ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ଥାନକୁ ଚାଲିଯିବା ପାଇଁ ପ୍ରଶାସନର ପରାମର୍ଶ
ଗଞ୍ଜାମ,୨୪ା୫(ଡି.ଏନ୍.ଏ.): ଆସନ୍ତା ୨୬ରେ ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ’କୁ ନେଇ ନାନା କଳ୍ପନା ଜଳ୍ପନା ଲାଗିରହିଛି l ବିଶେଷକରି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳଗୁଡ଼ିକର ମତ୍ସ୍ୟଜୀବୀମାନେ କିପରି ସୁରକ୍ଷିତ ରହିବେ ଚିନ୍ତାରେ ପ୍ରଶାସନ। ଏନେଇ ଖୋଦ୍ ଗଞ୍ଜାମ ତହସିଲଦାର ଅରୁଣ...
ବାତ୍ୟା ‘ୟାସ’ ନେଇ ପ୍ରସ୍ତୁତି: ହୋମଆଇସୋଲଶନରୁ କୋଭିଡ୍ ରୋଗୀଙ୍କୁ ସ୍ଥାନାନ୍ତର ନିର୍ଦ୍ଦେଶ
ଛତ୍ରପୁର,୨୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର ସମସ୍ତ ବ୍ଲକ ସ୍ତରୀୟ ଓ ଏନ୍ଏସି ସ୍ତରୀୟ ଅଧିକାରୀ ମାନଙ୍କୁ ସମ୍ଭାବ୍ୟ ବାତ୍ୟା ନିମନ୍ତେ ପ୍ରସ୍ତୁତ ରହିବାପାଇଁ ଜିଲାପାଳ ବିଜୟା ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି । ଗର୍ଭବତୀ, ବୃଦ୍ଧ, ବୃଦ୍ଧା ଓ ଦିବ୍ୟାଙ୍ଗ ବ୍ୟକ୍ତି...
ବ୍ୟବସାୟୀଙ୍କୁ ଟିକା
ଗଞ୍ଜାମ,୨୩।୫(ଡି.ଏନ୍.ଏ.): ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ସେହି ତୁଳନାରେ ମୃତ୍ୟୁସଂଖ୍ୟା ମଧ୍ୟ ବଢୁଛି । କରୋନାର ଦ୍ୱିତୀୟ ଷ୍ଟ୍ରେନ ଭୟଙ୍କର ରୂପ ଧାରଣ କରିଛି । ଏଥିପାଇଁ ସମସ୍ତ ବର୍ଗ ବ୍ୟକ୍ତିଙ୍କ ନିମନ୍ତେ ସରକାର...
ଷଷ୍ଠଶ୍ରେଣୀ ଛାତ୍ରୀ ପ୍ରତିଭାଙ୍କ କମାଲ: କଣ୍ଟେନ୍ମେଣ୍ଟ ଜୋନ୍ ପାଇଁ ପ୍ରସ୍ତୁତ କଲେ ଆପ୍
ଗଞ୍ଜାମ,୨୩।୫(ଡି.ଏନ୍.ଏ.): ମହାମାରୀ କରୋନା ଯୋଗୁ ଚିନ୍ତାରେ ସାରା ବିଶ୍ୱ। ଏହାକୁ ରୋକିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ଚେଷ୍ଟା ଜାରି ରହିଛି । ଏହିଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ କରୋନା ସଂକ୍ରମଣ ବ୍ୟାପୁଥିବା ସ୍ଥାନକୁ କଣ୍ଟେନ୍ମେଣ୍ଟ ଜୋନ ଭାବେ ଚି଼ହ୍ନଟ ଲାଗି ଏକ...
କୋଭିଡ୍ ହସ୍ପିଟାଲ ରୋଗୀଙ୍କ ସହ କଥା ହେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍କେସିଜି କୋଭିଡ୍ ହସ୍ପିଟାଲରେ ଥିବା କରୋନା ରୋଗୀଙ୍କ ସହ ଭିଡିଓ କଲ୍ରେ ଜିଲାପାଳ ବିଜୟା ଅମୃତା କୁଲାଙ୍ଗେ ରବିବାର କଥା ହୋଇଛନ୍ତି। ସେଠାରେ ଚାଲିଥିବା ଡାକ୍ତରୀ ଚିକିତ୍ସା, ଖାଦ୍ୟ ଓ ପରିମଳ ଉପରେ ରୋଗୀମାନଙ୍କୁ...
ଏମ୍କେସିଜିରେ ବ୍ଲାକ୍ ଫଙ୍ଗସ୍ ରୋଗୀ
ବ୍ରହ୍ମପୁର ଅଫିସ,୨୩ା୫: ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଶନିବାର ଜଣେ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି। ମହିଳାଙ୍କ ବୟସ ପ୍ରାୟ ୫୦ ହୋଇଥିବା ବେଳେ ଘର ଗଞ୍ଜାମ ଜିଲା ବୋଲି ସୂଚନା ମିଳିଛି। ତାଙ୍କର ଆଖି କଳା ପଡ଼ିଯାଇଛି। ସେ...
ଘାରିଛି କୋଭିଡ୍ ଭୟ: ଜେଲରେ ବଢୁଛି ସଂକ୍ରମଣ
ବ୍ରହ୍ମପୁର ଅଫିସ/ପଦ୍ମପୁର(ଡି.ଏନ.ଏ.), ୨୩।୫: କରୋନାର କରାଳ ରୂପରୁ ବାଦ୍ ପଡ଼ିନି କାରାଗାର। ରାଜ୍ୟର ବିଭିନ୍ନ ଜେଲରେ କଏଦୀ, ବିଚାରାଧୀନ ବନ୍ଦୀଙ୍କ ସମେତ କର୍ମଚାରୀ ସଂକ୍ରମଣର ଶିକାର ହେବା ପରେ ସେମାନଙ୍କ ସ୍ବାସ୍ଥ୍ୟ ଚିନ୍ତା ବଢ଼ିଛି। ରାଜ୍ୟର ହାଇପ୍ରୋଫାଇଲ ଅପରାଧୀଙ୍କ କାରଗାର...
ଶୁଦ୍ଧିକ୍ରିୟା ଭୋଜିରେ ବଡ଼ ସଡୁଙ୍କ ଛୁରା ମାଡ଼ରେ ସାନ ମୃତ
ଦିଗପହଣ୍ଡି,୨୨ା୫: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମ ଗୌଡ଼ ସାହିରେ ଶନିବାର ଏକ ଶୁଦ୍ଧିକ୍ରିୟା ଭୋଜି ଚାଲିଥିବା ବେଳେ ଧାର ଟଙ୍କା ପରିଶୋଧ ପାଇଁ ୨ ସଡୁଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ରାଗି ଯାଇ ବଡ଼...
ଗଞ୍ଜାମରେ ୪.୭୫ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ
ଛତ୍ରପୁର,୨୨।୫(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥିଲାଗି ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ଫଳରେ ୨୪ତାରିଖରୁ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ...
ଏନ୍ଏସି ପ୍ରଶାସନ ପକ୍ଷରୁ ଥର୍ମାଲ ସ୍କ୍ରିନିଂ ଟେଷ୍ଟିଂ ଆରମ୍ଭ
ବୁଗୁଡ଼ା,୨୨।୫(ଡି.ଏନ୍.ଏ): ରାଜ୍ୟରେ ମହାମାରୀ କରୋନାର ଦ୍ବିତୀୟ ଲହର ଅତି ଭୟଙ୍କର ହେବାରେ ଲାଗିଛି। ଏହାକୁ ମୁକାବିଲା କରିବା ପାଇଁ ଏନ୍ଏସି ପ୍ରଶାସନ ପକ୍ଷରୁ ଘରକୁ ଘର ବୁଲି ଲୋକଙ୍କ ଥର୍ମାଲ ସ୍କ୍ରିନିଂ ଟେଷ୍ଟ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ...
ବିବାହ ପାଇଁ ଲୁଚାଇ ଥିଲେ କୋଭିଡ୍ ରିପୋର୍ଟ
ଦିଗପହଣ୍ଡି,୨୧।୫: ଗତ ସୋମବାର କୋଭିଡ୍ ଟେଷ୍ଟ କରାଇଥିଲେ। କିନ୍ତୁ ରିପୋର୍ଟ ଆସିଲା ପଜିଟିଭ୍। ଏ ସମ୍ପର୍କରେ ବରଙ୍କ ପରିବାର ଲୋକେ ଜାଣିଥିଲେ। ଏହାସତ୍ତ୍ୱେ ବାହା ହେବାକୁ ବେଦୀରେ ବସିଥିଲେ ବର। ଖବର ପାଇ ପ୍ରଶାସନ ଚଢାଉ କରି ବରକୁ ଆଇସୋଲେଶନକୁ...
ବେଳାଭୂମିରେ ପଡ଼ିଛି ଅଲିଭ୍ ରିଡ୍ଲେଙ୍କ ମୃତଦେହ
ଗଞ୍ଜାମ,୨୧ା୫(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ଦୁଇଦିନ ତଳେ ଗୋଟିଏ ଅଲିଭ୍ ରିଡ୍ଲେ କଇଁଛର ମୃତଦେହ ପଡ଼ିଥିବା ବେଳେ ଗୁରୁବାର ଆଉ ଦୁଇଟି କଇଁଛଙ୍କ ମୃତଦେହ ବେଳାଭୂମିରେ ପଡ଼ିଥିବା ଦେଖିବାକୁ ମିଳିଛି।...
Archives


