ଗଞ୍ଜାମ

ପୁରୁଷୋତ୍ତମପୁରବ୍ଲକ ଜିଆରଏସ ନିଖୋଜ ଅଭିଯୋଗ 

ପୁରୁଷୋତ୍ତମପୁର,୯/୮(ଡିଏନ୍ଏ)ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଓ ଶୋଳଘର ପଞ୍ଚାୟତରେ ଜିଆରଏସ ଭାବେ କାର୍ଯ୍ୟରତ ସ୍ବାଗତ ପଣ୍ଡା ସୋମବାର ରାତ୍ରରୁ ନିଖୋଜ ହୋଇଯାଇଛନ୍ତି। ଏଥିନେଇ ତାଙ୍କ ପତ୍ନୀ ଲିଜାରାଣି ପଣ୍ଡା ପୁରୁଷୋତ୍ତମ ପୁର ପୋଲିସରେ ଅଭିଯୋଗ ଜଣାଇଥିବା ନେଇ ବିଡିଓ ବିଜୟ କୁମାର…

ଋଷିକୁଲ୍ୟା ନଦୀରେ ଭାସିଯାଉଥିବା ଯୁବକକୁ ଉଦ୍ଧାର କଲେ ଦମକଳବାହିନୀ 

 ପୁରୁଷୋତ୍ତମପୁର,୯/୮(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଗ୍ରାମରେ ସନ୍ତୋଷ ଦାସ ନାମକ ଜଣେ ଯୁବକ ଗ୍ରାମ ନିକଟସ୍ଥ ଋଷିକୁଲ୍ୟା ନଦୀରେ ଗାଧୋଇବା ବେଳେ ଗୋଡଖସିଯାଇ ପାଣିର ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଏହାକୁ ଦେଖି ପାଖରେ ଥିବା ଲୋକେ ପୁରୁଷୋତ୍ତମପୁର ଦମକଳ…

ହୋଇନି ଛତ୍ରପୁର, ଭଞ୍ଜନଗର, ଆସିକା ମ୍ୟୁନିସିପାଲିଟି

ଛତ୍ରପୁର,୮ା୮(ଡି.ଏନ.ଏ):ଗଞ୍ଜାମ ଜିଲାର ଛତ୍ରପୁର, ଭଞ୍ଜନଗର ଓ ଆସିକା ଏନ୍‌ଏସିକୁ ୩ ମାସ ମଧ୍ୟରେ ମ୍ୟୁନିସିପାଲିଟି ଭାବେ ଘୋଷଣା କରିବାକୁ ଉଚ୍ଚ ନ୍ୟାୟାଳୟ ୨୦୧୯ ଅଗଷ୍ଟ ୫ ତାରିଖରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ ା…

୩୨୦୯୩ ହେକ୍ଟରରେ ସରିଛି ଧାନରୁଆ

ବ୍ରହ୍ମପୁର ଅଫିସ,୯ା୮:ଶ୍ରାବଣରେ ଡହ ଡହ ଖରା। ବର୍ଷା ଅଭାବରୁ ଗଞ୍ଜାମ ଜିଲାରେ ଚାଷକାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ଏଥିଯୋଗୁ ଚାଷଜମି ଫାଟି ଯାଇଥିବା ବେଳେ ଆଉ କେଉଁଠି ତଳି ପୋଡ଼ିବା ଓ ଗଜାମରୁଡ଼ି ଦେଖାଦେଇଥିଲା। ଏପରି ସ୍ଥିତିରେ ଚାଷୀ ମୁଣ୍ଡରେ ହାତ…

ଗତ ୫ ବର୍ଷରେ ୯୪୬ ଡେଙ୍ଗୁ ପଜିଟିଭ୍‌

ବ୍ରହ୍ମପୁର ଅଫିସ,୯ା୮:ବର୍ଷା ଆଗମନରେ ଆସିଯାଇଛି ଡେଙ୍ଗୁ। ଜିଲାବାସୀଙ୍କୁ ଏହାକୁ ନେଇ ଘାରିଛି ଚିନ୍ତା। ବ୍ରହ୍ମପୁର ସହରର ପରିମଳ ଅବ୍ୟବସ୍ଥା ଯୋଗୁ ଚିନ୍ତା ଆହୁରି ବଢ଼ିଯାଇଛି। କେଉଁଠି ନାଳ ଚୋକ୍‌ ହୋଇ ରହିଛି ତ ଆଉ କେଉଁଠି ଅଳିଆ ଆବର୍ଜନା ପଡ଼ିରହି ନାନା…

ବାପ ପୁଅଙ୍କ ଆକ୍ରମଣରେ ଚାଲିଗଲା ପଡ଼ୋଶୀଙ୍କ ଜୀବନ

ପୋଲସରା,୮ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ପାଣ୍ଡିରିପଡ଼ା ପଞ୍ଚାୟତ ପାତାଳସିଙ୍ଗି ଗ୍ରାମରେ ଜମିବାଡ଼ିକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଁର ପଞ୍ଚୁ ସାହୁ (୫୫)। ମୃତକଙ୍କ ଭାଇ ବିଦ୍ୟାଧରଙ୍କ କହିବା ମୁତାବକ, ପଞ୍ଚୁଙ୍କ…

କେନାଲରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ବୁଗୁଡ଼ା,୮ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ଭାମଶିଆଳି ଗ୍ରାମର ନିଖୋଜ ଥିବା ଚାଷୀ ସନ୍ତୋଷ ରାଉତ (୫୭)ଙ୍କ ମୃତଦେହ କେନାଲରୁ ସୋମବାର ଉଦ୍ଧାର କରାଯାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ କେସ୍‌ ନଂ ୨୧/୨୨ରେ…

ଭଡ଼ାଟିଆ ମହିଳାଙ୍କୁ ମାଡ଼ମାରି ଗିରଫ ହେଲେ ଘର ମାଲିକ

ଗୋପାଳପୁର,୭ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ମଦନମୋହନପୁର ଗ୍ରାମରେ ଘର ଭଡ଼ା ନେଇ ରହୁଥିବା ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ରବିବାର ଘର ମାଲିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ…

ରେଳଧାରଣାରୁ ମୃତଦେହ ଜବତ: ଟ୍ରେନରୁ ଖସି ପଡ଼ିଥିବା ସନ୍ଦେହ

ବ୍ରହ୍ମପୁର ଅଫିସ,୭।୮: ବ୍ରହ୍ମପୁର ରେଳବାଇ ପୋଲିସ ହଳଦିଆପଦର ଓଭରବ୍ରିଜ ଦେଇ ଯାଇଥିବା ରେଳଧାରଣାରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ହେଲେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଯୁବକଙ୍କ ବୟସ ୩୫ ମଧ୍ୟରେ ହେବ ବୋଲି ପୋଲିସ ଅନୁମାନ କରୁଛି।…

ବ୍ରହ୍ମପୁର ସହରରେ ରହିଛି ୭ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୬ା୮: ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ-୧୬ ଏବେ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ ସହରରେ ଥିବା ୭ଟି ବ୍ଲାକ୍‌ସ୍ପଟରେ ପ୍ରତିଦିନ ଛୋଟବଡ ଦୁର୍ଘଟଣା ଦେଖିବାକୁ ମିଳୁଛି।…

ଗର୍ଭବତୀଙ୍କ ୩ ଥର ଅଲ୍‌ଟ୍ରାସାଉଣ୍ଡ ମାଗଣା

ଛତ୍ରପୁର, ୭।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ମାତୃ ମୃତ୍ୟୁ ରୋକିବା ନେଇ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ସରକାରୀ ମେଡିକାଲରୁ ରେଫର ହୋଇଥିବା ଗର୍ଭବତୀମାନଙ୍କୁ ଘରୋଇ କ୍ଲିନିକରେ ମାଗଣାରେ ଅଲଟ୍ରାସାଉଣ୍ଡ କରିବାକ୍‌ୁ ସୁବିଧା ମିଳିବ। ଏହାକୁ…

ଚାଷୀ ମୁହଁରେ ହସ, ଲଘୁଚାପ ଆଣିଦେଲା ଆଶ୍ୱସ୍ତି

ଗଞ୍ଜାମ,୬।୮(ଡି.ଏନ୍‌.ଏ.): ଧାନବୁଣାଠୁ ଚାଷୀ ବର୍ଷାକୁ ଅପେକ୍ଷା କରି ରହିଥିଲେ। ହେଲେ ଦୀର୍ଘ ଦିନ ଧରି ବର୍ଷା ହୋଇ ନ ଥିବାରୁ ଧାନ ତଳି ପୋଡିଯିବା ଆଶଙ୍କା ଦେଖା ଦେଇଥିଲା। ହେଲେ ଶନିବାର ସକାଳେ ଅଞ୍ଚଳରେ ଲଘୁଚାପ ପ୍ରଭାବରେ ବର୍ଷା ହୋଇଛି। ବର୍ଷାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri