ଗଞ୍ଜାମ

ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରାରମ୍ଭ

ପୁରୁଷୋତ୍ତମପୁର, ୨୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଲୋକପର୍ବ ମା’ ଦଣ୍ଡକାଳୀଙ୍କ ୨୧ଦିନିଆ ଦଣ୍ଡଯାତ୍ରା ଶନିବାର ଆରମ୍ଭ ହୋଇଛି। ଏ ନେଇ ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଜିଲାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ପୁରୁଷୋତ୍ତମପୁର ସହରରେ ଥିବା ୩ଟିି ଦଣ୍ଡ ଯାତ୍ରା…

ଟିକରପଡ଼ାରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ ୩ ଗୁରୁତର

ସାନଖେମୁଣ୍ଡି,.୨୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ାରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ତୋଫାନ ଗୌଡ଼ । ୩ ଗୁରୁତରଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି…

ଏମ୍‌କେସିଜିରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ ୨୫ା୩ : ଛତ୍ରପୁର ପୋଲିସ ଜିଲାରେ କନଷ୍ଟେବଳ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ଶୁକ୍ରବାର ଅପରାହ୍ନରେ ଅଘଟଣ ଘଟିଛି। ୧୬୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ଭାଗ ନେଇ ଟ୍ରାକ୍‌ରେ ଦୌଡୁଥିବା ଥିବା ଜଣେ ପରୀକ୍ଷାର୍ଥୀ ହଠାତ୍‌ ପଡିଆରେ…

‘ଅଫିସ ବାହାରକୁ ଯାଉଛି ଫାଇଲ’

ଗଞ୍ଜାମ,୨୪ା୩(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସିର ଉନ୍ନୟନ କାର୍ଯ୍ୟ ଫାଇଲ ଅଫିସ ବାହାରକୁ ଯାଉଥିବା ନେଇ ଶୁକ୍ରବାର ଏନ୍‌ଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକଙ୍କ ସମେତ ସମସ୍ତ ବିଜେଡି କାଉନସିଲର ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଜିଲାପାଳ ଏବଂ ଜିଲା ପ୍ରକଳ୍ପ ଅଧିକାରୀଙ୍କ…

ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ: ପ୍ରଶାସନ ସହାୟତାରେ ଫେରିଲା ମୃତଦେହ

ଦିଗପହଣ୍ଡି,୨୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମର ଜିତେନ୍ଦ୍ର ଦଳାଇଙ୍କ ମୃତଦେହ ଗୁରୁବାର ଗୁଜୁରାଟ ସୁରଟରୁ ଗାଁ ରେ ପହଞ୍ଚିଛି। ସୁରଟ ସହରର ଏକ ସୂତାକଳରେ ସେ ଶ୍ରମିକ ଭାବେ କାର୍ଯ୍ୟ କରି ପରିବାର ପ୍ରତିପୋଷଣ କରୁଥିଲେ। ଶନିବାର ତାଙ୍କ…

ଗରିବ ଦାସ ମୃତ୍ୟୁ ମାମଲାର ପର୍ଦ୍ଦାଫାଶ

ବେଗୁନିଆପଡ଼ା,୨୩ା୩: ଜାନୁୟାରୀ ୨୯ରେ ଘଟିଥିବା ଗରିବ ଦାଶ ମୃତ୍ୟୁ ଘଟଣାରେ ଏବେ ଚାଞ୍ଚଲ୍ୟକର ଖୁଲାସା ସାମ୍ନାକୁ ଆସିଛି। ଗରିବ ଦାଶଙ୍କ ମୃତ୍ୟ ଆତ୍ମହତ୍ୟା ବୋଲି ଆଶଙ୍କା କରାଯାଉଥିଲା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଏବଂ ଫୋନ କଲ୍‌ ତଥ୍ୟକୁ ଆଧାର କରି ଏହା…

