ଗଞ୍ଜାମ

ବନ୍ଦ କୋଠରୀରୁ ମିଳିଲା ଯୁବକଙ୍କ ମୃତଦେହ

ଗଞ୍ଜାମ,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୱାର୍ଡ ନଂ. ୪ ରାଉଳସାହିର ଏକ ଘରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଶୁକ୍ରବାର ଜବତ ହୋଇଛି। ମୃତ ବ୍ୟକ୍ତି ଜଣକ ହେଲେ ବଳରାମ ପଣ୍ଡା (୪୫)। ଖବରପାଇ ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ ଘଟଣାର…

ମିଶନ ଶକ୍ତି :୧୦୭ ମହିଳା ସଙ୍ଘକୁ ୩.୧୩ କୋଟି ଋଣ

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ମିଶନ ଶକ୍ତି କାର୍ଯ୍ୟକ୍ରମରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ଜୀବିକାରେ ଉନ୍ନତି ଆଣିବା ଲାଗି ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ଗଞ୍ଜାମ ଜିଲାର ୧୦୭ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ଶୁକ୍ରବାର ଛତ୍ରପୁରସ୍ଥିତ ସଂସ୍କୃତି ଭବନଠାରେ ଇଣ୍ଡିଆନ ବ୍ୟାଙ୍କ୍‌ ପକ୍ଷରୁ…

୩ ସମିତି ସଭ୍ୟ, ୨ ସରପଞ୍ଚ ଅପ୍ରତିଦ୍ୱନ୍ଦ୍ୱୀ

ଛତ୍ରପୁର,୨୮ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ୧୮ଟି ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ୨୮୨ଟି ଓ୍ବାର୍ଡମେମ୍ବର ଲାଗି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ସରିଛି। ତେବେ ଚମାଖଣ୍ଡି, ଅଗସ୍ତିନୂଆଗାଁ ଓ କଣମଣା ପଞ୍ଚାୟତ ସମିତିସଭ୍ୟ ଏବଂ ଚମାଖଣ୍ଡି,…

ମଣ୍ଡି ନେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ଅବିରୋଧ କଲେ ଚାଷୀ

ପୁରୁଷୋତ୍ତମପୁର,୨୮ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବଡବରଗାଁର ଚାଷୀମାନେ ଅମଳ ଧାନକୁ ରାସ୍ତା ଉପରେ ରଖି  ଆନ୍ଦୋଳନ କରିଛନ୍ତି।  ଆଛୁଲି-କୋଦଳା ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇପଡ଼ିଛି । ଆନ୍ଦୋଳନରତ ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ଗତ ଲଗାଣ…

ପ୍ଲାଷ୍ଟିକ ଚାଉଳ ବଣ୍ଟନ ପ୍ରସଙ୍ଗ: ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ଗଞ୍ଜାମ,୨୭।୧(ଡି.ଏନ୍‌.ଏ.): ଚଳିତ ମାସରେ ରାସନ କାର୍ଡଧାରୀଙ୍କୁ ପ୍ଲାଷ୍ଟିକ ମିଶା ଚାଉଳ ବଣ୍ଟନ କରାଯାଇଥିବା ପୁଇଁତୋଳା ୱାର୍ଡ ନଂ ୮ ର କିଛି ହିତାଧିକାରୀ ଅଭିଯୋଗ କରିଥିଲେ l ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ଚେଇଁ ଉଠିଛି ଜିଲା ପ୍ରଶାସନ…

ଜ୍ୱାଇଁ ଡାକରାରେ ଆସି ଫେରିଲେନି ଧରମ ଭାଇ

ଗଞ୍ଜାମ,୨୭ା୧(ଡି.ଏନ୍‌.ଏ.): ଭଉଣୀଙ୍କ ବାହାଘର ପାଇଁ ଜ୍ୱାଇଁ ଡାକରା ଆସିଥିବା ଧରମ ଭାଇ ଆଉ ଫେରିଲେନି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମରେ। ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆଗାଁ ଛକ ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ…

ମଣ୍ଡିରୁ ଉଠୁନି ଧାନ, ଟୋକନ ରଦ୍ଦ ଆଶଙ୍କା

ଛତ୍ରପୁର,୨୭ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତର ଚାଷୀମାନଙ୍କ ଧାନ ଉଠୁନି। ସରକାରଙ୍କ ମଣ୍ଡି ବ୍ୟବସ୍ଥାରେ ଉଠାଣ ଅହେତୁକ ବିଳମ୍ବ ହେତୁ ଟୋକେନ ରଦ୍ଦ ହେବାର ଆଶଙ୍କା ଦେଖାଯାଇଛି। ୪୦୦ ଟୋକନ ମଧ୍ୟରୁ ୩୭ଟି ଟୋକନରେ ୧୪୬୧ କୁଇଣ୍ଟାଲ ଧାନ…

୫ ମାସ ହେଲା ମିଳୁନି ଭତ୍ତା ଟଙ୍କା

ଛତ୍ରପୁର,୨୭ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲୀ ପଞ୍ଚାୟତର ହିତାଧିକାରୀମାନଙ୍କୁ ୫ ମାସ ହେଲା ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ମିଳୁନି। ଏନେଇ ହିତାଧିକାରୀମାନଙ୍କ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏନେଇ ବାରମ୍ବାର ଛତ୍ରପୁର ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି…

ବିଡିଓଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

ଗଞ୍ଜାମ,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଶ୍ରେଷ୍ଠ ବିଡିଓ ଭାବେ ଗଞ୍ଜାମ ବ୍ଲକ ବିଡିଓ ବିଶ୍ୱଜିତ ରାୟଙ୍କୁ ସାଧାରଣତନ୍ତ୍ର ଦିବସ ଅବସରରେ ଛତ୍ରପୁର ଷ୍ଟାଡିଅମଠାରେ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସମ୍ମାନିତ କରିଛନ୍ତି। ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା, ଗଞ୍ଜାମ ଜିଲାପାଳ…

ସୋରଡ଼ାରେ ସାଧାରଣତନ୍ତ୍ର ଦିବସ

ସୋରଡ଼ା,୨୬ା୧(ଡି.ଏନ୍‌.ଏ.): ସୋରଡ଼ାରେ ପବିତ୍ର ୭୩ତମ ସାଧାରଣତନ୍ତ୍ର ଦିବସ କାରୋନା କଟକଣା ଅନୁଯାୟୀ ପାଳନ ହୋଇଯାଇଛି। ଶଶିଭୂଷଣ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ତହସିଲଦାର ପ୍ରଫୁଲ କୁମାର ଡାକୁଆ, ଥାନାରେ ଆଇଆଇସି ରମେଶ କୁମାର ପ୍ରଧାନ, ଡାକ୍ତରଖାନାରେ ଡାକ୍ତର ସନ୍ତୋଷ କୁମାର ପଣ୍ଡା,…

ଗଞ୍ଜାମ ପଞ୍ଚାୟତ ନିର୍ବାଚନ ରଣାଙ୍ଗନରେ ୧୩,୬୭୫ ପ୍ରାର୍ଥୀ

ଛତ୍ରପୁର,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଜିଲାରେ ୫୦୩ ପଞ୍ଚାୟତ ପାଇଁ ସମୁଦାୟ ବିଭିନ୍ନ ପଦବୀ ନିମନ୍ତେ ୧୩ ହଜାର ୬୭୫ ପ୍ରାର୍ଥୀ ମୈଦାନରେ ରହିଛନ୍ତି। ସେଥି ମଧ୍ୟରୁ ୨୫୬ ଜିଲା ପରିଷଦ…

ଅଟୋ, ବାଇକ୍‌ରୁ ଗଞ୍ଜେଇ ଜବତ

ସୋରଡ଼ା,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ମୋହନା ରାସ୍ତାରେ ବୁଧବାର ସକାଳେ ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ମୋହନା ଆଡୁ ଆସୁଥିବା ଅଟୋ ଓଆର ୮୮୫୪ ଏବଂ ଏକ ବାଇକ୍‌ ଓଆର ୦୭ ଜେ ୧୩୦୩କୁ ଅଟକା ଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri