ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ ପାଳିତ
ପୁରୁଷୋତ୍ତମପୁର,୨୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଦିଲ୍ଲୀପ କୁମାର ବାରିକ ପତାକା ଉତ୍ତୋଳନ କରିଥିବା ବେଳେ ଏସ୍ଡିପିଓ ଅଫିସ ଓ ଥାନାରେ ଏସ୍ଡିପିଓ…
ପଛରୁ ଠେଲିଲେ ଷ୍ଟାର୍ଟ ହେଉଛି ୧୦୨ ଆମ୍ବୁଲାନ୍ସ
ଗଞ୍ଜାମ,୨୪।୧(ଡି.ଏନ୍.ଏ.): ଜନସାଧାରଣଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ୧୦୨ ଓ ୧୦୮ ଗାଡ଼ି ବ୍ୟବସ୍ଥା କରିଛନ୍ତି। ଏହି ଗାଡ଼ିଗୁଡିକ ପରିଚାଳନା ନିମନ୍ତେ ପ୍ରାଇଭେଟ୍ ଲୋକଙ୍କୁ ପ୍ରଶାସନ ଟେଣ୍ଡର ଦେଇଛି । ଟେଣ୍ଡର ନେଇଥିବା ବ୍ୟକ୍ତିମାନଙ୍କ ଅପାରଗତା ଏବଂ ଭଙ୍ଗା…
ଅଟୋକୁ ଧକ୍କା ଦେଲା ଟ୍ରକ୍: ଚାଲିଗଲା ମହିଳାଙ୍କ ଜୀବନ, ୨ ଗୁରୁତର
ଗଞ୍ଜାମ,୨୪ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ହୁମା ଗଳାଶଙ୍ଖଠାରେ ସୋମବାର ସକାଳେ ଏକ ଡାଲା ଅଟୋର ପଛକୁ ଟ୍ରକ୍ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଡାଲା ଅଟୋରେ ବସିଥିବା ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ମହିଳା ଓ ଅଟୋ…
ଯାଞ୍ଚରେ ସମସ୍ତ ପ୍ରାର୍ଥିପତ୍ର କାଏମ
ଗଞ୍ଜାମ,୨୨ା୧(ଡି.ଏନ୍.ଏ.): ଗଞ୍ଜାମ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶନିବାର ଯାଞ୍ଚ ପ୍ରକ୍ରିୟାରେ ସମସ୍ତ ପ୍ରାର୍ଥିପତ୍ର କାଏମ ରହିଥିବା ଗଞ୍ଜାମ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ବ୍ଲକର ୧୫ଟି ପଞ୍ଚାୟତରେ ସରପଞ୍ଚ, ସମିତିସଭ୍ୟ ଓ ଓ୍ବାର୍ଡସଭ୍ୟ ପାଇଁ ସର୍ବମୋଟ୍ ୪୦୪ ପ୍ରାର୍ଥିପତ୍ର…
ଯାଞ୍ଚରେ ନାକଚ ହେଲା ୬ ନାମାଙ୍କନ: ୨ ସରପଞ୍ଚ, ୬ ସମିତିସଭ୍ୟ ଅପ୍ରତିନ୍ଦ୍ୱନ୍ଦ୍ୱୀ
ହିଞ୍ଜିଳିକାଟୁ,୨୨ା୧(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ହିଞ୍ଜିଳିକାଟୁ ବ୍ଲକରେ ଶନିବାର ଯାଞ୍ଚ ପରେ ୬ ନାମାଙ୍କନ ଖାରଜ ହୋଇଛି। ୩ ସମିତି ସଦସ୍ୟ, ୨ ସରପଞ୍ଚ ଓ ଗୋଟିଏ ଓ୍ବାର୍ଡସଭ୍ୟ ନାମାଙ୍କନକୁ ଯାଞ୍ଚ ପରେ ନାକଚ ହୋଇଥିବା ନିର୍ବାଚନ ଅଧିକାରୀ ତଥା ବିଡିଓ…
ପଞ୍ଚାୟତ ନିର୍ବାଚନ: ଗଞ୍ଜାମରେ ୧୫,୯୪୯ ନାମାଙ୍କନପତ୍ର ଦାଖଲ
ଛତ୍ରପୁର,୨୨।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଦଳୀୟ ପ୍ରାର୍ଥୀମାନଙ୍କ ନାମାଙ୍କନପତ୍ର ଦାଖଲ ପର୍ବ ସମାପ୍ତ ହୋଇଛି। ବିଭିନ୍ନ ପଦ ପଦବୀ ନିମନ୍ତେ ମୋଟ ୧୫,୯୪୯ ଜଣ ନାମାଙ୍କନ ଦାଖଲ କରିଛନ୍ତି। ସେଥିମଧ୍ୟରେ ୧୧,୬୫୭ ଜଣ ୱାର୍ଡମେମ୍ବର,…
୨୬ ଜିଲା ପରିଷଦ ଆସନ ପାଇଁ ୯୮ ନାମାଙ୍କନ
ଭଞ୍ଜନଗର,୨୧ା୧(ଡି.ଏନ୍.ଏ.): ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଜିଲା ପରିଷଦ ଜୋନ ପାଇଁ ମୋଟ ୪୮ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ୨୬ଟି ଜିଲା ପରିଷଦ ଜୋନ ପାଇଁ ବିଭିନ୍ନ ଦଳରୁ…
ଜୋନ ନଂ. ୧୪,୧୫ ପାଇଁ ପାର୍ଥିପତ୍ର ଦାଖଲ
ଗଞ୍ଜାମ,୨୧।୧(ଡି.ଏନ୍.ଏ.): ଗଞ୍ଜାମ ବ୍ଲକର ୧୪ ଓ ୧୫ ନମ୍ବର ଜୋନ ପାଇଁ ସସ୍ମିତା ସ୍ବାଇଁ ଏବଂ ସନାତନ ବେହେରା ପାର୍ଥିପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଶୁକ୍ରବାର ଛତ୍ରପୁରସ୍ଥିତ ଉପଜିଲାପାଳ କାର୍ଯ୍ୟାଳୟରେ ସ୍ଥାନୀୟ ବିଧାୟକ ଓ ବିଜେଡି ନେତୃମଣ୍ଡଳୀ ଓ ସମର୍ଥକମାନଙ୍କ ଉପସ୍ଥିତିରେ…
ଋଷିକୂଲ୍ୟା ଶଯ୍ୟାରେ ମଙ୍ଗୋଲିଆ ପକ୍ଷୀ
ଗଞ୍ଜାମ,୨୧ା୧(ଡି.ଏନ୍.ଏ.): ଗଞ୍ଜାମ ସହର ପୋତାଗଡ଼ ନିକଟସ୍ଥ ଋଷିକୂଲ୍ୟା ନଦୀ ବାଲୁକା ଶଯ୍ୟାରେ ଗତ କିଛିଦିନ ହେବ ଶହଶହ ମଙ୍ଗୋଲିଆ ପକ୍ଷୀ ଦେଖିବାକୁ ମିଳୁଛି। ହିମାଳୟଠାରେ ଅତ୍ୟଧିକ ଶୀତ ଅନୁଭୂତ ହେଉଥିବା ଯୋଗୁ ଏଠାକୁ ଚାଲି ଆସିଥିବା ପରିବେଶବିତ୍ମାନେ ସୂଚନା ଦେଇଛନ୍ତି। ଏହି…
ନାମାଙ୍କନ ଦାଖଲବେଳେ ଗାଇଡ୍ଲାଇନ୍ ମାନିଲେନି ପ୍ରାର୍ଥୀ, ୭ ବାଇକ୍ ଜବତ
ଗଞ୍ଜାମ,୨୦ା୧(ଡି.ଏନ୍.ଏ.): ଆସନ୍ତା ଫେବୃୟାରୀ ୨୦ରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରୁଛନ୍ତି ପ୍ରାର୍ଥୀ। ନାମାଙ୍କନପତ୍ର ଦାଖଲକୁ ଆଉ ମାତ୍ର ଗୋଟିଏ ଦିନ ବାକିଥିବାବେଳେ ଗୁରୁବାର ଏକାଧିକ ପ୍ରାର୍ଥୀ ନିଜ ନିଜ ସମର୍ଥକଙ୍କ ସହ ବାଇକ୍ରେ ଗଞ୍ଜାମ…
ବ୍ଲକ ଅଧ୍ୟକ୍ଷଙ୍କ ସ୍ତ୍ରୀ ସମିତିସଭ୍ୟା ପାଇଁ ଦାଖଲ କଲେ ନାମାଙ୍କନପତ୍ର
ଗଞ୍ଜାମ,୨୦ା୧(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକଙ୍କ ସ୍ତ୍ରୀ ଦୀପାଳି ନାୟକ ଗଞ୍ଜାମ ବ୍ଲକ କରପଡ଼ା ପଞ୍ଚାୟତର ସମିତିସଭ୍ୟା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ଗୁରୁବାର ସ୍ବାମୀଙ୍କ ସହ ଗଞ୍ଜାମ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବ୍ଲକ ଗୋଷ୍ଠୀ ଉନ୍ନୟନ…
ଦୁଇ ମହିଳା ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ
ଗଞ୍ଜାମ,୧୯ା୧(ଡି.ଏନ୍.ଏ.): ଗଞ୍ଜାମ ବ୍ଲକର କାଇଁଚପୁର ପଞ୍ଚାୟତର ଦୁଇ ମହିଳା ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବଡ଼ କାଇଁଚପୁରର ସରପଞ୍ଚ ପ୍ରାର୍ଥତ୍ନୀ କେ.ପୁନମ ରେଡ୍ଡୀ ଓ ମାଳିଜଗନ୍ନାଥପୁର ଗ୍ରାମର ମଞ୍ଜୁ ମହାପାତ୍ର ସମିତିସଭ୍ୟା ପ୍ରାର୍ଥିନୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି।…
Archives


