ଡରାଉଛି କରୋନା: ୧୫.୯୮ ଲକ୍ଷ ଲୋକଙ୍କଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ
ଛତ୍ରପୁର,୨୮।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଜିଲାର ସମସ୍ତ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି । ଗୁରୁବାର ସୁଦ୍ଧା...
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର
ବୁଗୁଡ଼ା,୨୭ା୫: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜନୈକା ୧୬ ବର୍ଷିୟା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବାଲିପଦର ଫାଣ୍ଡି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ...
ଖବରଦାତାଙ୍କୁ ଆକ୍ରମଣ ଘଟଣା: ପ୍ରତିବାଦ କଲେ ଗଣ ଯୋଗାଯୋଗ ବିଭାଗ ପିଜି ଛାତ୍ରୀଛାତ୍ର
ଭଞ୍ଜନଗର,୨୭ା୫(ଡି.ଏନ୍.ଏ.): ରାଜ୍ୟରେ ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଦିନକୁ ଦିନ ଆକ୍ରମଣ ବଢୁଛି। କେତେବେଳେ ପୋଲିସ ତ ଆଉ କେତେବେଳେ ଠିକାଦାର, ବ୍ୟବସାୟୀ, ନେତା ପ୍ରମୁଖଙ୍କ ଆକ୍ରମଣର ଶିକାର ହେଉଛନ୍ତି। ସରକାର ଖବରଦାତାଙ୍କୁ ସୁରକ୍ଷା ଦେଇପାରିନାହାନ୍ତି। ଯାହାକି ଚିନ୍ତାଜନକ...
ଉଦାହରଣ ସାଜିଛନ୍ତି ଗର୍ଭବତୀ ଆଶାକର୍ମୀ
ବ୍ରହ୍ମପୁର ଅଫିସ,୨୬ା୫: କରୋନା ଯୁଦ୍ଧରେ ବହୁ ଆଗଧାଡ଼ିର ଯୋଦ୍ଧା ଲଢ଼େଇ କରୁଛନ୍ତି। ତନ୍ମଧ୍ୟରେ ଆଶାକର୍ମୀ ହେଉଛନ୍ତି ଅନ୍ୟତମ। ସେମାନେ କରୋନା ସମୟରେ ଜୀବନକୁ ବାଜି ଲଗାଇ ତାଙ୍କର ଦାୟିତ୍ୱ ନିର୍ବାହ କରୁଛନ୍ତି। ଏପରିକି ଗଞ୍ଜାମ ଜିଲାରେ କେତେକ ଆଶାକର୍ମୀ ଗର୍ଭବତୀ...
ଅକ୍ସିମିଟର ଆପ ଡାଉନ୍ଲୋଡ ନ କରିବାକୁ ଗଞ୍ଜାମ ଏସ୍ପିଙ୍କ ପରାମର୍ଶ: ଫିଙ୍ଗର ପ୍ରିଣ୍ଟ ନେଇ ଲୁଟୁଛନ୍ତି ଟଙ୍କା
ଛତ୍ରପୁର,୨୬।୫(ଡି.ଏନ୍.ଏ.): ସୁଗାର, ବିପି ଓ ଅକ୍ସିଜେନ ସ୍ତର କ’ଣ ଅଛି ମୋବାଇଲ ଫୋନ ଦ୍ୱାରା ଜାଣିବାକୁ ପ୍ରାୟ କେତେ ଲୋକ ଅକ୍ସିଜେନ ଆପ ଡାଉନଲୋଡ଼ କରୁଛନ୍ତି। ପରେ ଉକ୍ତ ଆପ ଖୋଲି ମୋବାଇଲ ଉପରେ ଲୋକେ ଫିଙ୍ଗର ପ୍ରିଣ୍ଟ ଦେଉଛନ୍ତି।...