ଏମ୍‌କେସିଜିରେ ଏମ୍‌ଏଲ୍‌ସିୟୁ, ଏସ୍‌ଏମ୍‌ଆଇଟି ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ, ୨୪।୩: ରାଜ୍ୟରେ ମାତୃ-ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ରାଜ୍ୟ ସରକାର ନର୍ସିଂ ଅଫିସର୍ସମାନଙ୍କ ପାଇଁ ସ୍ବତନ୍ତ୍ର ପ୍ରଶିକ୍ଷଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଏମ୍‌କେସିଜି ବଡ଼ ଡାକ୍ତରଖାନାରେ ମିଡଓ୍ବାଇଫେରି ଲିଡ୍‌ କେୟାର୍‌ ୟୁନିଟ୍‌(ଏମ୍‌ଏଲ୍‌ସିୟୁ) ଏବଂ କଲେଜ ଅଫ ନର୍ସିଂ…

ରାସ୍ତାରେ ଯାଉଥିବା ବେଳେ ମାଡ଼ିଗଲା କଣ୍ଟେନର

ପୋଲସରା,୨୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ପୋଲସରା ଥାନା ଖଇରଚଟା ଗ୍ରାମର ସତ୍ୟବାଦୀ ଗୌଡ଼। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ,…

ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଦାୟିତ୍ୱ ନେଲେ ନୂଆ ଡାକ୍ତର

ଗଞ୍ଜାମ,୨୪ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର(ନୂତନ)ରେ ଡାକ୍ତର ଭାବେ ଜ୍ୟୋତିର୍ମୟୀ ପଣ୍ଡା ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଏହି ପଦବୀ ଖାଲିପଡ଼ିଥିଲା। ଏହି ମେଡିକାଲରେ ଡାକ୍ତର ନିଯୁକ୍ତ ପାଇଁ ଗଞ୍ଜାମ ଏନ୍‌ଏସି ଉପାଧ୍ୟାକ୍ଷ ସୁରେନ୍ଦ୍ର କୁମାର ବାରିକି,…

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର: ଜେଲ୍‌ ଗଲେ ସିପାହୀ

ବ୍ରହ୍ମପୁର ଅଫିସ,୨୪ା୩: ଏକ ଆବାସିକ ସ୍କୁଲର ଜନୈକା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ସଦର ଥାନା ପୋଲିସ ଜଣେ ସିପାହୀଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ମୋହନା ଥାନା ଅନ୍ତର୍ଗତ କାଳିଆପୁଟା ଗ୍ରାମର…

ଜଳ ଅପଚୟ

ଭଞ୍ଜନଗର, ୨୩ା୩(ଡି.ଏନ୍‌.ଏ): ବିଶ୍ୱ ଜଳ ଦିବସ ବୁଧବାର ପାଳିତ ହୋଇଛି। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଜଳର ଅପଚୟକୁ ରୋକିବା ଏବଂ ବିଶୁଦ୍ଧ ପାଣି ବ୍ୟବହାର କରିବା। କିନ୍ତୁ ଭଞ୍ଜନଗର ସହରରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି।…

ଅଙ୍ଗନୱାଡି କେନ୍ଦ୍ର, ସ୍କୁଲ ବାରଣ୍ଡା ମାଡ଼ିନାହାନ୍ତି ଶିଶୁ

ବୁଗୁଡ଼ା, ୨୨ା୩(ଡି.ଏନ୍‌.ଏ.): ‘ସଭିଏଁ ପଢ଼ିବେ, ସଭିଏଁ ବଢ଼ିବେ’ର ସ୍ଲୋଗାନ ଏବେ ବୁଗୁଡ଼ା ଅଞ୍ଚଳରେ ଫେଲ୍‌ ମାରିଥିବା ଦେଖବବାକୁ ମିଳିଛି। ୩ ରୁ ୧୪ ବର୍ଷ ପିଲାଙ୍କ ପାଇଁ ଶିକ୍ଷା ବାଧ୍ୟତାମୂଳକ କରାଯାଇଛି। ଗୋଟିଏ ବି ଶିଶୁ ଯେମିତି ବିଦ୍ୟାଳୟ ଯିବାରୁ ବଞ୍ଚତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?