ଗଞ୍ଜାମ

ଗୋଲାପ ଦର ଆକାଶଛୁଆଁ

ବ୍ରହ୍ମପୁର ଅଫିସ, ୭ା୨: ଭାଲେଣ୍ଟାଇନ ସପ୍ତାହ ଆରମ୍ଭ ହେବାକୁ ଯାଉଛି । ପ୍ରଥମ ଦିନ ସୋମବାରଠାର ରୋଜ୍‌ ଡେ ପାଳନ ହେବ। ପଶ୍ଚାତ୍ୟ ସଂସ୍କୃତି ଅନୁସାରେ ଏହି ଦିନ ପ୍ରିୟଜନଙ୍କୁ ଗୋଲାପ ଫୁଲ ଉପହାର ସ୍ବରୁପ ପ୍ରଦାନ କରାଯାଏ। ଏଣୁ ସାଧାରଣ ଦିନ…

ଜଙ୍ଗଲରେ ନକଲି ମଦ ଫ୍ୟାକ୍ଟ୍ରି

ବ୍ରହ୍ମପୁର ଅଫିସ,୭ା୨: ବ୍ରହ୍ମପୁର ଉପକଣ୍ଠ ମୋହଡା ପଞ୍ଚାୟତ ବୁରଗଁାରୁ ରବିବାର ଠାବ ହୋଇଛି ଆଉ ଏକ ନକଲି ବିଦେଶୀ ମଦ ଫ୍ୟାକ୍ଟ୍ରି। ଜଙ୍ଗଲ ଭିତରେ ଥିବା ଏକ ପରିତ୍ୟକ୍ତ ଘରେ ଚାଲିଥିବା ଏହି ଫ୍ୟାକ୍ଟ୍ରିରେ ବ୍ରହ୍ମପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥା ଚଢାଉ କରି…

ପିଲାଙ୍କ ଖୁସି କହିଲେ ନ ସରେ

ଗଞ୍ଜାମ,୭ା୨(ଡି.ଏନ୍‌.ଏ.): ସ୍କୁଲ ଖୋଲିବାକୁ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଘୋଷଣା ପରେ ସ୍କୁଲ ଛାତ୍ରୀଛାତ୍ରଙ୍କ ଖୁସି କହିଲେ ନ ସରେ। ସୋମବାର ଭାରତୀ ବିଦ୍ୟାପୀଠକୁ ସ୍କୁଲର ନବମ ଓ ଦଶମ ଶ୍ରେଣୀର ପିଲାମାନେ ଲମ୍ବା ଧାଡ଼ିରେ ଯାଇଥିଲେ । ସ୍କୁଲ…

ନିର୍ବାଚନୀ ହିଂସା ଏଡ଼ାଇବା ପାଇଁ ଫ୍ଲାଗ ମାର୍ଚ୍ଚ

ଛତ୍ରପୁର,୬।୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ନେଇ ଛତ୍ରପୁର ବ୍ଲକ ସୁନ୍ଦରପୁର ଓ ଭିକାରିପଲୀ ପଞ୍ଚାୟତର ବିଭିନ୍ନ ଗ୍ରାମାଞ୍ଚଳରେ ସ୍ଥନୀୟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି । ଛତ୍ରପୁର ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ପୋଲିସ ପକ୍ଷରୁ…

ଜିଲା ପରିଷଦ ଆସନ ପାଇଁ ତ୍ରିମୁଖୀ ଲଢ଼େଇ, ସମୀକରଣ ବଦଳିବା ଆଶଙ୍କା

ଗଞ୍ଜାମ,୫।୨(ଡି.ଏନ୍‌.ଏ.): ଆସନ୍ତା ୨୦ ତାରିଖରେ ଗଞ୍ଜାମ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ପ୍ରଚାର ଚାଲିଛି। ପ୍ରାର୍ଥୀମାନେ ଘର ଘର ବୁଲି ଭୋଟରଙ୍କୁ ନିଜ ଆଡ଼କୁ ଟାଣିବା ପାଇଁ ପ୍ରୟାସ ଆରମ୍ଭ କରିଦେଇଛନ୍ତି।…

ଦୁଇ ଫେରାର ଅପରାଧୀଙ୍କୁ ପଳାତକ ଘୋଷଣା

ପୁରୁଷୋତ୍ତମପୁର,୫।୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନକୁ ଗୁରୁତ୍ୱ ଦେଇ ବିଭିନ୍ନ ଗ୍ରାମରେ ଥିବା ଅପରାଧୀଙ୍କୁ ଦମନ ଲାଗି ଚଢ଼ାଉ ଜାରି ରହଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପୀୟୂଷ ରଞ୍ଜନ ଛୋଟରାୟଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ ଚାଲିଛି। ଶନିବାର ଦୁଇ ଜଣ…

ପ୍ରଚାର ମଙ୍ଗ ଧରିଛନ୍ତି ଛତ୍ରପୁର ବିଧାୟକ

ଛତ୍ରପୁର,୫।୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକୁ ଆଧାର କରି ଛତ୍ରପୁର ବ୍ଲକ ୨୦ ନଂ. ଜୋନରେ ବିଧାୟକ ସୁବାସ ଚନ୍ଦ୍ର ବେହେରା ପ୍ରଚାର ମଙ୍ଗ ଧରିଛନ୍ତି। ୨୦ନଂ. ଜୋନ୍‌ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଗ୍ରାମ ପଞ୍ଚାୟତରେ ଜିଲା ପରିଷଦ ସଭ୍ୟ ପାଇଁ…

ପ୍ରଚାର ମୈଦାନରେ ଜିଲାପରିଷଦ ପ୍ରାର୍ଥୀ

ଗଞ୍ଜାମ,୪।୧(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ l ଏଥିପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତିି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ l ବତ୍ତର୍ର୍ମାନ ଚଳିତ ନିର୍ବାଚନରେ ପ୍ରଚାର ପାଇଁ ବିଜେଡି ପାର୍ଥୀମାନେ ଆଗୁଆ ଥିବା ଦେଖିବାକୁ ମିଳିଛି…

ଖାଦ୍ୟ ଅନ୍ବେଷଣରେ ମଙ୍ଗୋଲିଆ ପକ୍ଷୀ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ପ୍ରତିବର୍ଷ ଶୀତଋତୁ ଆସିଲେ ଗଞ୍ଜାମ ଋଷିକୂଲ୍ୟା ମୁହାଣଠାରେ ବିଭିନ୍ନ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଥାଏ। ସେଥିମଧ୍ୟରୁ ମଙ୍ଗୋଲିଆ ପକ୍ଷୀ ଅନ୍ୟତମ। ଏହି ପକ୍ଷୀମାନେ ଖାଦ୍ୟ ଅନ୍ବେଷଣରେ ବାହାରି ନଦୀ କିମ୍ବା ନାଳରେ ହଜାର ହଜାର ସଂଖ୍ୟାରେ ରୁଣ୍ଡ ହୋଇଥାନ୍ତି।…

ନିର୍ଦ୍ଧାରିତଠାରୁ ମଣ୍ଡି ଅଧିକ ଧାନ ନେଉଥିବା ଅଭିଯୋଗ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ଚାଷୀଙ୍କଠାରୁ ନିର୍ଦ୍ଧାରିତ ପରିମାଣରୁ ଅଧିକ ଧାନ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରକାର ଘୋଷଣା କରିଛନ୍ତି।  ଗୋଟିଏ ଧାନ ବସ୍ତା ପିଛା ୭୭ କେଜି ମଣ୍ଡି ନେବାର ନିୟମ ରହିଛି।  କିନ୍ତୁ ପୁଇଁତୋଳା ଗ୍ରାମର କିଛି ଚାଷୀଙ୍କ ଧାନମଣ୍ଡି…

କାଠ ମିଲ୍‌ ଉପରେ ଚଢ଼ାଉ, ବନ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଗଞ୍ଜାମ,୩ା୨(ଡି.ଏନ୍‌.ଏ.): ଖଲ୍ଲିକୋଟ ରେଞ୍ଜ ଗଞ୍ଜାମ ବ୍ଲକ ଅନ୍ତର୍ଗତ ଲାଉପୁଟ ଗ୍ରାମରେ ଥିବା ଏକ କାଠ ମିଲ୍‌ ଉପରେ ଗୁରୁବାର ବନବିଭାଗ ପକ୍ଷରୁ ଚାଢ଼ାଉ କରାଯାଇଛି। ଏଥିରେ ଉତ୍‌କ୍ଷିପ୍ତ ହୋଇ କିଛି ଗ୍ରାମବାସୀ ବନ କର୍ମଚାରୀଙ୍କୁ ଅଟକ ରଖିଥିଲେ। ଯାହାକୁ ନେଇ ଗ୍ରାମରେ…

ପୂର୍ବତନ ମୋହନା ବିଧାୟକଙ୍କ ପରଲୋକ

ଗଞ୍ଜାମ,୩।୨(ଡି.ଏନ୍‌.ଏ.): ସାନଖେମୁଣ୍ଡି ରାଜାସାହେବ ଡକ୍ଟର ଉଦୟ ନାରାୟଣ ସିଂହ ଦେଓଙ୍କ ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରାଜାସାହେବ ମୋହନା ନିର୍ବାଚନମଣ୍ଡଳୀରୁ ଥରେ ବିଧାୟକ ହୋଇଥିଲେ । ସେ ପକ୍ଷୀ ବିଷାରଦ ଭାବେ ସମଗ୍ର ବିଶ୍ୱରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri