ଗଞ୍ଜାମ

ରାତିପାହିଲେ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା

ପୁରୁଷୋତ୍ତମପୁର,୧୩ା୩(ଡି.ଏନ.ଏ.): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମଙ୍ଗଳାରଠାରୁ ଆରମ୍ଭ ହେବ। ଚୈତ୍ର ମାସରେ ପଡ଼ୁଥିବା ୪ଟି ମଙ୍ଗଳବାରରେ ମା’ଙ୍କ ସ୍ବତନ୍ତ୍ର ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବ। ଏହି ମଙ୍ଗଳବାର ମାନଙ୍କରେ ମା’ଙ୍କ ପୀଠରେ ମୁଣ୍ଡନ କରିବା…

କାର୍‌ ଭର୍ତ୍ତି ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। ଯାଞ୍ଚ ବେଳେ କାରରେ ୭୦ କେଜି ଗଞ୍ଜେଇ ରହିଥିବା ଜଣାପଡିଛି। ଗଞ୍ଜେଇ ଚାଲାଣକାରୀ ଯୁବକଙ୍କୁ ମାମଲା ନମ୍ବର ୧୦୨୬/୨୨-୨୩ ରେ ଗିରଫ କରାଯାଇଛି। ଅଭିଯୁକ୍ତ…

ବିଶ୍ୱନାଥ ଦାସଙ୍କ ନାଁରେ ହେଉ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌

ବ୍ରହ୍ମପୁର ଅଫିସ,୧୩ା୩: ଶତାଧିକ ବର୍ଷ ତଳେ ବ୍ରିଟିଶ୍‌ ଶାସନରେ ହୋଇଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ (ବିମାନ ପଡ଼ିଆ) ଗଞ୍ଜାମ ଜିଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଉତ୍ତରପ୍ରଦେଶର ପ୍ରାକ୍ତନ ରାଜ୍ୟପାଳ ଏବଂ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ନାଁରେ ନାମିତ କରିବାକୁ ପୂର୍ବତନ…

ବ୍ରହ୍ମପୁର ପୋଲିସ ଜିଲାରେ ରହିଛି ୧୦ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୧୩ା୩: ବ୍ରହ୍ମପୁର ସହର ଓ ଏହା ପାଖ ଦେଇ ଯାଇଥିବା ୧୬ନମ୍ବର ଜାତୀୟ ରାଜପଥ ଓ ୫୯ ନମ୍ବର ରାଜ୍ୟ ରାଜପଥ ଏବେ ଦୁର୍ଘଟଣା ପ୍ରବଣ ହୋଇପଡ଼ିଛି। ବ୍ରହ୍ମପୁର ପୋଲିସ ଜିଲାରେ ଥିବା ୧୦ ବ୍ଲାକ୍‌ସ୍ପଟ୍‌ (ଦୁର୍ଘଟଣା ପ୍ରବଣ ଅଞ୍ଚଳ)ରେ…

ନାବାଳିକାଙ୍କୁ ଟଣାଓଟରା: ପୂର୍ବତନ ସରପଞ୍ଚଙ୍କ ନାମରେ ମାମଲା

ହିଞ୍ଜିଳିକାଟୁ,୧୨।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଶାସନ ଆମ୍ବଗାଁ ପଞ୍ଚାୟତ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ପୂର୍ବତନ ସରପଞ୍ଚ ମନ୍ଦ ଉଦ୍ଦେଶ୍ୟ ରଖି ଟଣାଓଟରା କରିଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଘଟଣାଟି ମଙ୍ଗଳବାର ସନ୍ଧ୍ୟାରେ ଘଟିଥିବା ବେଳେ ଶନିବାର ନାବାଳିକାଙ୍କ…

ଜଳିଗଲା ୨୮ ବଖରା, ୧୪ ପରିବାର ସର୍ବସ୍ବାନ୍ତ

ସୋରଡ଼ା,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ନୂଆଗଡ଼ ପଞ୍ଚାୟତ ବ୍ରାହ୍ମଣଦେଇ ଗ୍ରାମରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ୧୪ ପରିବାରର ୨୮ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ବିପନ୍ନମାନେ ହେଲେ ଅପୂର୍ବ ସେଠୀ, କାଶୀନାଥ ସେଠୀ, ଜୟସେନ ଜେନା, ମିଟୁ…

ଆଖୁଚାଷ ସ୍ଥିତି ଅନୁଧ୍ୟାନ କଲା ଉଚ୍ଚସ୍ତରୀୟ କମିଟି

ଆସିକା, ୧୨।୩ (ଡି.ଏନ୍‌.ଏ): ଆସିକା ସମବାୟ ଚିନିଶିଳ୍ପ ପରିସରଭୁକ୍ତ ଗଞ୍ଜାମ ଜିଲା ଅର୍ଦ୍ଧାଧିକ ଅଞ୍ଚଳରେ ଦିନକୁ ଦିନ ଆଖୁଚାଷ କମୁଥିବାରୁ ଚିନିଶିଳ୍ପ ଓ ସରକାରଙ୍କ ଲାଗି ଚିନ୍ତାର କାରଣ ହୋଇଛି ା ଏହି ପରିସ୍ଥିତିରେ କୃଷି ବିଭାଗର ଏକ ଉଚ୍ଚସ୍ତରୀୟ କମିଟି…

ଅଗ୍ନିକାଣ୍ଡରେ ୨୬ ବଖରା ଜଳିଗଲା

ଭଞ୍ଜନଗର/ବେଗୁନିଆପଡ଼ା, ୧୨।୩(ଡି.ଏନ୍‌.ଏ)ଭଞ୍ଜନଗର ଓ ବେଗୁନିଆପଡ଼ା ଅଞ୍ଚଳରେ ପୃଥକ ଭାବେ ନିଆଁ ଲାଗି ୨୬ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଭଞ୍ଜନଗର ତହସିଲ ଅନ୍ତର୍ଗତ ଚାକୁଣ୍ଡାପଲ୍ଲୀରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୮ ପରିବାରର ୧୧ ବଖରା ଜଳିଯାଇଛି। ଏଥିସହ ଲକ୍ଷାଧିକ ଟଙ୍କାର…

ଗ୍ୟାସ୍‌ ସିଲିଣ୍ଡରରେ ଗଞ୍ଜେଇ ଚାଲାଣ ୨୭ କେଜି ଗଞ୍ଜେଇ, ୨ ଗାଡ଼ି ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୋଇନ୍ଦା ପୋଲିସ ଶନିବାର ପୃଥକ ଭାବେ ଦୁଇଟି ଗାଡି ଓ ଗୋଟିଏ ଯାତ୍ରୀବାହୀ ବସ୍‌ରୁ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ କନ୍ଧମାଳରୁ ଭଞ୍ଜନଗର ହୋଇ ବ୍ରହ୍ମପୁର ଚାଲାଣ ହେଉଥିବା ଖବର ପାଇ ଏକ ଟିମ୍‌ ଦୁର୍ଗାପ୍ରସାଦ ନିକଟରେ…

ଅଗ୍ନିଶମ ବିଭାଗ ଗାଡ଼ି ଧକ୍କାରେ ଯୁବକ ଆହତ

ଗଞ୍ଜାମ,୧୨।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ପଣ୍ଡାସାହିରେ ଥିବା ନିତ୍ୟାନନ୍ଦ ପଣ୍ଡାଙ୍କ ଘରେ ରବିବାର ସକାଳେ ଦୀପରୁ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଗ୍ରାସୀମ କମ୍ପାନୀର ଦମକଳ ଗାଡ଼ି ନିଆଁ ଲିଭାଇବାକୁ ଯାଉଥିବା ବେଳେ ଢାମଣା ସାହି ଛକ ମେଡିକାଲ ସମ୍ମୁଖ ବୁଲାଣିଆରେ ଦୁର୍ଘଟଣା…

ନୂତନ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଠାବ

ଗୋପାଳପୁୂର,୧୨।୩(ଡ଼ି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନୂତନ ଛାତ୍ରାବାସର ଏକ କୋଠରିରେ ଶନିବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ମୃତକ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଅଞ୍ଚଳର ତାରିଣୀ ପ୍ରସାଦ ବିଶ୍ୱାଳ। ସୂଚନା ଅନୁସାରେ,ଗୋପାଳପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ତାରିଣୀ…

ଶେଷ ପର୍ଯ୍ୟାୟରେ ପଞ୍ଚୁଦୋଳ ପ୍ରସ୍ତୁତି

ଗଞ୍ଜାମ,୧୧ା୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ହାଟପଡ଼ିଆରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁ ଦୋଳ ଯାତ୍ରାର ସାହି ଯାତ୍ରା ଶନିବାର ସନ୍ଧ୍ୟାରୁ ଆରମ୍ଭ ହେଉଛି l ଏଥିପାଇଁ ଏହାର ଆଖପାଖ ଅଞ୍ଚଳ ଚଳଚଞ୍ଚଳ ହୋଇଥିବା ଦେଖିବାକୁ ମିଳିଛି l ସାହି ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?