ପାଞ୍ଚୋଟି ଚେକ୍ ଡ୍ୟାମ୍ର ପୁନରୁଦ୍ଧାର ଦାବି
ପୋଲସରା, ୨୦।୪: ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ କାଶୀନାଥପୁର ଡାବୁରିଆ ନାଳରେ ନିର୍ମିତ ପାଞ୍ଚୋଟି ଚ୍ୟାକ୍ ଡ୍ୟାମ୍ର ମାଟି ବ୍ୟାଙ୍କ, ଗାର୍ଡ ୱାଲ, ପଥର ପ୍ୟାକିଙ୍କି, ଆବଶ୍ୟକ କଂକ୍ରିଟ କେନାଲ ନିର୍ମାଣ କରିବା, କାଶୀନାଥପୁର ଚ୍ୟାକ୍ ଡ୍ୟାମ୍ ଅର୍ଥାତ ପ୍ରାୟ ୧…
୨୧ ବର୍ଷ ହେଲା ନାହାନ୍ତି ସ୍ଥାୟୀ ପ୍ରଧାନ ଶିକ୍ଷକ
ଗଞ୍ଜାମ, ୨୦।୪(ଡି.ଏନ.ଏ.) ଗଞ୍ଜାମ ସହର ବଡ଼ବଜାରଠାରେ ବହୁ ପୁରାତନ ଭାରତୀ ବିଦ୍ୟାପୀଠ ହାଇସ୍କୁଲ ଅବସ୍ଥିତ। ଏଠାରେ ସ୍କୁଲ ନିର୍ମାଣ ପାଇଁ ଗଞ୍ଜାମ ତଥା ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ୍ ଗୋବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ମା’ ସ୍ବର୍ଗତ ଯଶୋଦା ପଣ୍ଡା ଜମି ପ୍ରଦାନ କରିଥିଲେ।…
ଋଷିକୂଲ୍ୟା ମୁହାଣରେ ଡଲ୍ଫିନ୍
ଗଞ୍ଜାମ,୧୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣରେ ପ୍ରଥମ ଥର ପାଇଁ ଡଲ୍ଫିନ୍୍ ଦେଖାଦେଇଛି। ତହସିଲଦାର ଅରୁଣ କୁମାର ନାୟକ ମଙ୍ଗଳବାର ସମୁଦ୍ର ମଧ୍ୟରେ ଅତି ନିକଟରୁ ନିଜ କ୍ୟାମେରାରେ ଡଲଫିନଙ୍କ ଫଟୋ ଉତ୍ତୋଳନ କରିଥିଲେ। ପ୍ରାୟ ଏକାଠି ୧୦ରୁ ଊର୍ଦ୍ଧ୍ୱ ଡଲ୍ଫିନ୍…
ପ୍ରସ୍ତାବରେ ଅଟକିଛି ଋଷିକୁଲ୍ୟା ଉନ୍ନୟନ କର୍ତ୍ତୃପକ୍ଷ ଗଠନ
ଛତ୍ରପୁର,୧୯।୪(ଡି.ଏନ.ଏ) ଗଞ୍ଜାମ ଜିଲାର ଭାତ ହାଣ୍ଡି ରୂପେ ଋଷିକୁଲ୍ୟା ନଦୀ ପରିଚିତ। ଏଣୁ ଋଷିକୁଲ୍ୟା ବଞ୍ଚତ୍ଲେ ହିଁ ଜିଲାର ସମସ୍ତ କେନାଲ ଓ ନାଳ ବଞ୍ଚତ୍ପାରିବ। ଋଷିକୁଲ୍ୟା ଚିରସ୍ରୋତା ହେଲେ ଗଞ୍ଜାମରେ ଚାଷ ବଞ୍ଚତ୍ବ। ଭଲ ଚାଷ ହୋଇ ଅମଳ ହେଲେ…
ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୧୯।୪: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତ ବୁଲୁ ବେହେରା (୨୪)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହିଞ୍ଜିଳିକାଟୁର ହୋଇଥିବା ବେଳେ ସେ…
ଦେଶରେ ଗଞ୍ଜାମ ଜିଲା ପରିଷଦ, ହିଞ୍ଜିଳି ବ୍ଲକ ଶ୍ରେଷ୍ଠ
ଛତ୍ରପୁର/ହିଞ୍ଜିଳିକାଟୁ,୧୭ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପରିଷଦ ଦେଶରେ ଶ୍ରେଷ୍ଠ ଏବଂ ହିଞ୍ଜିଳି ବ୍ଲକକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ସୋମବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…
୫୦ ପରିବାରଙ୍କ ସମସ୍ୟା ସମାଧାନ ହୋଇପାରୁନି
