ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ ଗୋଟିଏ ବାଇକ୍କୁ ଆଉ ଗୋଟିଏ ବାଇକ ଧକ୍କା ଦେଇ ଦ୍ରୁତଗତିରେ ଚାଲି ଯାଇଥିଲl। ଏହି…
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ମାତ୍ର କିଛି ଦୂର ଜଙ୍ଗଲ ମଧ୍ୟରୁ ଚାରୋଟି କୁକୁର ଏକ ହରିଣକୁ ଗୋଡ଼ାଇ ଗୋଡ଼ାଇ…
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବନ ବିଭାଗ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶିବିରରେ ଦିଗପହଣ୍ଡି…
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏଲ. ଗୌରୀ ରେଡ୍ଡୀ ଓ ତାଙ୍କ ସ୍ବାମୀଙ୍କ ମଧ୍ୟରେ କୌଣସି…
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡି ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ ଗଜପତି…
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ ବୋଇରାଣୀ ମଧ୍ୟରେ ହୋଇଥିଲା। ଏଥିରେ ବୋଇରାଣୀ ୫ ଉଇକେଟରେ ବିଜୟୀ ହୋଇଥିଲା। ସାନକୋଦଣ୍ଡା ପ୍ରଥମେ…
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ ଗଜପତି ଜିଲା ମୋହନା…
ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା।ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ର କାର୍ଯ୍ୟକର୍ତ୍ତା, ବହୁ ସଂଖ୍ୟକ ସଭ୍ୟ…
ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା ପରେ ସେମାନଙ୍କ ସମର୍ଥକମାନେ…
ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ…
ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ
ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ ରାମଗୁଡା ଗ୍ରାମ ଦେଇ ମା’ ବାଳକୁମାରୀଙ୍କ ମନ୍ଦିରକୁ ରାସ୍ତା ପଡେ । ଚିକିଟି ରାଜାଙ୍କ…
ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର
ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର ଆପ୍ଲିକେସନ(ଓରସାକ) ଦ୍ୱାରା କରାଯାଉଥିବା ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର। ଛତ୍ରପୁର ବ୍ଲକ ବଡମାଧପୁର ପଚାଂୟତ…
Archives


