ଗଞ୍ଜାମ

ବାସନ୍ତୀକ ନବରାତ୍ର ପର୍ବ: ଚଳଚଞ୍ଚଳ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୩।୩(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠରେ ବାସନ୍ତୀକ ନବରାତ୍ର ପର୍ବ ଲାଗି ବୁଧବାର ରାତ୍ରରୁ ଚଳଚଞ୍ଚଳ ହୋଇ ଉଠିଛି। ପଣ୍ଡିତଙ୍କ ବେଦ ଧ୍ବନିରେ ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି। ଏହି ପର୍ବ ଚୈତ୍ର ପ୍ରତିପଦା ଠାରୁ…

ନାବାଳିକାଙ୍କୁ ବଳାତ୍କାର କରି ଜଣେ ଗିରଫ

ହିଞ୍ଜିଳିକାଟୁ,୨୨ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଘଟଣା ନେଇ ବୁଧବାର ହିଞ୍ଜିଳି ଥାନାରେ ନାବାଳିକାଙ୍କ ଅଭିଯୋଗ ପରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଥାନାରେ ଏକ ବଳାତ୍କାର ମାମଲା ରୁଜୁ ହୋଇ ଉଭୟଙ୍କ…

ତାରାତାରିଣୀ କଲେଜର ସଫଳତା : ‘ଜାମ’ର ୧୬୧ ର଼୍ୟାଙ୍କରେ କଲ୍ୟାଣୀ ଶୁଭଶ୍ରୀ

ପୁରୁଷୋତ୍ତମପୁର, ୨୨/୩(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଯୁକ୍ତ ତିନି ପ୍ରାଣୀ ବିଜ୍ଞାନ ଶେଷ ବର୍ଷର ଛାତ୍ରୀ କଲ୍ୟାଣୀ ଶୁଭଶ୍ରୀ ତ୍ରିପାଠୀ ଜାମ ( ଯୁଗ୍ମ ପ୍ରବେଶିକା ପରିକ୍ଷା)ରେ ସର୍ବ ଭାରତୀୟ ସ୍ତରରେ ୧୬୧ ର଼୍ୟାଙ୍କରେ ରହି କଲେଜ ଲାଗି…

ଭଡ଼ାଘର ପାଲଟୁଛି ଅପରାଧୀଙ୍କ ଆଡ୍ଡ଼ାସ୍ଥଳ

ବ୍ରହ୍ମପୁର ଅଫିସ,୨୨।୩: ବ୍ରହ୍ମପୁର ସହରରେ ଭଡ଼ା ଘରେ ବିଭିନ୍ନ ପ୍ରକାର ଅପରାଧ ଘଟିବା ସହ ଚୋରା ମଦ, ଗଞ୍ଜେଇ ଓ ଗୁଟ୍‌ଖା ଆଦି କାରବାର ଓ ଅନୈତିକ କାର୍ଯ୍ୟ ହେଉଛି। ଭଡା ଦେଉଥିବା ମାଲିକମାନେ ସେମାନଙ୍କ ସମ୍ପର୍କରେ କୌଣସି ତଥ୍ୟ ଠିକ୍‌…

ହାତୀ ମୃତ୍ୟୁ ଚିନ୍ତାଜନକ

ଭଞ୍ଜନଗର,୨୨।୩(ଡି.ଏନ.ଏ.): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବିଶ୍ୱ ବନ ଦିବସ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ପାଳିତ ହୋଇଯାଇଛି । ଏଥିରେ ଡ଼ିଏଫଓ ସୁଦର୍ଶନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଗତ କିଛିବର୍ଷ ହେବ ରାଜ୍ୟରେ ଜଙ୍ଗଲ…

ଘଣ୍ଟାଏ ବର୍ଷାରେ ସାହି ଜଳବନ୍ଦୀ

ବ୍ରହ୍ମପୁର ଅଫିସ,୨୨।୩: ପଶ୍ଚିମା ଝଡ ପ୍ରଭାବରେ ବ୍ରହ୍ମପୁରରେ ଗତ ୩ ଦିନ ଧରି ପାଗ ମେଘୁଆ ସାଙ୍ଗକୁ ସନ୍ଧ୍ୟାରୁ ରାତି ଯାଏ ବର୍ଷା ଲାଗି ରହୁଥିଲା। ପୂର୍ବାହ୍ନରୁ ଅପରାହ୍ନ ଟାଣ ଖରା ହେଉଥିବା ବେଳେ ସନ୍ଧ୍ୟାରେ ପାଗ ମେଘୁଆ ହୋଇ ଝିପି…

ବସ୍‌ରୁ ୭୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ, ୨୧।୩: ଅବକାରୀ ଗୁଇନ୍ଦା ପୋଲିସ ମଙ୍ଗଳବାର ଜାତୀୟ ରାଜପଥ ଗୋପାଳପୁର ଜଙ୍କସନରୁ ଏକ ଯାତ୍ରୀବାହୀ ବସ୍‌ରୁ ପୃଥକ ଭାବେ ୭୦କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଦୁଇଜଣଙ୍କୁ ଗିରଫ କରିଥିବା ଜଣାପଡିଛି। ଅଭିଯୁକ୍ତମାନେ ହେଲେ ମଧ୍ୟପ୍ରଦେଶ ଆଦିତ୍ୟପୁରମର ପୂର୍ବତନ…

ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼/କବିସୂର୍ଯ୍ୟନଗର,୨୧ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୁଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆରଡ଼ିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତୀଭାସନ,…

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି ା ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ କମାଇବା ଲାଗି ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିଙ୍କ…

ଜାତୀୟସ୍ତରୀୟ ଜୁନିୟର ବାଳିକା ହ୍ୟାଣ୍ଡବଲ ପ୍ରତିଯୋଗିତା

ବ୍ରହ୍ମପୁର ଅଫିସ,୨୧ା୩: ଉତ୍ତର ପ୍ରଦେଶର ବରେଲିଠାରେ ଜାତୀୟ ହ୍ୟାଣ୍ଡବଲ୍‌ ଜୁନିୟର ବାଳିକା ପ୍ରତିଯୋଗିତା ୨୧ ରୁ ୨୫ତାରିଖ ଯାଏ ଅନୁଷ୍ଠିତ ହେବ। ଏଥି ନିମନ୍ତେ ସୋମବାର ୪ଜଣ ପ୍ରତିଯୋଗୀ ବରେଲି ଅଭିମୁଖେ ଯାତ୍ରା କରିଛନ୍ତି। ସେମାନେ ହେଲେ ସଞ୍ଜନା ସ୍ବାଇଁ ,ଲିପିକା…

ଆନ୍ତଃ ରାଜ୍ୟ ଠକଙ୍କୁ ଭବାନୀପାଟଣା ଜେଲରୁ ଆଣିଲା ପୋଲିସ

ବ୍ରହ୍ମପୁର ଅଫିସ,୨୧ା୩: ବ୍ରହ୍ମପୁର ପୋଲିସର ଏକ ଟିମ୍‌ ସୋମବାର ଭବାନୀପାଟଣା ଜିଲା କାରାଗାରରେ ଥିବା ଜଣେ ଆନ୍ତଃ ରାଜ୍ୟ ଠକଙ୍କୁ ବ୍ରହ୍ମପୁର ଆଣିଥିଲା। ଅଭିଯୁକ୍ତ ଜଣଙ୍କ ହେଲେ ଟାଉନ ଥାନା ଅନ୍ତର୍ଗତ ବିଜିପୁରର ସୁମନ ଶେଖର ରାଉତ(୩୦)। ପୋଲିସ ସୁମନଙ୍କୁ ଏସ୍‌ଡିଜେଏମ୍‌ଙ୍କ…

ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରାର ଦ୍ୱିତୀୟ ପାଳି

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛିଛି। ଦ୍ୱିତୀୟ ପାଳିରେ ରାତି ସାଢେ ୧୨ ଟାରୁ ମନ୍ଦିର ଦ୍ୱାର ଫିଟା ହୋଇ ରିତିନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?