ଭଡ଼ା ଘରେ ୭ ଦିନ ଏକାଠି ରହିବେ ତପସ୍ବିନୀ- ସୁମିତ
ବ୍ରହ୍ମପୁର ଅଫିସ ,୨ା୧୨: ନ୍ୟାୟ ପାଇଁ ବଧୂ ତପସ୍ବିନୀ ଦାଶ ଗଞ୍ଜାମ ଜିଲା ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶ୍ବଶୁର ଘର ଆଗରେ ୧୦ ଦିନ ଧରି ଧାରଣା ଦେଇଥିଲେ। କୋର୍ଟରେ ରୁଜୁ ହୋଇଥିବା ପିଟିଶନ(ଏମ୍ସି ନଂ. ୩୪୪/୨୧)ର ଗୁରୁବାର ଶୁଣାଣି କରି ଏସ୍ଡିଜେଏମ୍…
ପୌର ନିର୍ବାଚନ ପୂର୍ବରୁ ସହରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୫୧ ପ୍ରକଳ୍ପ ପାଇଁ ୩.୩୬ କୋଟି ଅନୁମୋଦନ
ଛତ୍ରପୁର,୨।୧୨(ଡି.ଏନ୍.ଏ.): ଆଗକୁ ଆସୁଛି ପୌରପାଳିକା ନିର୍ବାଚନ। ଏ ନେଇ ଛତ୍ରପୁର ସହରବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଏନଏସି ପକ୍ଷରୁ ୨୦୨୧/୨୨ ବର୍ଷ ପାଇଁ ୫୧ ଟି ପ୍ରସ୍ତାବିତ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ନିକଟକୁ ଅନୁମୋଦନ…
ମାଛଧରା ବନ୍ଦର ନିର୍ମାଣ ନେଇ ବିଧାନସଭାରେ ପ୍ରଶ୍ନ କଲେ ଛତ୍ରପୁର ବିଧାୟକ
ଛତ୍ରପୁର,୨ା୧୨(ଡି.ଏନ୍.ଏ.): ପ୍ରସ୍ତାବିତ ମାଛଧରା ବନ୍ଦର ଓ ଛତ୍ରପୁର କଲେଜରେ ବିଭିନ୍ନ ପଦବୀ ପୂରଣ ସମ୍ପର୍କରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନସଭାରେ ପ୍ରଶ୍ନ କରିଛନ୍ତି । ସୂଚନାନୁସାରେ, ଛତ୍ରପୁର ନିର୍ବାଚନମଣ୍ଡଳୀର ଆର୍ଯ୍ୟପଲ୍ଲୀଠାରେ ପ୍ରସ୍ତାବିତ ମାଛଧରା ବନ୍ଦର ନିର୍ମାଣ ନିମନ୍ତେ କ’ଣ…
ସମ୍ଭାବ୍ୟ ବାତ୍ୟା ନେଇ ପ୍ରଶାସନର ପ୍ରସ୍ତୁତି: ଉପକୂଳବାସୀଙ୍କ ସତର୍କ ରହିବାକୁ ନିର୍ଦ୍ଦେଶ
ଛତ୍ରପୁର,୨ା୧୨(ଡି.ଏନ୍.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଜି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାର ସମୁଦ୍ର ତଟବର୍ତ୍ତୀ ଓ ନଦୀ କୁଳିଆ ଅଞ୍ଚଳର ବ୍ଲକ…
କରୋନା ତୃତୀୟ ଲହର ପାଇଁ ତତ୍ପର ଜିଲା ପ୍ରଶାସନ
ଗଞ୍ଜାମ,୧।୧୨(ଡି.ଏନ୍.ଏ.): କରାନା ମହାମାରୀ ୨ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ଚିନ୍ତା ବଢ଼ାଇ ଥିବା ବେଳେ ପୁଣି ତୃତୀୟ ଲହର ଚିନ୍ତା ବଢ଼ାଇଛି । ଏହା ଅଧିକରୁ ଅଧିକ ଭୟଙ୍କର ରୂପ ନେବା ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ରଖୁଥିବା ବେଳେ ତତ୍ପର…
ସ୍ବାମୀଙ୍କ ଘର ଆଗରେ ଧାରଣା ଦେଲେ ପ୍ରଥମ ସ୍ତ୍ରୀ
ଗଞ୍ଜାମ,୧।୧୨(ଡି.ଏନ୍.ଏ.): ସ୍ବାମୀର ଅଧିକାର ନେଇ ପ୍ରଥମ ସ୍ତ୍ରୀ ଘର ଆଗରେ ଧାରଣା ଦେଇଛନ୍ତି ଦ୍ୱିିିତୀୟ ସ୍ତ୍ରୀ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ସହର ୱାର୍ଡ ନଂ. ୪ ରାଉଳ ସାହିରେ। ରାୟଗଡା ଅଞ୍ଚଳର ସ୍ବପ୍ନା ମହାପାତ୍ର ନାମକ ଜଣେ…
ସମ୍ଭାବ୍ୟ ବାତ୍ୟା ଭୟ: ଧାନ କାଟିଲେଣି ଚାଷୀ
ଛତ୍ରପୁର,୧ା୧୨(ଡି.ଏନ୍.ଏ.): ଆସୁଛି ବାତ୍ୟା ‘ଜଓ୍ବାଦ’ । ଏନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବ। ୩ ତାରିଖରୁ ଉପକୂଳରେ ହେବ ବର୍ଷା । ଏନେଇ ଗଞ୍ଜାମ ଜିଲା ସମେତ ବିଭିନ୍ନ ଜିଲାରେ ପ୍ରବଳ…
ଗାଡି ଯାଞ୍ଚ ବେଳେ ମିଳିଲା ୧୧୯୬ କେଜି ଭାଙ୍ଗ
ସୋରଡା,୩୦।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ଥାନା ପୋଲିସ ସୋମବାର ସ୍ଥାନୀୟ ଜରଉ ଛକରେ ଯାନବାହାନ ଯାଞ୍ଚ କରୁଥିବା ବେଳେ ୧୧୯୬ କେଜି ଭାଙ୍ଗ ଜବତ କରିଛି। ଗଜପତିରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ବୋଲେରୋରୁ ୧୧୯୬ କେଜି ୯୦୦ ଗ୍ରାମ ଭାଙ୍ଗ…
୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାଁରେ ହାଜତ ମୃତ୍ୟୁ ମାମଲା
ଗୋପାଳପୁର,୩୦ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଗତ ମେ ୩ରେ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆଙ୍କ ମୃତ୍ୟୁ ଘଟିଥିଲା। ଏହି ହାଜତ ମୃତ୍ୟୁ ଘଟଣାରେ ବ୍ରହ୍ମପୁର ପୋଲିସ ୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାମରେ ହତ୍ୟା ମାମଲା ରୁଜୁ…
ଭଗବାନ୍ଙ୍କୁ ବି ଛାଡ଼ିଲେନି
ବିନିକା,୩୦।୧୧(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁରରୁ ଶିବ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ଚୋରି କରିଛନ୍ତି । ତମ୍ବା ନାଗ ମୂର୍ତ୍ତିକୁ କାଟିବା ସହ ଘଣ୍ଟି, ଘଣ୍ଟ ଓ ଅନେକ ସାମଗ୍ରୀ…
ହଇରାଣ କରୁଥିବାରୁ ଗ୍ରାମ୍ୟ ସଭାପତିଙ୍କୁ ହତ୍ୟା କରିଛି
ଗଞ୍ଜାମ,୨୯ା୧୧(ଡି.ଏନ.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅଧୀନ ପୋଇରାଶି ପଞ୍ଚାୟତ କଣ୍ଟିଆପଲ୍ଲୀ ଗ୍ରାମ୍ୟ ସଭାପତି କେ.ଗୋବିନ୍ଦ ରେଡ୍ଡୀ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣ୍ଟିଆପଲ୍ଲୀ ଗ୍ରାମର କେ.ମୁରଲୀ ରେଡ୍ଡୀ,…
ଆଉ ଜଣେ କୋଟିପତି କନଷ୍ଟେବଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମପୁର ଅଫିସ,୨୯ା୧୧: ପୁଣି ଥରେ ଖାକିରେ ଦାଗ ଲାଗିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ କନଷ୍ଟେବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି। ଭିଜିଲାନ୍ସ ଟିମ୍ ସୁଦର୍ଶନଙ୍କ ବ୍ରହ୍ମପୁର ଶକ୍ତିନଗରସ୍ଥିତ ୩…
Archives


