ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା: ପ୍ରିଜାଇଡିଂ ଅଫିସର ଅଟକ
ପୁରୁଷୋତ୍ତମପୁର,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା ପରିସ୍ଥିତି ଉପୁଜିଛି। ମୋଟ ୧୧ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତରେ ନାଏବ ସରପଞ୍ଚ ଲାଗି ୱାର୍ଡ ନଂ ୧ର ସଭ୍ୟା ହରପ୍ରିୟା…
ଆଚରଣବିଧି ଉଲ୍ଲଂଘନ ଅଭିଯୋଗ
ଆସିକା,୧୧ା୩ (ଡି.ଏନ.ଏ.)- ଆସିକା ଏନଏସିରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ଭାଜପା ଆସିକା ନଗର ମଣ୍ଡଳ ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପାର ଏକ ପ୍ରତିନିଧି ଦଳ ଆସିକା ଏନଏସିର ନିର୍ବାଚନ ଅଧିକାରୀ ତଥା…
ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ…
୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୪ ଅଭିଯୁକ୍ତ
ବ୍ରହ୍ମପୁର ଅଫିସ,୧୧ା୩: ଅବକାରୀ କମିଶନର ଆଶିଷ ସିଂ ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍ ଶୁକ୍ରବାର ପୃଥକ ୩ଟି ସ୍ଥାନରୁ ୪ କୁଇଣ୍ଟାଲ ୩୨ କେଜି ଗଞ୍ଜେଇ ସହ ଏକ ଟ୍ରକ…
ଅନ୍ତରୀଣ ଜାମିନରେ ଜେଲରୁ ବାହାରିଲେ ପିଣ୍ଟୁ ଦାସ
ବ୍ରହ୍ମପୁର ଅଫିସ,୧୧ା୩: ଜମି ହଡପ ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର ପିଣ୍ଟୁ ଓରଫ ଶିବ ଶଙ୍କର ଦାସ ଗୁରୁବାର ଜେଲରୁ ବାହାରିଛନ୍ତି। ହାଇକୋର୍ଟରୁ ପିଣ୍ଟୁଙ୍କୁ ମିଳିଥିବା…
ସୁମିତ-ତପସ୍ବିନୀ ଦମ୍ପତିି ବିବାଦ ମାମଲା: ୧୫ରେ ମୂଳ ପିଟିଶନର ଶୁଣାଣି
ବ୍ରହ୍ମପୁର ଅଫିସ,୧୧ା୩: ଡା.ସୁମିତ ସାହୁ-ତପସ୍ବିନୀ ଦାଶ ବିବାଦ ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ତେବେ ତପସ୍ବିନୀଙ୍କ ଭରଣପୋଷଣ ପାଇଁ ମାସିକ ୧୭ହଜାର ଟଙ୍କା ଦେବାକୁ ଜିଲା ଜଜ୍ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଡା. ସୁମିତଙ୍କ ଓକିଲ…
ମିଥ୍ୟା ସାକ୍ଷୀ ମହଙ୍ଗା ପଡ଼ିଲା
ବ୍ରହ୍ମପୁର ଅଫିସ,୧୧ା୩: କୋର୍ଟରେ ମାମଲାର ବିଚାର ବେଳେ ମିଥ୍ୟା ସାକ୍ଷୀ ଦେବା ମହଙ୍ଗା ପଡ଼ିଛି। ଦୁଇ ସରକାରୀ କର୍ମଚାରୀଙ୍କ ସମେତ ୩ ଜଣଙ୍କ ନଁାରେ ମାମଲା ପାଇଁ ଭିଜିଲାନ୍ସ କୋର୍ଟରେ ପିଟିଶନ ରୁଜୁ ହୋଇଛି। ସେମାନେ ହେଲେ କୋଦଳା ଥାନା ମାଲବେଲପଡ଼ା…
ପୌର ନିର୍ବାଚନ: ଘରକୁ ଘର ବୁଲି ଭୋଟ ଭିକ୍ଷା
ଗଞ୍ଜାମ,୧୦।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ପାର୍ଥୀପତ୍ର ଯାଞ୍ଚ ସରିବା ପରେ ବିଜେଡି ପ୍ରଚାରରେ ଆଗୁଆ ରହିଥିବା ଜଣାପଡିଛିl ଗୁରୁବାର ପୁଇଁତୋଳା ୱାର୍ଡ ନଂ-୮ ଓ୯ ରେ ବିଜେଡି ଚେୟାରମ୍ୟାନ ପାର୍ଥିନୀ ଝୁଲି ପାତ୍ର ଓ ୱାର୍ଡ ନଂ-୮…
ବୁଗୁଡ଼ା ଏନ୍ଏସି: ସରିଲା ଯାଞ୍ଚ, ରହିଲେ ୩୩ ପ୍ରାର୍ଥୀ
ବୁଗୁଡ଼ା,୧୦ା୩(ଡି.ଏନ.ଏ.):ବୁଗୁଡ଼ା ଏନଏସି ଅଧ୍ୟକ୍ଷ ପଦବୀ ପାଇଁ ୭ ଜଣ ଏବଂ ୧୩ ୱାର୍ଡର କାଉନଶିଲର ପଦବୀ ପାଇଁ ୨୬ ଜଣ ଏପରି ମୋଟ ୩୩ ଜଣ ପ୍ରାର୍ଥୀ ବୁଧବାର ଯାଞ୍ଚ ପରେ ରହିଥିବା ନେଇ ନିର୍ବାଚନ ଅଧିକାରୀ ସଂଗ୍ରାମ କେଶରୀ ଜେନା…
ଶ୍ମଶାନ ନିକଟରେ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ
ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସହର ବିଭିନ୍ନ ୱାର୍ଡରେ ଥିବା ଖାଲି ସ୍ଥାନ ଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ତେବେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶିଶୁ ଉଦ୍ୟାନଗୁଡିକର ପୁନରୁଦ୍ଧାର…
ଚିକିଟି ଏନ୍ଏସି : ୧୯ ନାମାଙ୍କନ ପତ୍ର କାଏମ
ଚିକିଟି,୧୦ା୩(ଡି.ଏନ.ଏ.):ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ପୌର ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ଅନୁଷ୍ଠିତ ହୋଇଥିଲା। ଚିକିଟି ପୌର ପରିଷଦର ବିଭିନ୍ନ ୱାର୍ଡରେ ୧୯ ଜଣ ନାମାଙ୍କନ ପ୍ରାର୍ଥୀ ଦାଖଲ କରିଥିବା ବେଳେ ସମସ୍ତ କାଏମ ରହିଥିବା ନିର୍ବାଚନ ଅଧିକାରୀ ତଥା…
ଆଇଟିଆଇ ସ୍ଥାପନ କରିବ ଦେଶର ସର୍ବବୃହତ୍ ଟାୟାର ଆର୍ଟ ପାର୍କ
ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଆଇଟିଆଇ ବିଭିନ୍ନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସଫଳତା ପରେ ବର୍ତ୍ତମାନ ଦେଶର ବୃହତ୍ତମ ଟାୟାର ଆର୍ଟ ପାର୍କ ସ୍ଥାପନ କରିବାକୁ ଯାଉଛି। ଏ ନେଇ ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ବୁଧବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ଆଇଟିଆଇ ପକ୍ଷରୁ…
Archives


