ଗଞ୍ଜାମ

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ଏହି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ବ୍ଳକ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଘଟଣାର ୨୪ଘଣ୍ଟା ମଧ୍ଯରେ ସୋମବାର ରାତ୍ରରେ ଗିରଫ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ର(୯୭) ଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ଜୁନ ୨୩…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ ବେଳେ ଏକ ଘରୋଇ ବସକୁ ଧରି ୮ ଲକ୍ଷ ୪୦ ହଜାର ୧୬୩…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ ସାଥି’ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଏହି…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଆଣ୍ଡାମାନ ନିକୋବର ରାଜ୍ୟ ସନ୍ତରଣ ସଂଘ ଓ ଆଣ୍ଡମାନ ନିକୋବର ରାଜ୍ୟ ଅଲିମ୍ପିକ…

ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ଉପଖଣ୍ଡସ୍ତରୀୟ ପ୍ରସ୍ତୁତି ବୈଠକ ସୋମବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି ପଡିଛି । ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ ରେ ଏକ ଧାନ…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସୋମବାର ଉକ୍ତ…

ସେବା ପାଇଁ ଉତ୍ସର୍ଗୀକୃତ ଭଞ୍ଜନଗର ରୋଟାରୀ କ୍ଲବ: ବିଭିନ୍ନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଳବର ୧୯ ତମ ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ଜଗନ୍ନାଥ ରିସର୍ଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିଥିମାନେ ଯୋଗଦେଇ ରୋଟାରୀ କ୍ଳବ ସର୍ବଦା ସେବା ପାଇଁ ଉତ୍ସର୍ଗୀକୃତ ବୋଲି କହିଥିଲେ। ମୁଖ୍ୟ ଅତିଥି…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ ଯୁବକଙ୍କୁ ଅଭିନନ୍ଦନ ଜଣାଇ ସୋମବାର ଜିଲା ସଭାପତି ଶ୍ରୀହର୍ଷ ରଥଙ୍କ ସଭାପତିତ୍ୱରେ ଛତ୍ରପୁର…

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରାଯାଇଛି। ଏହି ଅବସରରେ ମହାବିଦ୍ୟାଳୟରେ ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?