ଅତିରିକ୍ତ ଜିଲାପାଳ ଅଭିଯୋଗ ଶୁଣିଲେ ଭଞ୍ଜନଗର,୧୮।୪(ଡି.ଏନ.ଏ.) ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ ଅନୁପସ୍ଥିତିରେ ଗଞ୍ଜାମ ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ ଆସିଥିବା ଅଭିଯୋଗ ଗୁଡିକ ଶୁଣିଥିଲେ। ଏହାପରେ…
ଋଷିକୁଲ୍ୟା ମୁହାଣରେ ଛୁଆ ଅଲିଭ୍ ରିଡ୍ଲେଙ୍କ ଆଗମନ
ନୂଆ ଠିକଣା ପାଇଲେ ଲକ୍ଷାଧିକ କଇଁଛ ଗଞ୍ଜାମ,୧୮।୪(ଡି.ଏନ.ଏ.) ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ସମ୍ପ୍ରତି ଲକ୍ଷ ଲକ୍ଷ ସଂଖ୍ୟାରେ ବେବି ଅଲିଭ ରିଡଲେ ନୂଆଁ ଠିକଣା ପାଇବା ଲକ୍ଷ୍ୟ କରାଯାଇଛି। ଗତ ୧୫ ତାରିଖରୁ ଉକ୍ତ ପ୍ରକ୍ରିୟା ଜାରି ରହିଛି। ଗତ…
ଗଞ୍ଜାମ ଜିଲାପରିଷଦ, ହିଞ୍ଜିଳି ବ୍ଲକକୁ ଶ୍ରେଷ୍ଠ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ଛତ୍ରପୁର,୧୭।୪(ଡି.ଏନ୍.ଏ.): ଦେଶରେ ଶ୍ରେଷ୍ଠ ଜିଲାପରିଷଦ ଭାବେ ଗଞ୍ଜାମ ଜିଲାପରିଷଦ ଏବଂ ଶ୍ରେଷ୍ଠ ବ୍ଲକ ଭାବେ ହିଞ୍ଜିଳ ବ୍ଲକକୁ ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ସମ୍ମାନ ମିଳିଛି। ସୋମବାର ନୂଆଦିଲ୍ଲୀଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି।…
ବିଜୁବାବୁଙ୍କ ତିରୋଧାନ ଦିବସ
ସୋରଡ଼ା,୧୭ା୪(ଡି.ଏନ୍.ଏ.): ବିଜୁବାବୁଙ୍କ ୨୬ ତମ ଶ୍ରାଦ୍ଧ ଦିବସ ବିଜୁ ଜନତା ଦଳ ତରଫରୁ ପାଳିତ ହୋଇଯାଇଛି। ସକାଳୁ ବିଜୁ ପ୍ରେମୀମାନେ ଦଳୀୟ କାର୍ଯ୍ୟାଳୟରେ ଏକ ସଭା କରିଥିଲେ।ସେଠାରୁ ଶୋଭାଯାତ୍ରାରେ ବାହାରି ଗଣିଛକରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସରକାରୀ ମେଡିକାଲରେ ପହଞ୍ଚିଥିଲେ।…
ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଆକ୍ରମଣକୁ ନିନ୍ଦା
ଛତ୍ରପୁର,୧୭ା୪(ଡି.ଏନ୍.ଏ.): ସମ୍ବଲପୁରଠାରେ ଗୁରୁବାର ହନୁମାନ ଜୟନ୍ତୀ ପାଳନ ବେଳେ ଶୋଭାଯାତ୍ରା ଉପରେ ହିନ୍ଦୁ ସମାଜ ଓ ପ୍ରଶାସନିକ ଅଧିକାରୀମାନଙ୍କୁ କେତେକ ଦୁର୍ବୃତ୍ତ ପଥର, ଖଣ୍ଡା, ଆଦି ମାରଣାସ୍ତ୍ର ଦ୍ୱାରା ଆକ୍ରମଣ କରିଥିଲେ। ଏହି ଘଟଣାକୁ ଗଞ୍ଜାମ ଜିଲା ହିନ୍ଦୁ ସମାଜ ପକ୍ଷରୁ…
ଦୁର୍ଦ୍ଦଶାରେ ସୁବୁଦ୍ଧିପଲି ବାଉଁଶ କାରିଗର
ଧରାକୋଟ,୧୭।୪(ଡି.ଏନ୍.ଏ.):ଧରାକୋଟ ବ୍ଲକର ମାଣିକପୁର ପଞ୍ଚାୟତ ଅନ୍ତର୍ଗତ ସୁବୁଦ୍ଧି ପଲି ଗ୍ରାମରେ ୨୪ ଗୋଟି ମେଦିରି ସମ୍ପ୍ରଦାୟର ପରିବାର ବାସକରନ୍ତି। ସମ୍ବଳ କହିଲେ ବାଉଁଶରେ ତିଆରି ବିଭିନ୍ନ ପ୍ରକାର ସାମଗ୍ରୀ ବିକ୍ରି କରି ପରିବାର ପ୍ରତି ପୋଷଣ କରିବା। ରାତି ପାହିଲେ ନିକଟସ୍ଥ…

