୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିଏସ୍ଏସ୍ଓ, ଧରିଲା ଭିଜିଲାନ୍ସ
ବେଗୁନିଆପଡ଼ା,୧୭ା୫(ଡି.ଏନ୍.ଏ.): ୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବିଏସ୍ଏସ୍ଓ। ବାର୍ଦ୍ଧକ୍ୟ ଭତ୍ତା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ବିଏସ୍ଏସ୍ଓଙ୍କୁ ଭିଜିଲାନ୍ସ ଧରିଛି। ବ୍ରହ୍ମପୁର ଖଲ୍ଲିକୋଟ ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ,…
ଗ୍ରେଡ୍ ପେ’ ବୃଦ୍ଧି ଦାବିରେ ମୁଖ୍ୟ ଶାସନ ସଚିବଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅମଲା ସଂଘର ମିଳିତ ମଞ୍ଚ ପକ୍ଷରୁ ଗ୍ରେଡ୍ ପେ’ ବୃଦ୍ଧି ଦାବିରେରେ ବୁଧବାର ରାଜ୍ୟ ମୁଖ୍ର ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବିଡିଓ ବିଜୟ କୁମାର…
ଟେଣ୍ଟ ଉଡ଼ିଗଲା, ତୋରଣ ଭାଙ୍ଗିଲା
ଭଞ୍ଜନଗର/ଚିକିଟି/ଆସିକା,୧୬।୫(ଡି.ଏନ.ଏ): ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଭଞ୍ଜନଗର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ ତୋଫାନ ସହ ବର୍ଷା ହୋଇଛି। ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ହୋଇଥିବା ଏକାଧିକ ବଡ଼ ବଡ଼ ତୋରଣ ଭାଙ୍ଗି ଚୁରମାର ହୋଇଯାଇଛି। କବିସମ୍ରାଟ ରଙ୍ଗମଞ୍ଚର…
ମୁରବିବିହୀନ ଜିଆର୍ପି ଥାନାରେ କର୍ମଚାରୀ ମରୁଡ଼ି
ବ୍ରହ୍ମପୁର ଅଫିସ,୧୭।୫: ବ୍ରହ୍ମପୁରରେ ଥିବା ସରକାରୀ ରେଳବାଇ ପୋଲିସ (ଜିଆର୍ପି) ଥାନାରେ ଏବେ ଇନ୍ସପେକ୍ଟର ପଦବୀ ଖାଲି ପଡ଼ିଛି। ଗତ ୨୭ ତାରିଖରୁ ଇନ୍ସପେକ୍ଟର ଜ୍ୟୋତି ପ୍ରକାଶ ନାୟକଙ୍କ କଟକ ଜିଆର୍ପି ଥାନାକୁ ବଦଳି ହୋଇଛି। ବ୍ରହ୍ମପୁର ଜିଆର୍ପିରେ ଗତ ୨୦…
ଜିଲାପରିଷଦ ପ୍ରାର୍ଥୀଙ୍କ ନାଁରେ ଠକେଇ ଅଭିଯୋଗ
ଗଞ୍ଜାମ, ୧୬।୫(ଡିଏନଏ ): ଗତ ପଞ୍ଚାୟତ ନିର୍ବାଚନରେ ୧୫ ନମ୍ବର ଜୋନ ପାଇଁ ଜିଲାପରିଷଦ ସଭ୍ୟ ପ୍ରାର୍ଥୀ ହୋଇ ପରାଜିତ ହୋଇଥିବା ସୁମନ୍ତ ଦାସଙ୍କ ବିରୁଦ୍ଧରେ ରମ୍ଭା ଥାନାରେ ଠକେଇ ଅଭିଯୋଗ ହୋଇଛି। ଗଞ୍ଜାମ ବ୍ଲକର ଝାରେଡି ରାଧା ଗୋବିନ୍ଦ ପୁର…
ଜଳ ଉତ୍ସ ସଂରକ୍ଷଣ ଓ ପରିଚାଳନା କ୍ଷେତ୍ରରେ ଜାତୀୟ ସ୍ତରରେ ପୁରସ୍କୃତ ହେବ ଗଞ୍ଜାମ
ଛତ୍ରପୁର,୧୬।୫(ଡିଏନଏ ): ଗତ କିଛି ଦିନ ତଳେ ଗଞ୍ଜାମ ଜିଲ୍ଲା ପୁରସ୍କାର ପାଇ ଓଡିଶା ପାଇଁ ଗର୍ବ ଓ ଗୌରବ ଆଣି ଦେଇଥିବା ବେଳେ ପୁଣି ଥରେ ଜାତୀୟ ସ୍ତରରେ ସମ୍ମାନୀତ ହେବାର ଘୋଷଣା ହୋଇଛି । ଭାରତ ସରକାରଙ୍କ ଜଳ…
