ଗଞ୍ଜାମ

ବୋହୂଙ୍କୁ ଶ୍ୱଶୁରଙ୍କ ବଳାତ୍କାର ଉଦ୍ୟମ

ହିଞ୍ଜିଳିକାଟୁ,୨୯ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ବୋହୂଙ୍କୁ ତାଙ୍କ ଶ୍ୱଶୁର ମଦ ନିଶାରେ ବଳାତ୍କାର ଉଦ୍ୟମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାଟି ଗତ ରବିବାର ଘଟିଥିବା ବେଳେ ମଙ୍ଗଳବାର ଏଥିନେଇ ପୀଡ଼ିତା ବୋହୂ ଥାନାରେ ଅଭିଯୋଗ…

ଋଷିକୂଲ୍ୟା ମୁହାଣରେ ବିରଳ ପ୍ରଜାତିର ସବୁଜ କଇଁଛ

ଗଞ୍ଜାମ,୨୯ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୂଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଦେଖିବାକୁ ମିଳିଛି। ଉକ୍ତ ବିଶାଳକାୟ କଇଁଛଟି ସମୁଦ୍ରର ନୀଳ ଜଳରାଶି ମଧ୍ୟରୁ ଗଞ୍ଜାମ ବ୍ଲକର ପୋଡ଼ାମପେଟା ବେଳାଭୂମିକୁ ଉଠିଆସିଥିବା ବ୍ରହ୍ମପୁର ଡିଏଫ୍‌ଓ ସନି ଖୋଖର ସୂଚନା…

ଏପ୍ରିଲ ୧୮ରେ ହାଇକୋର୍ଟରେ ଏକତ୍ର ଶୁଣାଣି ଧାର୍ଯ୍ୟ

ଛତ୍ରପୁର,୨୯।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାଳିପଲ୍ଲୀଠାରେ ପ୍ରସ୍ତାବିତ ସ୍ମାର୍ଟକେମ୍‌ ଟେକ୍ନୋଲୋଜି କମ୍ପାନୀ ବିରୋଧରେ ହାଇକୋର୍ଟରେ ପୁଣି ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି ା ଏହାକୁ ମିଶାଇ ୩ ଟି ମାମଲା ହାଇକୋର୍ଟରେ ରୁଜୁ ହେଲାଣି ା ଉକ୍ତ ମୂଳ…

ବେଆଇନ ଗାଡ଼ି ଚାଳନା : ପ୍ରଥମ ଦିନରେ ଧରାପଡ଼ିଲେ ୧୪ ନାବାଳକ

ଛତ୍ରପୁର/ଭଞ୍ଜନଗର/ପାରଳାଖେମୁଣ୍ଡି,୨୯।୩(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ପକ୍ଷରୁ ବେଆଇନ ନାବାଳକ ବାଇକ ଚଳାଇବା ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି । ଏନେଇ ଗଞ୍ଜାମ ଓ ଭଞ୍ଜନଗର ଆରଟିଓ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାଞ୍ଚ କରି ୧୪ ନାବାଳକଙ୍କୁ ଧରାଯାଇଛି। ଗଞ୍ଜାମ ଆରଟିଓ ପକ୍ଷରୁ…

ବ୍ରହ୍ମପୁର ରେଳ ଷ୍ଟେଶନର ବିକାଶ, ଟର୍ମିନାଲ ନିର୍ମାଣ ଦାବି

ବ୍ରହ୍ମପୁର ଅଫିସ,୨୯।୩: ବ୍ରହ୍ମପୁର ରେଳ ଷ୍ଟେଶନର ବିକାଶ, ରେଳ ଟର୍ମିନାଲ ନିର୍ମାଣ ଦାବିରେ ଓଡ଼ିଶା ଡେଭଲପ୍‌ମେଣ୍ଟ୍‌ ଫୋରମ୍‌ ପୂର୍ବତଟ ରେଲୱେ ଉପମହାପ୍ରବନ୍ଧକ ଅଶୋକ କୁମାର ମିଶ୍ର ଓ ସିପିଟିଏମ୍‌(ଚିଫ୍‌ ପାସେଞ୍ଜର ଟ୍ରାନ୍ସପ୍ରୋଟେକ୍‌ଶନ ମ୍ୟାନେଜର) ଜେ.ପି. ମିଶ୍ରଙ୍କ ସହ ଭୁବନେଶ୍ୱର ରେଲୱେ କାର୍ଯ୍ୟାଳୟଠାରେ…

