ଗଞ୍ଜାମ

୨ ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୮ା୨: କନଷ୍ଟେବଲ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ୨ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଥାନାରେ ସୋମବାର ମାମଲା ରୁଜୁ ହୋଇଛି । ଟାଉନ ଥାନା ଏସ୍‌ଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତିକରି ନଂ. ୫/୨୩ରେ…

ଏମ୍‌ବିବିଏସ୍‌ ପିଜି ସିଟ୍‌ ୨୫୦କୁ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮ା୨:ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲକୁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍‌ଏମ୍‌ସି)ର ଏକ ୭ ଜଣିଆ ଟିମ୍‌ ସୋମବାର ପହଞ୍ଚି ପିଜି ସିଟ୍‌ ବୃଦ୍ଧି ନେଇ ବିଭିନ୍ନ ଦିଗ ଉପରେ ଯାଞ୍ଚ କରିଛନ୍ତି। ପୂର୍ବରୁ ୧୫୦ସିଟ୍‌ ଥିଲା, ଏହାର ସ୍ଥିିିତି…

ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

ବ୍ରହ୍ମପୁର ଅଫିସ,୨୭ା୨: ରଶି ଲଗାଇ ଏକ ଗଛରେ ଝୁଲୁଥିବା ଜଣେ ଯୁବକଙ୍କ ମୃତଦେହ ରେଲଓ୍ବେ ପୋଲିସ ସୋମବାର ଜବତ କରିଛି। ମୃତକଙ୍କ ପକେଟରୁ ମିଳିଥିବା ମୋବାଇଲ ଫୋନ ଜରିଆରେ ପୋଲିସ ଯୁବକଙ୍କ ପରିଚୟ ସ୍ପଷ୍ଟ କରିଛି। ସେ ହେଉଛନ୍ତି ଜଣେ ଗାଡ଼ି…

ପଠାଣି ସାମନ୍ତ ସ୍କଲାରଶିପ ପରୀକ୍ଷା ଦେଲେ ୨୧୦ ଛାତ୍ରୀଛାତ୍ର

ଗଞ୍ଜାମ,୨୭।୨(ଡି.ଏନ.ଏ.): ଗଞ୍ଜାମ ସହର ମଧ୍ୟରେ ଥିବା ଭାରତୀ ବିଦ୍ୟାପୀଠ ଓ ବାଳିକା ଉଚ୍ଚ ବିଦ୍ୟାଳୟରେ ମୋଟ ୨୧୦ ଜଣ ସୋମବାର ପଠାଣି ସାମନ୍ତ ପରୀକ୍ଷା ଦେଇଛନ୍ତି l ଭାରତୀ ବିଦ୍ୟାପୀଠରେ ୧୫୫ ଏବଂ ବାଳିକା ବିଦ୍ୟାଳୟରେ ୧୫୫ ଜଣ ଛାତ୍ରୀଛାତ୍ର ପଠାଣି…

ଜଳିଗଲା ଆଇରନ ବୋଝଇ ଟ୍ରକ

ଗଞ୍ଜାମ,୨୭।୨(ଡି.ଏନ.ଏ): ୧୬ ନମ୍ବର ଜାତୀୟ ରାଜପଥ ଶନିମନ୍ଦିର ଛକ ଠାରେ ସୋମବାର ପାହାନ୍ତିଆ ଭୋରୁ ଏକ ଆଇରନ ବୋଝଇ ଟ୍ରକରେ ନିଆଁ ଲାଗିଯାଇଥିଲା l ଖବର ପାଇ ପେଟ୍ରୋଲିଙ୍ଗ ଦାୟିତ୍ୱରେ ଥିବା ରୋଡ ସେଫଟି ଅଫିସର ପିଏସରେ ଏବଂ ଗଞ୍ଜାମ ଥାନା…

ବିଜେଡି ଆଇନ ସାମ୍ମୁଖ୍ୟ ତାଲିକାରେ ମୃତବ୍ୟକ୍ତି

ପାରଳାଖେମୁଣ୍ଡି, ୨୭ା୨(ଡି.ଏନ୍‌.ଏ):ବିଜେଡି ଆଇନ ସାମ୍ମୁଖ୍ୟ ତାଲିକାରେ ସ୍ଥାନ ପାଇଛନ୍ତି ଜଣେ ମୃତବ୍ୟକ୍ତି। ସେ ହେଲେ ଗଜପତି ଜିଲା ପାରଳାଖେମୁଣ୍ଡିର ସ୍ବର୍ଗତ ରାମନାଥ ମିଶ୍ର। ୨୦୧୯ ସାଧାରଣ ନିର୍ବାଚନ ପରଠାରୁ ସ୍ଥାଣୁଥିବା ବିଜେଡି ଆଇନ ସାମ୍ମୁଖ୍ୟର ପୁନର୍ଗଠନ କରାଯାଇଛି। ୨୦୨୪ ସାଧାରଣ ନିର୍ବାଚନକୁ…

ଅନ୍‌ଲାଇନରେ ମଗାଇଥିଲେ ମୋବାଇଲ୍‌, ଆସିଲା ନକଲି

ବ୍ରହ୍ମପୁର ଅଫିସ,୨୬ା୨: ଅନ୍‌ଲାଇନରେ ମୋବାଇଲ ଅର୍ଡର କରି ବ୍ରହ୍ମପୁରର ଜଣେ ଯୁବକ ହଟହଟ୍ଟା ହୋଇଛନ୍ତି। ଅସଲି ମୋବାଇଲ ବଦଳରେ ତାଙ୍କୁ ସମ୍ପୃକ୍ତ ସଂସ୍ଥା ପକ୍ଷରୁ ଏକ ନକଲି ତଥା ଡମି ମୋବାଇଲ ମିଳିଛି। ଏ ନେଇ ଯୁବକ ଜଣଙ୍କ ସାଇବର ଥାନାରେ…

ପ୍ରଶ୍ନପତ୍ର ଲିକ୍‌ ଭାଇରାଲ ମେସେଜ୍‌କୁ ଖଣ୍ଡନ କଲେ ଏସ୍‌ପି

ବ୍ରହ୍ମପୁର ଅଫିସ,୨୬।୨: ରାଜ୍ୟ ଚୟନ ସମିତି(ଏସ୍‌ଏସ୍‌ବି) ଆନୁକୂଲ୍ୟରେ ଜିଲାସ୍ତରୀୟ ଚୟନ ସମିତି (ଡିଏଲ୍‌ଏସ୍‌ବି)ପକ୍ଷରୁ ରବିବାର କନ୍‌ଷ୍ଟେବଲ ପରୀକ୍ଷା ଅନୁଷ୍ଠିତ ହୋଇଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଜିଲାରେ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟରେ ୧୩୯୨ଜଣ ପରୀକ୍ଷାର୍ଥୀ…

୪୦୯ କେଜି ଗଞ୍ଜେଇ ଜବତ

ବ୍ରହ୍ମପୁର ଅଫିସ,୨୬।୨: ଅବକାରୀ ଗୋଇନ୍ଦା ବିଭାଗ ରବିବାର ମହୁରୀକଳୁଆ ଛକରୁ ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ଗାଡ଼ି ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ୨ଜଣ ଚାଲାଣକାରୀଙ୍କୁ ଅବକାରୀ ଗିରଫ କରିଛି। ଯାଞ୍ଚ ବେଳେ ଗାଡିରୁ ୪୦୯ କେଜି ଗଞ୍ଜେଇ ଜବତ…

ଜଳୁଛି ଜଙ୍ଗଲ,ବଢୁଛି ଉତ୍ତାପ

ଚିକିଟି,୨୬।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଚିକିଟି ଅଞ୍ଚଳରେ ଚଳିତବର୍ଷ ଫେବୃୟାରୀରୁ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ପ୍ରବଳ ଖରା ଯୋଗୁ ସାଧାରଣ ଜୀବନ ପ୍ରଭାବିତ ହେଉଛି। ଦିଗପହଣ୍ଡି ବନାଞ୍ଚଳ ଚିକିଟି ସେକ୍ସନ ଅଧୀନରେ ଥିବା ରତନେଇ ଓ ଧାନ୍ୟରାଶିଆ ଜଙ୍ଗଲରେ ନିଅଁା…

ଆଗକୁ ପରୀକ୍ଷା: ଦୈନିକ ୫ରୁ ୬ ଘଣ୍ଟା ହେଉଛି ବିଜୁଳି କାଟ୍‌, ଉପଭୋକ୍ତା ଅସନ୍ତୁଷ୍ଟ

କୋଦଳା,୨୫ା୨(ଡି.ଏନ୍‌.ଏ.): ଗଞ୍ଜାମ କୋଦଳା ଓ ବେଗୁନିଆପଡ଼ା ଅଞ୍ଚଳରେ ଦିନକୁ ଦିନ ଟାଟା ପାଓ୍ବାରର ଶୋଷଣ ନୀତି ବଢ଼ିବାରେ ଲାଗିଛି। ଯାହାକୁ ନେଇ ଗ୍ରାହକଙ୍କ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନ ଧରି ଗଞ୍ଜାମ ଜିଲା କୋଦଳା ଏନ୍‌ଏସିରେ ଅହେତୁକ ବିଦ୍ୟୁତ…

ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ ଜାରି: ୩ ଦିନରେ ୩ ଲକ୍ଷ ୨୪ ହଜାର ୪୨୮ ଅଣ୍ଡାଦାନ

ଗଞ୍ଜାମ,୨୫ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଡ଼ମପେଟା ଓ ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ୍‌ ରିଡ୍‌ଲେଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ଗୁରବାର ସକାଳୁ ଶନିବାର ପର୍ଯ୍ୟନ୍ତ ୩ ଲକ୍ଷ ୨୪ ହଜାର ୪୨୮ ଅଲିଭ୍‌ ରିଡ୍‌ଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?