ଗଞ୍ଜାମ

୨୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

ଗୋପାଳପୁର,୧୯ା୮(ନବୀନ ରାଜ୍‌ ଆଚାରୀ)- ୧୬ ନମ୍ବର ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅଧୀନ ସୋରଲା ରୋଡ ଜଙ୍କସନ ନିକଟରୁ ଶନିବାର ପୋଲିସ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଗାଡ଼ି ଚାଳକ କେନ୍ଦ୍ରାପଡ଼ା...

କଲେଜ ଛାତ୍ରୀଙ୍କୁ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ବ୍ରହ୍ମପୁର,୧୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ବଡ଼ବଜାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ଛାତ୍ରୀଙ୍କୁ ଉଦ୍ଧାର କରିଛି। ଶନିବାର ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ଏମକେସିଜି ମେଡିକାଲରେ ଡାକ୍ତରୀମଇନା କରାଯାଇଛି। କୋର୍ଟରେ...

ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ମା’: ଗିରଫ ହେଲେ ଜ୍ୱାଇଁ

କୋଦଳା,୧୯ା୮(ଅମିତ କୁମାର ପଟ୍ଟନାୟକ): ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅଧୀନ ସାଙ୍କୁଡ଼ା ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ଜଣଙ୍କ ହେଲେ କସ୍ତୁରୀ ପଲାଇ। ଘଟଣାରେ ସ୍ବାମୀ ସୁକାନ୍ତ ପଲାଇକୁ ପୋଲିସ ଗିରଫ...

ବୋମାମାଡ଼ ମାମଲା: ବନ୍ଧା ହେଲେ ୨ ପେଷାଦାର ଅପରାଧୀ

ବ୍ରହ୍ମପୁର,୧୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବଡବଜାର ଥାନା ଅଧୀନ କେନାଲ ସାହିରେ ଗତ ବୁଧବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ବୋମାମାଡ଼ ଘଟଣାରେ ପୋଲିସ ଗୋଟିଏ ଗୋଷ୍ଠୀର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗ୍ରାମଦେବତୀ ସାହିର ଅମିତ ନାୟକ...

ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଦାବିପତ୍ର

ପୁରୁଷୋତ୍ତମପୁର,୧୮।୮(ସୀମାଞ୍ଚଳ ମିଶ୍ର): ବିଭିନ୍ନ ଦାବିନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ପୁରଷୋତ୍ତମପୁର ବ୍ଲକ କାର୍ଯାଳୟକୁ ଘେରାଉ କରାଯାଇଥିଲା। ପୁରୁଷୋତ୍ତମପୁର କାଳୀ ମନ୍ଦିର ଛକରୁ ନଗର କଂଗ୍ରେସ ସଭାପତି ମନୋରଞ୍ଜନ ଦାଶଙ୍କ ନେତୃତ୍ୱରେ କର୍ମୀମାନେ ଶୋଭାଯାତ୍ରାରେ ବାହାରି ଉଭୟ କେନ୍ଦ୍ର ଓ ରାଜ୍ୟ...

ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ

ବୁଗୁଡ଼ା,୧୭ା୮(କାଳିଚରଣ ଦାଶ): ବିଲରେ କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଦୁଖଦଃ ଘଟଣା ଘଟିଛି ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ଗହଙ୍ଗୁ ଗ୍ରାମରେ। ମୃତ ଚାଷୀ ହେଲେ...

ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ବୃଦ୍ଧ

ପୋଲସରା,୧୬ା୮(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ବିରିପୁର ଗ୍ରାମ ବାଘୁଆ ନଦୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବିରିପୁର ଗ୍ରାମର ହରିହର ପାତ୍ର (୮୦)। ସେ ବୁଧବାର ସନ୍ଧ୍ୟାରେ...

ପୋତାଗଡ଼ରେ ୭୭ତମ ସ୍ବାଧୀନତା ଦିବସ ପାଳିତ

ଗଞ୍ଜାମ,୧୫।୮(ବିଦ୍ୟାଧର ସାହୁ )ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗରେ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଛି l ତହସିଲଦାର ଅରୁଣ କୁମାର ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ l ଏନଏସି ଅଧକ୍ଷା ପ୍ରତିଭା ପାଢ଼ୀ, ଉପାଧ୍ୟାକ୍ଷ...

୭୭ତମ ସାଧୀନତା ଦିବସ ଉପଲକ୍ଷେ ଦି ଇକୋ ୱାରିୟର, ଗଞ୍ଜାମ ପକ୍ଷରୁ ମେଗା ରକ୍ତଦାନ ଶିବିର

ଗଞ୍ଜାମ,୧୫।୦୮: (ବିଦ୍ୟାଧର ସାହୁ ) ୭୭ତମ ସାଧୀନତା ଦିବସ ଉପଲକ୍ଷେ ଗଞ୍ଜାମ ସ୍ବେଛାସେବୀ ସଂଗଠନ ଇକୋ ୱାରିୟର ପରିବାର ପକ୍ଷରୁ ସ୍ଥାନୀୟ ଭାରତୀ ବିଦ୍ୟାପୀଠ ସଭା ଗୃହଠାରେ ମଙ୍ଗଳବାର ଏକ ସଚ୍ଛୋକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି...

ବନ୍ଧୁତାପୂର୍ଣ୍ଣ କ୍ରିକେଟ ମ୍ୟାଚ: ଛତ୍ରପୁର ପ୍ରେସ କ୍ଲବକୁ ହରାଇଲା ଜିଲ୍ଲା ପ୍ରଶାସନ

ଛତ୍ରପୁର ,୧୫।୮(ସନ୍ତୋଷ ପାଢ଼ୀ ): ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସ୍ଥାନୀୟ ଷ୍ଟାଡିୟମ ଠାରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ସହ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ଏକ ଦିନିକିଆ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ୧୨...

ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା

ପୁରୁଷୋତ୍ତମପୁର,୧୫।୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସ୍ବାଧୀନତା ଦିବସ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଚାର ବିଭାଗୀୟ ଅଦାଲତରେ ଆସିଷ୍ଟାଣ୍ଟ ସେସନ୍‌ ଜଜ ଶରତ କୁମାର ସାହୁ ପତାକା ଉତ୍ତୋଳନ କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର...

ତାରାତାରିଣୀ କଲେଜର ଗୌରବ: ବ୍ରହ୍ମପୁର ଆଇଜରରେ ସ୍ଥାନ ପାଇଲେ କଲ୍ୟାଣୀ

ପୁରୁଷୋତ୍ତମପୁର, ୧୫ା୮(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ରୀ କଲ୍ୟାଣି ଶୁଭଶ୍ରୀ ତ୍ରିପାଠୀ ପୁଣି ଥରେ କଲେଜ ଲାଗି ଗୌରବ ଆଣିଛନ୍ତି। କେବଳ ସେତିକି ନୁହେଁ ସେ ଓଡିଶାର ପ୍ରଥମ ଛାତ୍ରୀ ଭାବରେ ବ୍ରହ୍ମପୁର ଆଇଜରରେ ବାୟୋଲୋଜିକାଲ ସାଇନ୍ସ ବିଭାଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri