ଗଞ୍ଜାମ

ମେ ୨ରେ ୫ ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ

ଗଞ୍ଜାମ, ୪।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକରେ ୧୫ ପଞ୍ଚାୟତ ମଧ୍ୟରୁ ସୁବଳୟା, ମଲାଡ଼, ପାଲଙ୍ଗ, ସାନ ରାମଚନ୍ଦ୍ରପୁର ଏବଂ ହୁମା ଆଦି ୫ଟି ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ ହୋଇ ନ ଥିଲା। ପଞ୍ଚାୟତର ବିଭିନ୍ନ ୱାର୍ଡ ସଭ୍ୟ ପାଇଁ ଏସ୍‌ଟି ନିମନ୍ତେ…

ସରିଲା ଚୈତ୍ର ଯାତ୍ରା: ଆର ବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଶେଷ ଚତୁର୍ଥ ପାଳି ହୋଇଥିବା ବେଳେ ଭକ୍ତ ଆର ବର୍ଷକୁ ଅପେକ୍ଷା କରିଛନ୍ତି। ଅନ୍ୟପକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କ ଆର୍ଶିବାଦ ଭିକ୍ଷା କରୁଛନ୍ତି। ଏପରି…

ଦଣ୍ଡନାଚ ରେକର୍ଡ ଡାନ୍ସବେଳେ ଗୋଷ୍ଠୀସଂଘର୍ଷ: ୧୦ ଆହତ

ଭଞ୍ଜନଗର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁ ମହୁଲିଆରେ ରବିବାର ବିଳମ୍ବିତ ରାତିରେ ଦଣ୍ଡନାଚରେ ରେକର୍ଡ ଡାନ୍ସ ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷର ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ଜଣେ…

୮୦ ବଦଳରେ ଆସିଲା ୪୦ ମାର୍କ ପ୍ରଶ୍ନପତ୍ର

ଭଞ୍ଜନଗର, ୪ା୪(ଡି.ଏନ.ଏ): ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ବର୍ତ୍ତମାନ ଯୁକ୍ତ ୩ ତୃତୀୟ ସେମିଷ୍ଟର୍‌ ପରୀକ୍ଷା ଚାଲିଛି। ସୋମବାର କଳା ଓ ବିଜ୍ଞାନ ଛାତ୍ରୀଛାତ୍ରଙ୍କ କମ୍ୟୁନିକେଟିଭ ଇଂଲିଶ ଥିଲା। ବାଣିଜ୍ୟ ଛାତ୍ରୀଛାତ୍ରଙ୍କ ଇ କମର୍ସ ପରୀକ୍ଷା ଥିଲା। ତେଣୁ ସୋମବାର ଯୁକ୍ତ ୩…

ଜିଲାରେ ୮୭୩ ହେକ୍ଟର ସୂର୍ଯ୍ୟମୁଖୀ ଚାଷ

ବ୍ରହ୍ମପୁର ଅଫିସ,୪।୪: ତୈଳବୀଜ ଉତ୍ପାଦନରେ ସୂର୍ଯ୍ୟମୁଖୀର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିରେ ପ୍ରଚୁର ପରିମାଣରେ ଜୀବନଶକ୍ତି ବା ଖାଦ୍ୟପ୍ରାଣ ରହିଛି। ଏଥିରେ ମୁଖ୍ୟତଃ ୨୦.୮% ପୁଷ୍ଟିସାର ଓ ୫୦% ସ୍ନେହସାର ଥିବାରୁ ଖାଇବା ତେଲ ଉତ୍ପାଦନରେ ଏବଂ ସ୍ବାସ୍ଥ୍ୟରକ୍ଷା ଦିଗରେ ଏହାର ପ୍ରମୁଖ…

୩ ବିଧାୟକଙ୍କ ପୁତ୍ରଙ୍କୁ ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୪।୪: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଏବେଠୁ ଶାସକ ଓ ବିରୋଧୀ ଦଳ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଚାଲିଛି। ଦଳର ପ୍ରତିଷ୍ଠା ଦିବସ ଏବଂ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଦିବସରେ ବିଜେଡି ପକ୍ଷରୁ ଗଞ୍ଜାମ ଜିଲାର ୧୩ ନିର୍ବାଚନମଣ୍ଡଳୀରେ ବିଭିନ୍ନ…

ଯୌତୁକ ନିର୍ଯାତନା : ପୁଅକୁ ଆଣିବାକୁ ଯାଇ ମାଡ଼ ଖାଇଲେ ମହିଳା

ବ୍ରହ୍ମପୁର ଅଫିସ,୩ା୪: ବ୍ରହ୍ମପୁର ସଦର ଥାନାରେ ଜନୈକା ମହିଳା ଶିବାନୀ ସାହୁଙ୍କୁ ତାଙ୍କ ଶଶୁର ଘରେ ଅଧିକ ଯୌତୁକ ଦାବି କରି ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଥିବା ସୋମବାର ଅଭିଯୋଗ ହୋଇଛି। ପୋଲିସ ନଂ ୨୦୩/୨୩ରେ ଏକ ମାମଲା ରୁଜୁ…

ଅବଧି ସରିଲାଣି, ସରୁନି ନିର୍ମାଣ କାର୍ଯ୍ୟ

ପୋଲସରା,୩ା୪(ଡି.ଏନ.ଏ.): ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ବ୍ୟବସାୟୀମାନଙ୍କ ସୁବିଧା ଲାଗି ୩୯୬.୦୦ଲକ୍ଷରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଲାଗି ଭୂମି ପୂଜନ କରିବା ସହ ଟେଣ୍ଡର ପ୍ରକ୍ରିୟା ହୋଇଥିଲା। ଟେଣ୍ଡର ପେପରରେ ନିର୍ମାଣ କାର୍ଯ୍ୟର ସମୟସୀମା ଅବଧି ଏକ ବର୍ଷ ରହିଛି, ଯାହାକି…

ଟେଣ୍ଡର ପେପର ଖୋଲିବା ପୂର୍ବରୁ କାମ ଆରମ୍ଭ

ଭଞ୍ଜନଗର,୩।୪(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍‌ଏସିରେ ବିଭିନ୍ନ ସମୟରେ ବିଭିନ୍ନ କାମରେ ଅନିୟମିତତା ନେଇ ଅଭିଯୋଗ ହେଉଥିବା ବେଳେ ରବିବାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆସିଛି । ଏନଏସି ପାଇଁ ୧୦ଟି କାମର ଟେଣ୍ଡର ଗତ ୨୧ ତାରିଖରେ ବାହାରିଛି…

ସୁପରସ୍ପେଶାଲିଟି ସର୍ଜରି ବିଭାଗରୁ ଖସିଲା ସିଲିଂ

ବ୍ରହ୍ମପୁର ଅଫିସ,୩ା୪: ବ୍ରହ୍ମପୁର ବଡ ମେଡିକାଲ ସୁପରସ୍ପେଶାଲିଟି ବ୍ଲକରୁ ଲଗାତର ସିଲିଂ ଖସୁଛି। ପୁଣିଥରେ ସର୍ଜରି ବିଭାଗର ୫ ନମ୍ବର ୟୁନିଟ ପ୍ରବେଶ ପଥର ସିଲିଂ ଖସିଛି। ରବିବାର ରୋଗୀ କମ୍‌ ଥିବା ଏବଂ ସମ୍ପର୍କୀୟ ମଧ୍ୟ ଅଳ୍ପ ଥିଲେ, ଏପରିକି…

ମାନସିକ ପୂରଣ ପାଇଁ ଯାଉଥିଲେ; ବାଟରେ ଦୁର୍ଘଟଣା

ଦିଗପହଣ୍ଡି,୨।୪(ଡି.ଏନ୍‌.ଏ.): ମାନସିକ ପୂରଣ ନେଇ ଦଣ୍ଡନାଚରେ ସାମିଲ ହେବାକୁ ଯାଉଥିବା ଜଣେ ଯୁବକ ରବିବାର ଦୁର୍ଘଟଣାର ଶିକାର ହୋଇ ଗୁରୁତର ହୋଇଛନ୍ତି। ସେ ହେଲେ କେ.ନୂଆଗଁା ଥାନା ଅଧୀନ ଲାଲ୍‌ମେଣ୍ଟା ଗ୍ରାମର ଏଲ୍‌. ବାଇଲଡୁ(୨୪)। ଗୁରୁତର ଅବସ୍ଥାରେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ…

ବିଦ୍ୟୁତ୍‌ ତାର ଲାଗି ନାବାଳିକା ଗୁରୁତର

ଦିଗପହଣ୍ଡି,୨।୪(ଡି.ଏନ୍‌.ଏ.): ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ନାବାଳିକା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପାଟପୁର ଥାନା ଅଧୀନ ଗୁମ୍ମା ଗ୍ରାମର ଲିସା ଗୌଡ଼(୭)। ସ୍ଥାନୀୟ ଲୋକଙ୍କ ସହାୟତାରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?