ଗଞ୍ଜାମ

ଘର ପଟ୍ଟା ଦାବିରେ ପୌର ଭୋଟ ବର୍ଜନ ନିଷ୍ପତ୍ତି

ରମ୍ଭା,୨୭।୨: ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦର ତିନି ନମ୍ବର ୱାର୍ଡର ବ୍ରଜମୋହନପୁର ସାହିବାସୀଙ୍କ ପକ୍ଷରୁ ଆଗାମୀ ପୌର ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନିଆଯାଇଛି। ବ୍ରଜମୋହନପୁର ସାହି ବାସିନ୍ଦାମାନେ ପ୍ରାୟ ଷାଠିଏ ବର୍ଷରୁ ଊର୍ଦ୍ଧ୍ୱ ହେଲା ଘର କରି ରହି ଏନ୍‌ଏସି…

୧୫ ନଂ ଜୋନ୍‌ରେ ଚାଲିଛି ଗଣତି

ଗଞ୍ଜାମ,୨୭ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୫ ନମ୍ବର ଜୋନ୍‌ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ଜାରି ରହିଛି। ମଧ୍ୟାହ୍ନ ୧୨ଟା ସୁଦ୍ଧା ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ଏଥିପାଇଁ ବିଡିଓ ବିଶ୍ୱଜିତ ରାୟ, ତହସିଲଦାର ଅରୁଣ ନାୟକ ପ୍ରମୁଖ ସ୍ଥିତି ସମୀକ୍ଷା କରୁଛନ୍ତି।…

କଡ଼ା ସୁରକ୍ଷାରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ଗଣତି

ଗଞ୍ଜାମ,୨୬ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ୧୪ ନମ୍ବର ଜୋନ୍‌ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ଜାରି ରହିଛି l ଖବର ଶେଷ ସୁଦ୍ଧା ପ୍ରାୟ ୩୨ ଓ୍ବାର୍ଡ ସଭ୍ୟ ଗଣତି ସମ୍ପୂର୍ଣ୍ଣ ହୋଇଥିବା ବେଳେ ଅନ୍ୟାନ୍ୟ ପଞ୍ଚାୟତର ଓ୍ବାର୍ଡଗୁଡ଼ିକର ଭୋଟ୍‌ ଗଣତି ଜାରିରହିଛି।…

ପଞ୍ଚାୟତ ନିର୍ବାଚନର ପ୍ରଥମ ଫଳାଫଳ: ସୋରଡ଼ାର ୬୩ ନଂ ଜୋନ୍‌ରେ ବାଜି ମାରିଲା ବିଜେଡି

ସୋରଡ଼ା,୨୬ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ଫଳାଫଳ ଆସିଛି। ଗଞ୍ଜାମ ଜିଲା ସୋରଡ଼ାର ୬୩ ନମ୍ବର ଜୋନ୍‌ର ବିଜେଡି ପ୍ରାର୍ଥୀ ସମରେନ୍ଦ୍ର କୁମାର ସାହୁ ବିଜୟୀ ହୋଇଛନ୍ତି। ବିଜେଡି ୬୩ ନମ୍ବର ଜୋନରେ ୨୯୪୪ ଖଣ୍ଡ ଭୋଟ୍‌ ପାଇଥିବାବେଳେ ଭାଜପା…

ସୁବଳୟା ସମିତିିସଭ୍ୟା ନିଖୋଜ: ଏସ୍‌ପି ଅଫିସ ଆଗରେ ବିକ୍ଷୋଭ

ଛତ୍ରପୁର,୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସୁବଳୟା ସମିତିସଭ୍ୟ ମାମୀ ଦାସ ନିଖୋଜ ନେଇ ପଞ୍ଚାୟତବାସୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ନିଖୋଜ ମାମୀ ନିନ୍ଦ୍ୱର୍ନ୍ଦରେ ସମିତିସଭ୍ୟା ଭାବେ ନିର୍ବାଚିତ ହୋଇଛନ୍ତି । ତାଙ୍କୁ ଉଦ୍ଧାର କରିବା ସହ ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ…

ଗଣତି ପୂର୍ବର କେନ୍ଦ୍ରର ସ୍ଥିତି ଅନୁଧ୍ୟାନ କଲେ ଏସ୍‌ଡିପିଓ

ଗଞ୍ଜାମ,୨୫।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍‌ ଗଣତି ଆରମ୍ଭ ହେବା। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଗଞ୍ଜାମ ଜିଲା ଭାରତୀ ବିଦ୍ୟାପୀଠରେ…

