ସୋରଡ଼ାରେ ରାସ୍ତାଘାଟ ଶୂନ୍ଶାନ୍
ସୋରଡ଼ା,୧୩ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାହ୍ନ ୧୧ଟାରୁ ରାସ୍ତାଘାଟ,ବଜାର,ସରକାରୀ ଅଫିସ, ବ୍ୟବସାୟ ପ୍ରତିଷ୍ଠାନ ସବୁ ଶୂନ୍ଶାନ ହୋଇଯାଉଛି। କିନ୍ତୁ ରଥପଦା ଅଞ୍ଚଳରେ ପେଟପାଟଣା ପାଇଁ ରାସ୍ତା ପାର୍ଶ୍ୱରେ ଅସହ୍ୟ ଖରାରେ ଲେମ୍ବୁ ବିକିବା…
ଦୁଇ ନାବାଳିକା ଭଉଣୀଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର ଅଫିସ,୧୩ା୪: ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟ ଜଜ୍ ଗଣେଶ୍ୱର ପତି ଗୁରୁବାର ଦଳିତ ବର୍ଗର ଦୁଇଜଣ ନାବାଳିକା ଭଉଣୀଙ୍କୁ ବଳାତ୍କାର କରିବା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆବଶ୍ୟକ ପ୍ରମାଣକୁ ଭିତ୍ତି କରି ଗୋଳନ୍ଥରା…
କୋର୍ଟ ଆଦେଶକୁ ଅବମାନନା କରି ପଳାତକ ଘୋଷିତ ହୋଇଥିଲେ, ୨ ହତ୍ୟା ଅଭିଯୁକ୍ତଙ୍କ ସମ୍ପତ୍ତି ଜବତ କଲା ପୋଲିସ
ବେଗୁନିଆପଡ଼ା,୧୩ା୪(ଡି.ଏନ୍.ଏ.): ପୋଲିସ ହାତରେ ଧରା ଦେଲେନି, କୋର୍ଟକୁ ବି ଅବମାନନା କଲେ। ଶେଷରେ ଜବତ ହେଲା ଅପରାଧୀଙ୍କ ସମ୍ପତ୍ତି। ଏଭଳି ଏକ ଖବର ସାମ୍ନାକୁ ଆସିଛି ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ମର୍ଦ୍ଦମେଖ ପଞ୍ଚାୟତର ମାଟିଗଡ଼ ଗାଁରୁ। ଖବର ଅନୁଯାୟୀ,…
ବିଭିନ୍ନ ଦାବିରେ ଶ୍ରମିକଙ୍କ ଆନ୍ଦୋଳନ
ଛତ୍ରପୁର,୧୩ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଇଆର୍ଇ କମ୍ପାନୀ ପରିସରରେ ଥିବା ରିପ୍ ପ୍ଲାଣ୍ଟରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ଲାଗି ରହିଛି। ଏହି ଦାବି ପୂରଣ ନେଇ ପୂର୍ବରୁ ଆଇଆର୍ଇ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ ମାତ୍ର ୩ ମାସ…
ଛାତ୍ରୀଙ୍କୁ ଅପହରଣ ସହ ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୧୩ା୪: ସ୍ବତନ୍ତ୍ର ପୋକ୍ସୋ ଜଜ୍ ପ୍ରଭାତ କୁମାର ରାଜଗୁରୁ ଜନୈକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ପ୍ରମାଣ ଅଭାବରୁ ସେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେ ହେଉଛନ୍ତି ସଦର ଥାନା ଅନ୍ତର୍ଗତ…
ସୂର୍ଯ୍ୟମୁଖୀ ଚାଷ ପ୍ରତି ବଢୁଛି ଆଗ୍ରହ
ଧରାକୋଟ,୧୩ା୪(ଡି.ଏନ୍.ଏ.): କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରୋତ୍ସାହନ ସହ ଗୋଷ୍ଠୀ କୃଷି କାର୍ଯ୍ୟାଳୟର ସଚେତନତା ଯୋଗୁ ଧୀରେ ଧୀରେ ବ୍ଲକର ବିଭିନ୍ନ ପଞ୍ଚାୟତର କୃଷକମାନେ ସୂର୍ଯ୍ୟମୁଖୀ ଚାଷ ପାଇଁ ଆଗ୍ରହୀ ହୋଇ ଏହି ଚାଷକୁ ଆପଣେଇ ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ…