ଗ୍ୟାସ୍‌ ଲିକ୍‌ ହୋଇ ଅଗ୍ନିକାଣ୍ଡ

ଭଞ୍ଜନଗର ୨୮।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଖଲାସାହିରେ ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରୁ ସନ୍ତୋଷ ପଣ୍ଡାଙ୍କ ପରିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ କର୍ମଚାରୀ…

ପାହାଡ଼ ବ୍ଲାଷ୍ଟିଂ ବେଳେ ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୨୮।୩: ଗଞ୍ଜାମ ଜିଲା ବାଲିଛାଇ ଭାଟଖାଲି ପାହାଡ଼ରେ ବ୍ଲାଷ୍ଟିଂ ବେଳେ ପଥର ଫାଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତ ଶ୍ରମିକଙ୍କ ପରିଚୟ ମିଳି ନ ଥିବା ବେଳେ ସେ ଖୋର୍ଦ୍ଧା ଅଞ୍ଚଳର ବୋଲି କୁହାଯାଉଛି। ପୋଲିସ ଘଟଣାସ୍ଥଳରେ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା: ମିଶନ ଶକ୍ତି ସଚିବ କଲେ ଦର୍ଶନ

ପୁରୁଷୋତ୍ତମପୁର,୨୮।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛି। ଏହି ପାଳିରେ ରାତି ସାଢେ ୧୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ…

ସ୍ବାମୀଙ୍କୁ ୪ବର୍ଷ ଜେଲ, ୪ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୮ା୩: ଗଞ୍ଜାମ ଜିଲା ଦୌରା ଜଜ ସୋମବାର ଏକ ଯୌତୁକ ଜନିତ ହତ୍ୟା ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଉଛନ୍ତି ଗୋଳନ୍ଥରା ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଅଦୀପ ଚନ୍ଦ୍ର ନାୟକ।…

ଡିଭାଇଡର ଉପରେ ଚଢିଗଲା ମାଲବାହୀ ଟ୍ରକ୍‌

ହିଞ୍ଜିଳିକାଟୁ, ୨୭।୩(ଡି.ଏନ.ଏ.): ହିଞ୍ଜିଳିକାଟୁ ବଇଁଚବଣିଆ ଛକ ଏନ୍‌ଏଚଥ ନଂ- ୫୯ ଉପରେ ଏକ ପଥର ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢିଯାଇଛି। ଡ୍ରାଇଭର ଆହତ ହୋଇଥିବା ବେଳେ ଟ୍ରକ୍‌ ସମ୍ମୁଖ ଭାଗ ନଷ୍ଟ ହୋଇଯାଇଛି। ପ୍ରକାଶ ଯେ, ଟ୍ରକ୍‌ଟି…

ରେଳଧାରଣା ପାର ବେଳେ ଅଘଟଣ

ବ୍ରହ୍ମପୁର ଅଫିସ,୨୭ା୩: ରେଳଧାରଣା ପାର ବେଳେ ଘଟିଛି ଅଘଟଣ। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଉ ଜଣେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ତାଙ୍କ ବୟସ ଆନୁମାନିକ…

ବିଧାନସଭାରେ ଉଠିଲା ହୁମ୍ମା ଲବଣ ଉତ୍ପାଦନ ପ୍ରସଙ୍ଗ

ଗଞ୍ଜାମ,୨୭।୩:(ଡି.ଏନ୍‌.ଏ.): ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନ ସଭାରେ ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନ ଗଞ୍ଜାମ ବ୍ଲକରେ ଥିବା ହୁମ୍ମା ଲବଣ କ୍ଷେତ୍ର ସମ୍ପର୍କରେ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଉକ୍ତ ଲବଣ ଚାଷଜମିକୁ ରାଜ୍ୟ ସରକାରଙ୍କ ମାଲିକାନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?