ଧରାପଡ଼ିଲା ଶାଳକାଠ ବୋଝେଇ ଗାଡ଼ି

ବୁଗୁଡ଼ା,୨୫ା୨(ଡି.ଏନ.ଏ.): ଗଞ୍ଜାମ ଜିଲା କରଚୁଲି ସଂରକ୍ଷିତ ଜଙ୍ଗଲ ଭାଗ-୨ ଅନ୍ତର୍ଗତ ତାକରଡା ଗାଁ ଛକ ନିକଟରେ ବନ ବିଭାଗ ପକ୍ଷରୁ ଚଢାଉ କରି ଶାଳ କାଠ ବୋଝେଇ ଏକ ଗାଡିକୁ ଜବତ କରାଯାଇଛି। କାଠ ଚାଲାଣରେ ସମ୍ପୃକ୍ତ ବୁଗୁଡ଼ା ଥାନା ଅନ୍ତର୍ଗତ…

ପାତ୍ରପୁର ବିଡିଓଙ୍କୁ ଆକ୍ରମଣ: କାର୍ଯ୍ୟାନୁଷ୍ଠାନ ଦାବି କଲେ ଓଏଏସ ସଂଘ

ଛତ୍ରପୁର,୨୫।୨(ଡି.ଏନ୍‌ଏ.): ଗଞ୍ଜାମ ଜିଲା ପାତ୍ରପୁର ବିଡିଓ ପ୍ରକାଶ କୁମାର ଦାସଙ୍କୁ ଆକ୍ରମଣ ମାମଲା ନେଇ ଓଏଏସ୍‌ ସଂଘ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଏହି ଘଟଣାକୁ ନିନ୍ଦା କରାଯାଇଛି । ଏଥିରେ ସମ୍ପୃକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଘରେ ପଶି ମହିଳାଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୨୫।୨: ସଦର ଥାନା ଅନ୍ତର୍ଗତ ଅଳକାପୁରୀରେ ଜଣେ ମହିଳାଙ୍କୁ ଘରେ ପଶି ହତ୍ୟା କରାଯାଇଛି। ଘଟଣା ଜଣାପଡିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତ ମହିଳା ଜଣଙ୍କ ବିଜୟ ଚରଣ ବେହେରାଙ୍କ ସ୍ତ୍ରୀ ସୁରଜା ବେହେରା (୫୮)। ଖବର ପାଇ…

ଅସୁରକ୍ଷିତ କୋଠା ତଳେ ବ୍ୟବସାୟ

ବ୍ରହ୍ମପୁର ଅଫିସ,୨୪।୨: ବ୍ରହ୍ମପୁର ସହରର ପ୍ରମୁଖ ଓ ପୁରାତନ ବ୍ୟବସାୟିକ କେନ୍ଦ୍ରସ୍ଥଳ ହେଉଛି ଗିରି ମାର୍କେଟ। ଏହି ମାର୍କେଟ ଉପରେ ବ୍ରହ୍ମପୁର ସମେତ ଗଞ୍ଜାମ ଜିଲାର ବିଭିନ୍ନ ବ୍ୟବସାୟୀ ନିର୍ଭରଶୀଳ। ମାର୍କେଟ କୋଠାଟି ବର୍ତ୍ତମାନ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଥିରେ ଫାଟ…

ଭୋଟ୍‌ ବାକ୍ସକୁ ମୁଣ୍ଡିଆ ମାରିଲେ ଏମ୍‌ପି ପ୍ରମିଳା ବିଷୋୟୀ

ଗଞ୍ଜାମ,୨୪ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଜି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଛି। ବେଗୁନିଆପଡା, ଆସିକା ଓ ଭଞ୍ଜନଗର ପ୍ରମୁଖ ୩ଟି ବ୍ଲକରେ ଭୋଟ୍‌ ଗ୍ରହଣ ଚାଲିଛି। ତେବେ ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ମତଦାନ ସମୟରେ ଭୋଟ୍‌ ବାକ୍ସକୁ ମୁଣ୍ଡ…

ମତଦାନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

ଭଞ୍ଜନଗର,୨୪ା୨(ଡି.ଏନ୍‌.ଏ.): ଗୁରୁବାର ଭଞ୍ଜନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ୩୨୧ ବୁଥ୍‌ରେ ଶେଷ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ବ୍ଲକରେ ୧ ଲକ୍ଷ ୮୯୬୬ ଜଣ ଭୋଟର ଅଛନ୍ତି। ଭଞ୍ଜନଗର ବ୍ଲକ ଅଗଝୋଳ ଗ୍ରାମରେ ଜଙ୍ଗଲ ଓ ପରିବେଶ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri