ଗଞ୍ଜାମ

ମିଶନ ଶକ୍ତି ମିଲେଟ୍‌ ଆଉଟଲେଟ୍‌ ଉଦ୍‌ଘାଟିତ

ଛତ୍ରପୁର,୨।୫( ଡିଏନଏ ): ଗଞ୍ଜାମ ଜ଼ିଲା ହେଡକ୍ୱାର୍ଟର ଛତ୍ରପୁର ଠାରେ ପ୍ରଥମ କରି ମିଶନ ଶକ୍ତି ମିଲେଟ୍‌ ଆଉଟଲେଟ୍‌ ଓ ମିଶନ ଶକ୍ତି କାଫେ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ଉଦ୍‌ଘାଟନ କରିଛନ୍ତି। ମିଲେଟ୍‌ ଆଉଟଲେଟ୍‌ରେ…

ଗଞ୍ଜାମ ଜ଼ିଲାରେ ଆରମ୍ଭ ହେଲା ପଛୁଆ ବର୍ଗଙ୍କ ସାମାଜିକ, ଶିକ୍ଷାଗତ ସ୍ଥିତି ସର୍ଭେ

ଛତ୍ରପୁର,୧।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗ ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହୋଇଛି। ସର୍ଭେ କାର୍ଯ୍ୟ ଯେପରି ଠିକ୍‌ ହେବ ସେଥିନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଜିଲାର ପଛୁଆ ବର୍ଗ…

ୱାର୍ଡମେମ୍ବର ନିର୍ବାଚନ ପ୍ରସ୍ତୁତି ଶେଷ: ବୁଥ୍‌ରେ ପହଞ୍ଚିଲେ ପୋଲିଂ ଦଳ

ସୋରଡା,୧।୫(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ଖାଲି ପଡିଥିବା ୱାର୍ଡ ସଭ୍ୟା ଏବଂ ସଭ୍ୟଙ୍କ ପାଇଁ ମେ’ ୨ ତାରିଖ ମଙ୍ଗଳବାର ନିର୍ବାଚନ ହେବା। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ସୋରଡା ବ୍ଲକର ୨୬ ପଞ୍ଚାୟତ ମଧ୍ୟରୁ ୧୪…

ଏକତା ରଖି ସଂଗଠିତ ହେବାକୁ ଆହ୍ବାନ

ଛତ୍ରପୁର,୧।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ପକ୍ଷରୁ ସୋମବାର ଗୋପାଳପୁର ବନ୍ଦର ନିକଟ ଆର୍ଯ୍ୟପଲ୍ଲୀ କମ୍ୟୁନିଟି୍‌ ହଲ୍‌ରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଜିଲା ଉପସଭାପତି…

ଛୁଟିରେ ରହିବେନି ନିୟୋଜିତ କର୍ମଚାରୀ

ଛତ୍ରପୁର,୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗର ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହେବ । ସର୍ଭେ କାର୍ଯ୍ୟ ଯେପରି ସଠିକ ହେବ ସେଥି ନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଓସ୍ବାନ ହଲ…

ମୃତକଙ୍କ ବ୍ୟାଙ୍କ ଖାତାରୁ ୧ଲକ୍ଷ ୮୦ହଜାର ଟଙ୍କା ହଡ଼ପ

ହିଞ୍ଜିଳିକାଟୁ, ୩୦।୪(ଡି.ଏନ.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରିସ୍ଥିତ ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଜଣେ ମୃତବ୍ୟକ୍ତିଙ୍କ ସଞ୍ଚୟ ଖାତାରୁ ବିଭିନ୍ନ ପର୍ଯ୍ୟାୟରେ ୧ଲକ୍ଷ ୮୦ହଜାର ଟଙ୍କା ଉଠାଇ ହଡ଼ପ କରାଯାଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ,…

ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ

ବ୍ରହ୍ମପୁର ଅଫିସ,୩୦।୪: ବ୍ରହ୍ମପୁର ବଡ଼ ମେଡିକାଲରେ ଜଣେ ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରୀ ଛାତ୍ରଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଛି। ଛାତ୍ରମାନେ ଅଭିଯୁକ୍ତ ଯୁବକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ,…

ଭାରତ ବନ୍ଦ: ଜାତୀୟ ରାଜପଥ ଅବରୋଧ କଲା ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା

ଛତ୍ରପୁର,୩୦।୪(ଡିଏନଏ ): ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି ) ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବି ନେଇ ରବିବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଜ଼ିଲାପରିଷଦ ଭବନ ଛକ ନିକଟ ୧୬ ନମ୍ବର ଜାତୀୟ…

ଜଗନ୍ନାଥପୁର ରେଳ ଷ୍ଟେଶନରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଧାରଣା

ଛତ୍ରପୁର,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର ଓ କେଟିଏନପୁର ଗ୍ରାମର ବରିଷ୍ଠ ନାଗରିକମଞ୍ଚ ପକ୍ଷରୁ ରବିବାର ବିଭିନ୍ନ ଦାବି ନେଇ ଜଗନ୍ନାଥପୁର ରେଳଷ୍ଟେଶନଠାରେ ଏକ ଘଣ୍ଟା ଧରି ଧାରଣା ଦିଆଯାଥିଲା। ଏହି ଅବସରରେ ବ୍ରହ୍ମପୁର ବରିଷ୍ଠ ନାଗରିକ କମିଟି…

ନିଖୋଜ ମହିଳାଙ୍କ ମୃତଦେହ ମିଳିଲା

ହିଞ୍ଜିଳିକାଟୁ,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମର ଅମୂଲି ନାହାକ ପାରିବାରିକ କଳହରୁ ଗତ ତାରିଖରୁ ନିଖୋଜ ଥିଲେ। କବିସୂର୍ଯ୍ୟନଗର ଥାନା ଅଧିନସ୍ଥ ଜଗତି ପାହାଡ଼ରୁ ଶନିବାର ଅମୂଲିଙ୍କ ମୃତଦେହ ଜବତ ହୋଇଛି। ଅମୂଲିଙ୍କ ନିଖୋଜ ସମ୍ପର୍କରେ ପରିବାର ଲୋକେ…

ଟ୍ରକ୍‌ ଧକ୍କାରେ ଭାଙ୍ଗିଲା ଅରୁଣ ସ୍ତମ୍ଭ

ବୁଗୁଡ଼ା,୨୯ା୪(ଡି.ଏନ୍‌.ଏ.): ଓଡ଼ିଶାର ପର୍ଯ୍ୟଟନ କେନ୍ଦ୍ର ତଥା ପ୍ରସିଦ୍ଧ ଦ୍ବିତୀୟ କାଷ୍ଠ ଅର୍କକ୍ଷେତ୍ର ବିରଞ୍ଚି ନାରାୟଣ ମନ୍ଦିର ସମ୍ମୁଖସ୍ଥ ଅରୁଣ ସ୍ତମ୍ଭଟି ଟ୍ରକ୍‌ ଧକ୍କାରେ ଭାଙ୍ଗି ମୁଖଶାଳା ଉପରେ ପଡ଼ିବାରୁ ଉପରେ ଥିବା ଅରୁଣ ମୂର୍ତ୍ତିଟି ଖଣ୍ଡ ବିଖଣ୍ଡିତ ହୋଇଯାଇଛି। ଦୀର୍ଘ ଦୁଇ…

ବିବାହ ବାର୍ଷିକୀ ପାଳନ ପାଇଁ ଶ୍ୱଶୁର ଘରକୁ ଯିବା ବେଳେ ଦୁର୍ଘଟଣା, ଦମ୍ପତିଙ୍କ ସହ ଦୁଇ ଶିଶୁ ଆହତ

ଗଞ୍ଜାମ,୨୯ା୪(ଡି.ଏନ୍‌.ଏ.): ବିବାହ ବାର୍ଷିକୀ ପାଳନ ପାଇଁ ଶ୍ୱଶୁର ଘରକୁ ଯିବା ବାଟରେ ଦୁର୍ଘଟଣାର ଶିକାର ହୋଇଛନ୍ତି ଦମ୍ପତି। ଏହି ଦୁର୍ଘଟଣାରେ ଦୁଇ ଶିଶୁ କନ୍ୟା( ୬ ଓ ୨ ବର୍ଷ ) ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଆଲିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?