ଗଞ୍ଜାମ

ନକଲି ମଦ ପ୍ରସ୍ତୁତ କାରଖାନାରେ ଚଢ଼ାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୪: ଅବକାରୀ ଗୁଇନ୍ଦା ଟିମ୍‌ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଦିଗପହଣ୍ଡି ଥାନା ଅନ୍ତର୍ଗତ କଇଠଖଣ୍ଡି ଛକରେ ପାଟ୍ରୋଲିଂ କରୁଥିଲା। ଏକ ଅଟୋକୁ ଅଟକାଇ ଯାଞ୍ଚ ବେଳେ ସେଥିରେ ବିଦେଶୀ ମଦ ଚାଲାଣ ହେଉଥିବା ଜଣାପଡ଼ିଥିଲା। ଅଧିକ ଯାଞ୍ଚ…

ଗଞ୍ଜାମ ଜିଲା ସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ

ଛତ୍ରପୁର,୧।୪(ଡି.ଏନ୍‌.ଏ.): ୮୮ ତମ ଗଞ୍ଜାମ ଜିଲା ସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ଛତ୍ରପୁରସ୍ଥିତ ପୋଲିସ ପରେଡ ପଡିଆଠାରେ ପାଳିତ ହୋଇଛି। ଉକ୍ତ ଦିବସରେ ଗଞ୍ଜାମ ଏସ୍‌ପି ଜଗମୋହନ ମିନା ମଧ୍ୟ ଅତିଥି ଭାଦେ ଯୋଗ ଦେଇ ଆନୁଷ୍ଠାନିକ ପରେଡରେ ଅଭିବାଦନ ଗ୍ରହଣ…

୮୮ ତମ ପୋଲିସ ପ୍ରତିଷ୍ଠା ଦିବସ, ନିଷ୍ଠାର ସହ ଦାୟିତ୍ୱ ନିର୍ବାହ କର : ଆଇଜି

  ବ୍ରହ୍ମପୁର ଅଫିସ,୧।୪: ବ୍ର୍ରହ୍ମପୁରରେ ଯେଉଁ ଉଦ୍ଦେଶ୍ୟ ନେଇ ପୋଲିସ ଜିଲା ପ୍ରତିଷ୍ଠା କରାଯାଇଥିଲା ତାହା ପୂରଣ କରିବା ପାଇଁ ମିଳିତ ଉଦ୍ୟମ ଦରକାର। ଅପରାଧ ନିୟନ୍ତ୍ରଣ କରି ଅପରାଧୀଙ୍କୁ ଦୃଢ଼ ହସ୍ତରେ ଦମନ କରିବା ଦିଗରେ ଏବେ ପୋଲିସର ଭୂମିକା…

ଭାଜପା ଶାସନରେ ଦେଶର ଗଣତନ୍ତ୍ର ବିପନ୍ନ: କଂଗ୍ରେସ

ବ୍ରହ୍ମପୁର ଅଫିସ/ଫୁଲବାଣୀ ଅଫିସ, ୧ା୪: ଭାଜପା ନେତୃତ୍ୱାଧିନ କେନ୍ଦ୍ର ସରକାରଙ୍କ ଶାସନରେ ଦୁର୍ନୀତି ଓ ଭ୍ରଷ୍ଟାଚାର ବଢ଼ିଚାଲିଛି। ପ୍ରତିବାଦ ଓ ବିରୋଧ କଲେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ବିଭିନ୍ନ ଭାବରେ ହଇରାଣ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଶିଳ୍ପପତି…

ଶେଷ ପର୍ଯ୍ୟାୟରେ ବୁଢ଼ୀ ଠାକୁରାଣୀଙ୍କ ଅସ୍ଥାୟୀ ମଣ୍ଡପ କାର୍ଯ୍ୟ

ବ୍ରହ୍ମପୁର ଅଫିସ,୧ା୪: ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢୀ ଠାକୁରାଣୀ ଯାତ୍ରା ଆସନ୍ତା ୪ ତାରିଖରୁ ଆରମ୍ଭ ହେବ। ଏବେ ଠାରୁ ବ୍ରହ୍ମପୁର ସହରବାସୀଙ୍କ ମହଲରେ ଆନନ୍ଦ ଉଲାସ ଦେଖିବାକୁ ମିଳିଲାଣି। ମା’ ବୁଢୀ ଠାକୁରାଣୀଙ୍କ ନିମନ୍ତେ ଦେଶୀ ବେହେରା ସାହିରେ…

ଯୁବତୀଙ୍କୁ କମେଣ୍ଟ ମାରି ବନ୍ଧାହେଲେ ଦୁଇ ଯୁବକ

ହିଞ୍ଜିଳିକାଟୁ ୩୦।୩(ଡି.ଏନ.ଏ.): ସୋରଡା ଅଞ୍ଚଳର ଜଣେ ଯୁବତୀଙ୍କୁ ହିଞ୍ଜିଳିକାଟୁ କଲେଜରୁ ବସଷ୍ଟାଣ୍ଡ ଆସିବା ବେଳେ ବୁଧବାର ୨ ଜଣ ଯୁବକ ପିଛାକରି କମେଣ୍ଟ ସହ ଅଶ୍ଲୀଳ ଇଙ୍ଗିତ କରିଥିଲେ। ଏ ନେଇ ଛାତ୍ରୀ ଜଣକ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ…

ଘଣ୍ଟ, ସଂକୀର୍ତ୍ତନରେ ବଜରଙ୍ଗ ଦଳର ଶୋଭାଯାତ୍ରା

ହିଞ୍ଜିଳିକାଟୁ,୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବଜରଙ୍ଗ ଦଳ ପକ୍ଷରୁ ଗୁରୁବାର ରାମନବମୀ ସମାରୋହ ଏବଂ ଶୋଭାଯାତ୍ରା ପାଳିତ ହୋଇଯାଇଛି । ଏହି ଅବସରରେ ହିଞ୍ଜିଳିକାଟୁ ରେଗିଡିସାହି ଚାରିଛଖ ହନୁମାନ ମନ୍ଦିରରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା। ଅପରାହ୍ନରେ ବଜରଙ୍ଗ ଦଳର ଶତାଧିକ କର୍ମୀ…

ରାମନବମୀରେ ୭୦କି.ମି. ବାଇକ୍‌ ଶୋଭାଯାତ୍ରା

କୋଦଳା,୩୦।୩((ଡି.ଏନ୍‌.ଏ.): ଆଜି ପବିତ୍ର ରାମ ନବମୀ। ଏହି ଅବସରରେ ଗଞ୍ଜାମ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ଶର୍ଦ୍ଧାଳୁଙ୍କ ଏକ ବାଇକ୍‌ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଭାଜପା ନେତା ପ୍ରତାପ ନାୟକଙ୍କ ନେତୃତ୍ୱରେ ଶୋଭାଯାତ୍ରା କବିସୂର୍ଯ୍ୟନଗରରୁ ବାହାରି କୋଦଳାରେ ପହଞ୍ଚି ଥିଲା। ଏପରି କି…

ଫେସବୁକରୁ ପ୍ରେମ ପରେ ଅଶ୍ଲିଳ ଭିଡିଓ ଭାଇରାଲ, ଅଭିଯୁକ୍ତ ଯୁବକ ଗିରଫ

ବେଗୁନିଆପଡ଼ା,୩୦।୩(ଡି.ଏନ.ଏ): ପ୍ରଥମେ ଫେସବୁକରୁ ବନ୍ଧୁତା ପରେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଭିଡିଓ କଲରେ ଭିଡିଓ ଶୁଟ କରି ଥିଲା ପ୍ରେମିକ। ଆଉ ତାପରେ ସମୟ ସୁବିଧା ଦେଖି ଖରାପ ଭିଡିଓ ଶୁଟ କରିବା ସହ ସୋସିଆଲ ମିଡିଆରେ ଭାଇରାଲ କରିଥିଲା।…

ଶ୍ରୀରାମ ନବମୀ, ଦଣ୍ଡକାଳୀ ପୂଜାରେ ଗାଁ ଉତ୍ସବ ମୁଖର

ଗଞ୍ଜାମ,୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଧୀନ ପୁଇଁତୋଳା ଗ୍ରାମରେ ଗୁରୁବାର ଶ୍ରୀରାମ ନବମୀ ମହାସମାରୋହରେ ପାଳିତ ହୋଇଛି। ଏହି ଅବସରରେ ହନୁମାନ ମନ୍ଦିରରେ ପ୍ରାତଃରୁ ସଂକୀର୍ତ୍ତନ ହୋଇଥିଲା l ଅନ୍ୟପକ୍ଷେ ଦୁଇସାହିରେ ମା’ଦଣ୍ଡକାଳୀଙ୍କ ଧୂଳି ଦଣ୍ଡ ହୋଇଥିଲା। ଏପରିକି ହରେକୃଷ୍ଣ ହରେ ରାମ……

ସ୍କାନରରେ ୨୫୦ ଶିକ୍ଷକଙ୍କ ଜାଲ୍‌ ପ୍ରମାଣପତ୍ର

ଛତ୍ରପୁର,୩୦ା୩(ଡି.ଏନ.ଏ): ଗଞ୍ଜାମ ଜିଲାରେ ଜାଲ୍‌ ଶିକ୍ଷାଗତଠାରୁ ଆରମ୍ଭ କରି ଜାତିଗତ ଓ ବିଭିନ୍ନ ପ୍ରମାଣପତ୍ର ଦାଖଲ କରି ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଏନେଇ ଦୀର୍ଘ ବର୍ଷ ପୂର୍ବରୁ ଖୋଳତାଡ ଚାଲିଥିବାବେଳେ ତଦନ୍ତର ଶିଥିଳତା ଯୋଗୁଁ ଏହାର ସୁଫଳ ମିଳିପାରୁନି। ବିଭିନ୍ନ ଅଭିଯୋଗକୁ…

ଗଞ୍ଜାମ ପାଇଁ ଗୌରବ ଆଣିଲେ ଅଖିଳ, ସାମ୍ବାଦିକତା ଓ ଗଣଯୋଗାଯୋଗରେ ମିଳିଲା ସ୍ବର୍ଣ୍ଣପଦକ

ଗଞ୍ଜାମ,୨୯ା୩(ଡି.ଏନ୍‌.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗରେ ଅଖିଳ ତରାଇ ସ୍ବର୍ଣ୍ଣପଦକ ହାସଲ କରି ଗଞ୍ଜାମ ସହର ପାଇଁ ଗୌରବ ଆଣିଛନ୍ତି। ଏନେଇ ବ୍ରହ୍ମପୁର ବିଶବିଦ୍ୟାଳୟର ୨୪ତମ ସମାବର୍ତ୍ତନ ଉତ୍ସବରେ ତାଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି। ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?