ବିଦ୍ୟାଳୟ ଉଚ୍ଛେଦକୁ ଗ୍ରାମବାସୀଙ୍କ ବିରୋଧ
ବାଲିଗୁଡ଼ା,୧୨।୪(ଡି.ଏନ.ଏ.): ବିଭିନ୍ନ ସମୟରେ ରାଜ୍ୟର ବିଭିନ୍ନ ଜିଲାରେ କମ୍ ଉପସ୍ଥାନ ଦର୍ଶାଇ ଶିକ୍ଷା ବିଭାଗ ପକ୍ଷରୁ ଅନେକ ସ୍କୁଲ ଉଚ୍ଛେଦ ହୋଇଛି। ଏହାକୁ ନେଇ ପୂର୍ବରୁ ଅନେକ ବିବାଦ ମଧ୍ୟ ହୋଇଛି। କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତରେ…
ମହିଳାଙ୍କୁ ପୋଡ଼ି ହତ୍ୟା ମାମଲା : ସ୍ବାମୀଙ୍କୁ ଆଜୀବନ ଜେଲ
ବ୍ରହ୍ମପୁର ଅଫିସ,୧୧ା୪- ଗଞ୍ଜାମ ଜିଲା ଦୌରାଜଜ ମଙ୍ଗଳବାର ଜନୈକା ମହିଳାଙ୍କୁ ପୋଡ଼ି ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ସ୍ତ୍ରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ତାଙ୍କ ସ୍ବାମୀ ଏସ୍. ସୀମାଞ୍ଚଳ ପାତ୍ରଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ…
ଗଞ୍ଜାମରେ ପୁଣି ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ
ବ୍ରହ୍ମପୁର ଅଫିସ,୧୧ା୪-ଗଞ୍ଜାମ ଜିଲାବାସୀଙ୍କୁ ପୁଣିଥରେ କରୋନା ଭୟ ଘାରିଛି। ଦୀର୍ଘଦିନ ପରେ ମଙ୍ଗଳବାର ଜିଲାରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକି ଚଳିତ ବର୍ଷର ଜିଲାରେ ପ୍ରଥମ ପଜିଟିଭ୍ ବୋଲି କୁହାଯାଉଛି। ସେ ଜଣେ ସରକାରୀ କର୍ମଚାରୀ ବୋଲି ଜଣାପଡ଼ିଛି।…
ପଞ୍ଚୟତ ଉପନିର୍ବାଚନ: ୱାର୍ଡସଭ୍ୟ ନାମାଙ୍କନ ଦାଖଲ ନେଇ ବିବାଦ
ଛତ୍ରପୁର,୧୧।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ଅଧୀନ ୯ ନଂ ୱାର୍ଡସଭ୍ୟ ଉପନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ନେଇ ବିବାଦ ଦେଖାଦେଇଛି। ଛତ୍ରପୁର ବ୍ଲକର ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ (ଜିପିଇଓ) ଅବଧି ସରିବା ପରେ ଜଣଙ୍କ ନାମାଙ୍କନପତ୍ର ଗ୍ରହଣ…
ପୋଖରୀରେ ବୁଡି ୭ ବର୍ଷ ବାଳକଙ୍କ ମୃତ୍ୟୁ
ବେଗୁନିଆପଡ଼ା,୧୧।୪(ଡି.ଏନ.ଏ.): ଗାଧୋଇବା ବେଳେ ପୋଖରୀରେ ବୁଡିଗଲେ ୭ ବର୍ଷର ବାଳକ(ଶରତ ପ୍ରଧାନ)। ଗଞ୍ଜାମ ଜିଲା କୋଦଳା ନିକଟସ୍ଥ ଦେଓଗାଁ ଗ୍ରାମରେ ଆଜି ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ଦେଓଗାଁ ବ୍ରାହ୍ମଣ ଗାଡିଆ ପୋଖରୀକୁ ଗାଧୋଇବାକୁ ଯାଇଥିଲେ ଶରତ।…
ଭଞ୍ଜନଗରରୁ ପୁରୀ ଗଲା ଢଉରା କାଠ
ଭଞ୍ଜନଗର,୧୧ା୪(ଡି.ଏନ.ଏ.): ପ୍ରଥମ ଥର ପାଇଁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ବାଇବାଲି ଜଙ୍ଗଲରୁ ୪୦ ଫୁଟ ଲମ୍ବର ୨୦ ଖଣ୍ଡ ଢଉରା କାଠ ପୁରୀ ରଥଯାତ୍ରା ପାଇଁ ପଠାଯାଇଛି। ଆଉ କିଛି ଦିନ ପରେ କେନ୍ଦ୍ରୀୟ ବନାଞ୍ଚଳ ପୁରୁଣାପାଣିରୁ…