ଅନସ୍ଲୋର ଶିକ୍ଷୟିତ୍ରୀ ପାଇଲେ ଓଇଏସ୍
ଛତ୍ରପୁର୧୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ କାର୍ଯ୍ୟରତ ବିଜ୍ଞାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀ ଓଇଏସ ଅଫିସର (ଓଡିଶା ଶିକ୍ଷା ସେବା ) ଭାବେ ଚୟନ ହୋଇଛନ୍ତି। ଓଡିଶା ସ୍ତରରେ ଅନୁଷ୍ଠିତ ଓଡ଼ିଶା ଶିକ୍ଷା ସେବା ପରୀକ୍ଷାରେ କୃତକାର୍ଯ୍ୟ…
ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କ ମେଲ, ୟୁଟ୍ୟୁବ୍ ହ୍ୟାକ୍
ଛତ୍ରପୁର,୧୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ କୁମାର ସେଠୀଙ୍କ ଜିମେଲ ଆକାଉଣ୍ଟ ସମେତ ‘ଅନ୍ବେଷା ମ୍ୟୁଜିକ’ ନାମରେ ୟୁଟ୍ୟୁବ ଚ୍ୟାନେଲକୁ କେହି ଦୁର୍ବୃତ୍ତ ହ୍ୟାକ କରି…
ଦୈନିକ ଆସୁଛି ୩୬୦ଟନ୍ ଆମ୍ବ
ବ୍ରହ୍ମପୁର ଅଫିସ,୧୬ା୫ଗଞ୍ଜାମ ଜିଲା ସମେତ ରାଜ୍ୟ ବାହାରୁ ଆମ୍ବ ରପ୍ତାନି କ୍ଷେତ୍ରରେ ବ୍ରହ୍ମପୁର ନୀଳକଣ୍ଠେଶ୍ୱର ଆମ୍ବ ବଜାରର ବିଶେଷ ଚାହିଦା ରହିଛି। ଏହି ବଜାରକୁ ପ୍ରତିଦିନ ୩୬୦ ଟନ୍ ଆମ୍ବ ଆସୁଛି। ଏଠାରୁ ଗଞ୍ଜାମ ସମେତ କଟକ, ଭୁବନେଶ୍ୱରକୁ ମଧ୍ୟ ପଠାଯାଉଛି।…
ରାସ୍ତା କାମ ଅଧାରୁ ବନ୍ଦ, ୩୦ ଗାଁ ଲୋକେ ହନ୍ତସନ୍ତ
ଧରାକୋଟ,୧୬ା୫(ଡି.ଏନ୍.ଏ.): ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କଲେ ଠିକାଦାର। ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ହେଲେ ଗୁଣବତା ଭୁଲି ନିମ୍ନ ମାନର ନିର୍ମାଣ କାର୍ଯ୍ୟ କରିଥିବା ଯୋଗୁ ଗାଁ ଲୋକେ ଅଭିଯୋଗ କଲେ। ଏହା ଦେଖି ଅଧାରୁ କାମ ବନ୍ଦ…
ଋଷିକୁଲ୍ୟା ସେତୁ ପ୍ରତି ବଢୁଛିି ବିପଦ
ଧରାକୋଟ,୧୬ା୫(ଡି.ଏନ୍.ଏ.): ଧରାକୋଟ ବ୍ଲକର ଜୀବନରେଖା ଋଷିକୁଲ୍ୟା ସେତୁ ପ୍ରତି ବିପଦ ବଢୁଛି। ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି ଋଷିକୁଲ୍ୟା ସେତୁ। ଜାତୀୟ ରାଜପଥ ୫୯କୁ ମୁକ୍ତେଶ୍ୱର ମନ୍ଦିର ନିକଟରେ ଯୋଡୁଥିବା ଏହି ସେତୁ ପ୍ରାୟ ୧୦ ବର୍ଷ ପୂର୍ବେ…
ପ୍ଲାଟଫର୍ମରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତେଦହ
ଖଲ୍ଲିକୋଟ,୧୫।୫(ଡି.ଏନ୍.ଏ.): ପ୍ଲାଟଫର୍ମରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତେଦହ । ଏଯାବତ୍ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ଛତ୍ରପୁର ବଡ଼ ରେଳଷ୍ଟେଶନ ପ୍ଲାଟଫର୍ମ ନମ୍ବର ୪ରେ । ଖବର ଅନୁଯାୟୀ, ଛତ୍ରପୁର ବଡ଼ ରେଳଷ୍ଟଶନ ପ୍ଲାଟଫର୍ମର…