ବାତ୍ୟା ୟାସ୍ ପ୍ରସ୍ତୁତି: ୭୫ହଜାର ଲୋକଙ୍କୁ ସ୍ଥାନାନ୍ତର, ୫୦୪ଗର୍ଭବତୀଙ୍କୁ ମେଡିକାଲକୁ ପଠାଇବା ଲକ୍ଷ୍ୟ
ଛତ୍ରପୁର,୨୫।୫(ଡି.ଏନ୍.ଏ.): ରାଜ୍ୟ ସରକାର ଓ ଏସ୍ଆରସିଙ୍କ ପକ୍ଷରୁ ଆସୁଥିବା ସୂଚନା ଅନୁସାରେ ଗଞ୍ଜାମରେ ବାତ୍ୟା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବାତ୍ୟା ମୁକାବିଲା ପାଇଁ ଜିଲାରେ ୪ ଥର ବୈଠକ ମଧ୍ୟ ହୋଇସାରିଛି। ୩ ଦିନ ହେଲା ଗର୍ଭବତୀଙ୍କୁ ଡେଲିଭେରୀ...
୪୫ ଅକ୍ସିଜେନ କନ୍ସନ୍ଟ୍ରେଟର ଦେଲା ଗୋପାଳପୁର ପୋର୍ଟ
ଛତ୍ରପୁର,୨୫।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାପ୍ରଶାସନକୁ ଗୋପାଳପୁର ପୋର୍ଟ ପକ୍ଷରୁ ୪୫ଟି ଅକ୍ସିଜେନ କନ୍ସନ୍ଟ୍ରେଟର ପ୍ରଦାନ କରାଯାଇଛି। ଏନେଇ ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପି.ଡି. ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିପାଇଁ ପୋର୍ଟ...
ପୁଣି ୨ମୁଣ୍ଡ ନେଲା କରୋନା: ଗଞ୍ଜାମରେ ୧୧.୨୮ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ
ଛତ୍ରପୁର,୨୫।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜିଲାରେ ୨୫୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ ଜୀବନ ନେଇଛି କରୋନା। କୋଭିଡରେ ମୃତ ବ୍ୟକ୍ତିଙ୍କ ମଧୁମେହ, ରକ୍ତଚାପ ଆଦି...
ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ରଙ୍କ ପରଲୋକ
ଭଞ୍ଜନଗର,୨୫।୫(ଡି.ଏନ୍.ଏ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ର (୮୧)ଙ୍କ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲରେ ପରଲୋକ ଘଟିଛି। କରୋନାରେ ଚିକିତ୍ସଧୀନ ଥିବାବେଳେ ତାଙ୍କର ବିୟୋଗ ହୋଇଛି। ସେ୧୯୮୫ରୁ୧୯୯୦ ପର୍ଯ୍ୟନ୍ତ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ କଂଗ୍ରେସର ବିଧାୟକ...
ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ: ସ୍ଥାନାନ୍ତର ହେବେ ୫ ହଜାର ପରିବାର
ଗଞ୍ଜାମ,୨୫।୫(ଡି.ଏନ୍.ଏ.): ବାତ୍ୟା ୟାସ୍ ପାଇଁ ଗଞ୍ଜାମ ସହରରେ ମଧ୍ୟ ପ୍ରସ୍ତୁତି ଚାଲିଛି। ପ୍ରଶାସନ ବ୍ଲକର ୧୫ ପଞ୍ଚାୟତରୁ ପ୍ରାୟ ୫ ହଜାର ପରିବାରଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସ୍କୁଲକୁ ସ୍ଥାନାନ୍ତର କରିବାକୁ ସ୍ଥାନୀୟ ପ୍ରଶାସନ ଲକ୍ଷ୍ୟ ରଖିଛି l ଏଥିସହ...
ଗଞ୍ଜାମରେ ୭.୮୨ ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ
ଛତ୍ରପୁର,୨୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସମସ୍ତ ଘରକୁ ଘର ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲାପାଳ ଏହି ନିଷ୍ପତି ନେଇଥିଲେ। ରବିବାର ସୁଦ୍ଧା ଗଞ୍ଜାମରେ ୭...
କରୋନାକୁ ହରାଇ ଫେରିଥିବା ରୋଗୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କଲେ ଗଞ୍ଜାମ ଜିଲାପାଳ, ଜାଣନ୍ତୁ କ’ଣ
ଛତ୍ରପୁର,୨୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାବେଳେ ଦୈନିକ ସୁସ୍ଥ ହାର ବଢ଼ିଉଛି। ଅପରପକ୍ଷରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ବ୍ରହ୍ମପୁରରେ ପୋଷ୍ଟ କୋଭିଡ୍ କେୟାର ସେଣ୍ଟର ସୋମବାର ଉଦ୍ଘାଟିତ ହୋଇଯାଇଛି...
Archives


