏହି…

ଛାତରୁ ପଡ଼ି ନୌସେନା ଯବାନଙ୍କ ମୃତ୍ୟୁ

ଆସିକା,୧୬ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ପଞ୍ଚାୟତ ବାସୁଦେବପୁର ଗ୍ରାମରେ ଶୁକ୍ରବାର ଘର ଛାତରୁ ପଡି ଜଣେ ନୌସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ଗୌଡ (୨୬)। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ ବ୍ୟାହତ…

ସାଙ୍ଗ ଆଗରେ ଚାଲିଗଲା ଜୀବନ

ଭଞ୍ଜନଗର,୧୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଧୀନ ଗାମୁଣ୍ଡି-ଭାଲିଆଖାଇ ରାସ୍ତାରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟି ଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଲାଠିପଡ଼ାର ବିକଳ ଜେନା। ଗୁରୁତର ଆହତ ଆନନ୍ଦ…

 ମା ଦଣ୍ଡ କାଳୀଙ୍କ ଯାତ୍ରା ଉଦଯାପିତ 

ପୁରୁଷୋତ୍ତମ ପୁର, ୧୪/୪(ଡିଏନ୍ଏ): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ମା ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମେରୁ ପର୍ବରେ ଉଦ୍ ଯାପିତ ହୋଇଛି।  ପୁରୁଷୋତ୍ତମପୁର ସହରରେ ଥିବା ତିନି ଗୋଟି ଦଣ୍ଡ ଯାତ୍ରା ଦଳ ଧୋବା ପୁଞ୍ଜା, ବିପତ୍ତି ହାରିଣି…

୫-ଟି ସଚିବଙ୍କୁ ଭେଟିଲେ ସୁରେନ୍ଦ୍ର

ଗଞ୍ଜାମ, ୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ନବ ନିର୍ବାଚତ ଉପ ନଗରପାଳ ସୁରେନ୍ଦ୍ର ବାରିକି ଗୁରୁବାର ୫-ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କୁ ଭୁବନେଶ୍ୱରଠାରେ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି l ଏହି ସାକ୍ଷାତ ସମୟରେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ…

ବେଧଡ଼କ ଚାଲିଛି ଇଟାଭାଟି ଓ ବାଲି ଚାଲାଣ, ଜଗନ୍ନାଥପ୍ରସାଦ ତହସିଲ ଅଞ୍ଚଳରେ ମାଫିଆ ସକ୍ରିୟ

ଜଗନ୍ନାଥପ୍ରସାଦ,୧୪।୪(ଡି.ଏନ.ଏ.) ଜଗନ୍ନାଥପ୍ରସାଦ ତହସିଲ ଅଞ୍ଚଳରେ ବେଧଡକ ଭାବେ ଚାଲିଛି ବେଆଇନ ଇଟାଭାଟି ଓ ବାଲି ଚୋରାଚାଲାଣ। ଜଙ୍ଗଲ ନଦୀ କୂଳରେ ଲୁଚା ଛପାରେ ଚାଲିଥିଲା। ବର୍ତ୍ତମାନ ରାଜ୍ୟ ରାଜପଥ, ଗ୍ରାମ ନିକଟ ଓ ସ୍କୁଲ ପରିବେଶ ନିକଟରେ ହୁତୁ ହୁତୁ ହୋଇ ଜଳୁଛି…

ମାସାନ୍ତମେରୁ ଯାତ୍ରା ଉଦ୍‌ଯାପିତ

ଭଞ୍ଜନଗର, ୧୪।୪(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡନାଚର ବୁଧବାର ମାସନ୍ତ ମେରୁ ଯାତ୍ରା ହୋଇଥିଲା। ଭଞ୍ଜନଗର ଅଞ୍ଚଳର ବିଭିନ୍ନ ମେରୁ ଯାତ୍ରା ପଡିଆରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା। ଏଥିସହ ଗାଲେରି ଯାତ୍ରା ଦେଖିବା ପାଇଁ ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri