ଗଞ୍ଜାମ

ଦୁର୍ଦ୍ଦଶାରେ ସାବିତ୍ରୀଙ୍କ ଜୀବନ

ବଲସକୁମ୍ପା,୨୮।୩: ଖଜୁରିପଡ଼ା ବ୍ଲକ ଅନ୍ତର୍ଗତ ବଲସକୁମ୍ପା ଗ୍ରାମ ପଞ୍ଚାୟତ ଅଧୀନ ନବଗୁବା ଗ୍ରାମରେ ଦୁର୍ଦ୍ଦଶାରେ ଜୀବନ କାଟୁଛନ୍ତି ସାଗର ବେହେରାଙ୍କ ପରିବାର। ପରିବାର କହିଲେ ସ୍ବାମୀ, ସ୍ତ୍ରୀ ସହ ଦୁଇ ପୁଅ ଏବଂ ଗୋଟିଏ ଝିଅ। ପ୍ରତିଦିନ ଚାଷବାସ କରିବା ସହିତ ଦିନମଜୁରିଆ…

୧୨ ବର୍ଷ ହେଲା ଛୁଇଁନାହାନ୍ତି ଖାଦ୍ୟ: ଗୋଡ଼ି, ପଥର ଖାଇ ବଞ୍ଚିଛନ୍ତି ଏହି ବ୍ୟକ୍ତି

ଛତିଶଗଡ଼ର ଯଶପୁର ଜିଲାର ଉଦ୍ୟାନ ବିକାଶ ବ୍ଲକ ଛିପତାଲା ବାସିନ୍ଦା ସନ୍ତୋଷ ଲାକ୍ରାଙ୍କ ନାମ ଏବେ ବେଶ୍‌ ଚର୍ଚ୍ଚାରେ। କାରଣ ସନ୍ତୋଷ ଦୀର୍ଘ ୧୨ ବର୍ଷ ହେଲା ଅନ୍ନ ସ୍ପର୍ଶ ନ କରି କେବଳ ଗୋଡ଼ି, ପଥର ଖାଇ ଜୀବନ ବଞ୍ଚାଇଛନ୍ତି।…

ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ନିକଟସ୍ଥ ରୁଷିକୂଲ୍ୟା ମୁହାଣରେ ସାମୁଦ୍ରିକ କଇଁଛଙ୍କ ଗଣଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୦,୫୩୩ ସାମୁଦ୍ରିକ କଇଁଛ ସମୁଦ୍ରର ନୀଳ ଜଳରାଶିରୁ ଉଠିଆସି ବେଳାଭୂମିର ବାଲୁକା ରାଶିରେ ଗଣଅଣ୍ଡାଦାନ…

ପୂର୍ବତନ କର୍ପୋରେଟରଙ୍କ ଘରେ ପଶି ହତ୍ୟା ଧମକ

ବ୍ରହ୍ମପୁର ଅଫିସ,୨୭।୩: ଗଞ୍ଜାମ ଜିଲାରେ ପୌର ନିର୍ବାଚନ ଶେଷ ହୋଇଛି। ହେଲେ ନିର୍ବାଚନୀ ହିଂସା ଥମିବାର ନାଁ ନେଉ ନାହିଁ। ଶନିବାର ବିଳମ୍ବିତ ରାତିରେ ଗୋଷାଣୀ ନୂଆଗାଁ ଥାନା ଅଧୀନ ହାଉସିଂବୋର୍ଡ ବ୍ରିଟ କଲୋନୀରେ ରହୁଥିବା ପୂର୍ବତନ କର୍ପୋରେଟର ତଥା ପରାଜିତ…

ସୋରଡ଼ା ଏନ୍‌ଏସି ଦଖଲ କଲା ବିଜେଡି

ସୋରଡ଼ା,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍‌ଏସି ପୌର ନିର୍ବାଚନରେ ବିଜେଡିର ଶିବଶଙ୍କର ପଣ୍ଡା ବିଜୟୀ ହୋଇଛନ୍ତି। ସେ ଭଜପାର ସାଧୀନ ପଣ୍ଡାଙ୍କଠାରୁ ୨୮୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୋରଡ଼ା ଏନ୍‌ଏସିର ୧୧ଟି ଓ୍ବାର୍ଡରେ ୯ଟିରେ ବିଜେଡି ଓ ଗୋଟିଏ…

ବିଜେଡି ହାତକୁ ଗଲା ହିଞ୍ଜିଳିକାଟୁ ପୌର ପରିଷଦ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ସୁବାସ ଚନ୍ଦ୍ର ପଲେଇ ବିଜୟୀ ହୋଇଛନ୍ତି। ସେ ଭାଜପା ପ୍ରାର୍ଥୀ ସନ୍ତୋଷ କୁମାର ପାଣିଗ୍ରାହୀଙ୍କୁ ୧୬୩୪ ଭୋଟରେ ହରାଇ ଦେଇଛନ୍ତି । ବିଜୟୀ ବିଜେଡି ପ୍ରାର୍ଥୀ ପଲେଇ ୬୮୨୦ ଭୋଟ୍‌…

ପୁରୁଷୋତ୍ତମପୁରରେ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ,ସ୍ତ୍ରୀଙ୍କ ବାଜିମାତ୍‌

ପୁରୁଷୋତ୍ତମପୁର,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ବିଜେଡିକୁ ପଛରେ ପକାଇ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ-ସ୍ତ୍ରୀ ବାଜି ମାରିନେଇଛନ୍ତି। ସ୍ବାଧୀନ ପ୍ରାର୍ଥୀ ପ୍ରିୟଙ୍କା ଗୌଡ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇ ଏନ୍‌ଏସିକୁ ଦଖଲ କରିଥିବା ବେଳେ ତାଙ୍କ ସ୍ବାମୀ ଅଶୋକ କୁମାର ମହାକୁୁଡ…

ଦିଗପହଣ୍ଡିିରେ କଂଗ୍ରେସର ବାଜିମାତ: ଅଧ୍ୟକ୍ଷ ହେଲେ ପ୍ରଫୁଲ୍ଲ ପଣ୍ଡା

ଦିଗପହଣ୍ଡି,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ୍ଲ ପଣ୍ଡା ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ବିଜେଡି ପ୍ରାର୍ଥୀ ଭି.ରବି ନାରାୟଣ ରାଜୁଙ୍କୁ ପରାଜିତ କରିଛନ୍ତି। ସେହିପରି…

ରାଜନୈତିକ ହିଂସା: ଭୋଟ ଗଣତି ପୂର୍ବରୁ ଜାଳିଦେଲେ କାର

ବ୍ରହ୍ମପୁର ଅଫିସ,୨୬।୩: ପୁଣିଥରେ ପୌର ନର୍ବାଚନକୁ ନେଇ ବ୍ରହ୍ମପୁରରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଲାଞ୍ଜିପଲିରେ ଭାଜପା ପ୍ରାର୍ଥୀଙ୍କ ଘର ସମ୍ମୁଖରେ ଥିବା ଏକ କାରରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ଲାଞ୍ଜିପଲି…

ନିର୍ବାଚନୀ ହିଂସାରେ ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର ଅଫିସ,୨୫ା୩: ବ୍ରହ୍ମପୁର ମହାନଗରରେ ସଂଘଟିତ ନିର୍ବାଚନୀ ହିଂସା ଘଟଣାରେ ବୈଦ୍ୟନାଥପୁର ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀ ଢିପ ସାହିର ସୁନୀଲ ବେହେରା। ପୋଲିସ ଏକ ମାମଲା(ନଂ. ୮୭/୨୨) ରୁଜୁ କରି ସୁନୀଲଙ୍କୁ ଶୁକ୍ରବାର କୋର୍ଟ ଚାଲାଣ…

ଗୁଳି ଫୁଟି ଆଇଆଇସିଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ/ଆସ୍କା, ୨୫।୩: ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି । ଏ ନେଇ ଗଞ୍ଜାମ ଏସ୍‌ପି ସୂଚନା ଦେଇଛନ୍ତି । ଗାଙ୍ଗପୁର ଥାନା ପରିସରରେ ଆଇଆଇସି ଦେବ କୁମାର…

ମା ଦଣ୍ଡ କାଳୀଙ୍କ ପ୍ରସିଦ୍ଧ  ୨୧ ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ 

ପୁରୁଷୋତ୍ତମ ପୁର,୨୫/୩(ଡିଏନ୍ଏ) ଗଞ୍ଜାମ ଜିଲ।ର ପ୍ରସିଦ୍ଧ ମା ଦଣ୍ଡ କାଳୀ ଙ୍କ ୨୧ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ ହୋଇଛି। ଗତ ତିନି ବର୍ଷ ହେଲା ମହାମାରି କରୋନାକୁ ନେଇ ଯାତ୍ରା ବନ୍ଦ ହୋଇ ପଡିଥିବା ବେଳେ କେବଳ ପରମ୍ପରା ଅନୁସାରେ ଦେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri