ଗଞ୍ଜାମ

ଜାଗର ଦୀପ ପ୍ରସ୍ତୁତିରେ ବ୍ୟସ୍ତ କୁମ୍ଭକାର

ବୁଗୁଡ଼ା,୧୩ା୨(ଡି.ଏନ.ଏ.):ମହାଶିବରାତ୍ରୀ ବା ଜାଗର ଆସନ୍ତା ୧୮ ତାରିଖ ଶନିବାର ପାଳନ ହେବାକୁ ଯାଉଥିବା ବେଳେ ବୁଗୁଡ଼ା ଅଞ୍ଚଳର ବହୁ କୁମ୍ଭକାର ପରିବାର ମାଟିଦୀପ ତିଆରିରେ ବ୍ୟସ୍ତଥିବା ଦେଖିବାକୁ ମିଳୁଛି। ପୂର୍ବ ପୁରୁଷରୁ ମାଟିରୁ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତିକୁ କୌଳିକ ବୃତ୍ତି ଭାବେ…

୫ଶହ ଟଙ୍କା ଭଡ଼ାଘରେ ସୋସାଇଟି କାର୍ଯ୍ୟାଳୟ

ଭଞ୍ଜନଗର,୧୩।୨(ଡି.ଏନ.ଏ.):କୃଷକମାନଙ୍କ ଉନ୍ନତି ପାଇଁ ବିଭିନ୍ନ ସେବା ସମବାୟ ସମିତି ସଂସ୍ଥା କାର୍ଯ୍ୟ କରୁଛି। ଭଞ୍ଜନଗର ବ୍ଲକରେ ୧୩ଟି ସେବା ସମବାୟ ସମିତି କାର୍ଯ୍ୟାଳୟ ଅଛି । ସେଥିମଧ୍ୟରୁ ୧୦ଟି କାର୍ଯ୍ୟାଳୟର ନିଜସ୍ବ କୋଠା ବର୍ତ୍ତମାନ ଭଗ୍ନ ଅବସ୍ଥାରେ ରହିଛି। ତେଣୁ ସେସବୁ…

ଡକାୟତି ଯୋଜନା ପଣ୍ଡ, ବନ୍ଧା ହେଲେ ୪ ଯୁବକ

ବେଗୁନିଆପଡ଼ା,୧୨।୨(ଡି.ଏନ୍‌.ଏ.): ଏକ ବଡ଼ ଧରଣର ଡକାୟତି ଯୋଜନାକୁ ପଣ୍ଡ କରିଛି ବେଗୁନିଆପଡ଼ା ଥାନା ପୋଲିସ। ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅଧୀନ ତିରିଡା ରାସ୍ତାର ପାଣିଟାଙ୍କି ନିକଟରେ ୪ଜଣ ଯୁବକ ଡକାୟତି ଯୋଜନା କରୁଥିଲେ। ସେତିକିବେଳେ ବେଗୁନିଆପଡ଼ା ପୋଲିସ ଚଢାଉ କରି…

ବିଷ ପିଇ ଚିକିତ୍ସାଧୀନ ଅବସ୍ଥାରେ ଜିପିଓଙ୍କ ମୃତ୍ୟୁ

ଭଞ୍ଜନଗର,୧୨ା୨(ଡି.ଏନ୍‌.ଏ.): ବିଷ ପିଇ ଗୁରୁତର ଥିବା ଭଞ୍ଜନଗର ବ୍ଲକର ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ଅଧିକାରୀ(ଜିପିଓ) ପ୍ରମୋଦ ପଟ୍ଟନାୟକଙ୍କ ରବିବାର ମୃତ୍ୟୁ ଘଟିଛି। ସେ ଗତ ୧ ତାରିଖରେ ବିଷ ପିଇ ଗୁରୁତର ହୋଇଥିଲେ। ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

ଯୁବକଙ୍କୁ ମଦ ବୋତଲରେ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୨ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଜଗବନ୍ଧୁ ସାହିରେ କାହ୍ନା ପାତ୍ର ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୪୩/୨୩) ରୁଜୁ କରିଛି। ମିଳିଥିବା ସୂଚନା ମୁତାବକ, ପ୍ରହଲ୍ଲାଦନଗର ୪ର୍ଥ ଲାଇନ୍‌ର…

୧୫ ଦିନରେ ମଲେଣି ୩୦ ଘୁଷୁରି

ସୋରଡ଼ା,୧୨ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ୧୫ ଦିନ ଭିତରେ ୩୦ରୁ ଊର୍ଦ୍ଧ୍ୱ ଘୁଷୁରି ମଲେଣି। ମଲା ଘୁଷୁରିଗୁଡ଼ିକ ଖିଲାବାଡ଼ି ନିକଟ ରାଇପଲ୍ଲୀ ରାସ୍ତାପାର୍ଶ୍ୱରେ ଓ ଅନ୍ୟ ସ୍ଥାନରେ ପଡ଼ିଥିବା ଦେଖାଯାଇଛି। ଜରଉ ନିକଟରେ ରହୁଥିବା ମାଲିକ ରତ୍ନମାଳା ପାତ୍ର କହିଛନ୍ତି,…

ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା,ରୁପା ଚୋରି

ବ୍ରହ୍ମପୁର ଅଫିସ,୧୨ା୨: ନିମଖଣ୍ଡି ଥାନା ଅନ୍ତର୍ଗତ ଭାବିନିପୁର ନରସିଂହ ମନ୍ଦିରରୁ ଲକ୍ଷାଧିକ ଟଙ୍କା ସହ ଅଧା କେଜି ରୁପା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ମନ୍ଦିର ସେବାୟତମାନେ ନିମଖଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି…

ମନ୍ଦିର ରାସ୍ତା ମାଡ଼ି ବସୁଛନ୍ତି ବେପାରୀ

କବିସୂର୍ଯ୍ୟନଗର,୧୨।୨(ଡି.ଏନ.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମହାମାୟୀ। ରାଜ୍ୟର କୋଣଅନୁକୋଣରୁ ଛୁଟି ଆସନ୍ତି ହଜାର ହଜାର ଭକ୍ତ। ବିଶେଷତଃ ଅମାବାସ୍ୟା, ସଂକ୍ରାନ୍ତି, ମଙ୍ଗଳବାର ଓ ଶନିବାର ଆଦି ଦିନରେ ଭିଡ଼ ଜମେ। ମା’ ମହାମାୟୀଙ୍କ ତୋରଣ ମୁଖ୍ୟ ରାସ୍ତାକୁ ମୁହଁକରି…

ପ୍ରସିଦ୍ଧ ଲୁର୍ଦୁ ମେରି ପର୍ବରେ ଶ୍ରଦ୍ଧାଳୁଙ୍କ ସମାଗମ

ସୋରଡ଼ା,୧୧।୨(ଡି.ଏନ୍‌.ଏ.): ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ପ୍ରସିଦ୍ଧ ଲୁର୍ଦୁ ମେରି ପର୍ବ ଅସୁରବନ୍ଧ ପଞ୍ଚାୟତର ଦନ୍ତଲିଙ୍ଗି ଗ୍ରାମରେ ଶୁଭାରମ୍ଭ ହୋଇଯାଇଛି। ମିଶନ ଧର୍ମ ସଂଘର ପ୍ରୋଭିନସିଆଲ ଫାଦର ମ୍ୟାଥୁ ନାୟକ, ଧର୍ମାଞ୍ଚଳ ଫାଦର କବିରାଜ ବସ୍ତରାୟ, ଫାଦର ଶଶିକାନ୍ତ ମାଳୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି…

ଗଞ୍ଜାମ ସହରରେ ଲାଗିଲା ଅଶୋକ ଚକ୍ର

ଗଞ୍ଜାମ,୧୧।୨(ଡି.ଏନ୍‌.ଏ.): ସଜେଇ ହେଉଛି ଗଞ୍ଜାମ ସହର। ଗଞ୍ଜାମ ସହର ଦାମୋଦରପୁରରେ ପ୍ରଥମ ଥର ପାଇଁ ପଥରରେ ନିର୍ମିତ ଅଶୋକ ଚକ୍ର ଲଗାଯାଇଛି। ଏଥିସହ ଆକର୍ଷଣୀୟ ପଥରରେ ନିର୍ମିତ ଗଣେଶ ମୂର୍ତ୍ତି ସାନିବଜାର ଶନି ମନ୍ଦିରଠାରେ ଲାଗିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ…

ଚାଉଳ ରାଜନୀତି: ୧୫ରେ ଆନ୍ଦୋଳନ କରିବ ବିଜେଡି

ଭଞ୍ଜନଗର,୧୧ା୨(ଡି.ଏନ.ଏ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଗତ ଡିସେମ୍ବର ମାସରୁ ବନ୍ଦ ହୋଇଯାଇଛି । ଏହାଦ୍ୱାରା ଭଞ୍ଜନଗର ଉପଖଣ୍ଡର ୮ଟି ବ୍ଲକ ଏବଂ ୫ଟି ଏନ୍‌ଏସିର ପ୍ରାୟ ୯ ଲକ୍ଷ ହିତାଧିକାରୀ ପ୍ରଭାବିତ ହୋଇଛନ୍ତି । ଯାହାକୁ ନେଇ ଭଞ୍ଜନଗର…

ମହାଗୁଡ଼ାରେ ୧୦ ବଖରା ଜଳିଗଲା

ଭଞ୍ଜନଗର,୧୧ା୨(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ସାନକୋଦଣ୍ଡା ପଞ୍ଚାୟତ ମହାଗୁଡ଼ାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ବଖରା ଏବଂ ୪ ଗୁହାଳ ଜଳିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତିି ପୋଡ଼ି ପାଉଁଶ ହୋଇଯାଇଛି। ଭଞ୍ଜନଗର ଅଗ୍ନିଶମ ଏବଂ ଜରୁରୀକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?