ଆସୁଛି ବାତ୍ୟା: ସତର୍କ କରାଇଲେ ଗଞ୍ଜାମ ଜିଲାପାଳ
ଭୁବନେଶ୍ୱର,୨୫ା୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଛନ୍ତି ଗଞ୍ଜାମ ଓ ଗଜପତି ଜିଲା ପ୍ରଶାସନ। ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ମଝି ପୂର୍ବ କଳିଙ୍ଗପଟନମ୍ ଦେଇ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ଥିବାରୁ ଏବେଠାରୁ ସତର୍କ ହୋଇଛି ଜିଲା ପ୍ରଶାସନ। ବାତ୍ୟା ପ୍ରଭାବରେ…
ଚାଷୀଙ୍କୁ ନେଇ ଯାଉଥିବା ବସ୍ ଓଲଟିଲା
ସୋରଡ଼ା,୨୩ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ନିକଟ କୁଲାଙ୍ଗୀ- କାଳିଆଘୋଡ଼ା ମଧ୍ୟରେ ଗୁରୁବାର ଏକ ବସ୍ ଓଲଟି ପଡ଼ିବାରୁ ୪୭ ଜଣ ଚାଷୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ଜଣ ଗୁରୁତର ଥିବା ଜଣାପଡିଛି। ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ସୋରଡ଼ା ଓ ଭଞ୍ଜନଗର…
କାଳ ହେଲା ଛାତ ଉପରେ ସ୍କିପିଂ ଖେଳିବା
ବ୍ରହ୍ମପୁର ଅଫିସ,୨୨ା୯: ଛାତ ଉପରେ ସାଙ୍ଗମାନଙ୍କ ସହ ସ୍କିପିଂ ଖେଳୁଥିଲେ ୯ ବର୍ଷର କୁନି ଝିଅ। ଅସାବଧାନତା କାରଣରୁ ଛାତରୁ ଖସିପଡିଥିଲେ। ସେତିକିବେଳେ ସେ ଖେଳୁଥିବା ଓଢଣୀ ବେକ୍ରେ ଗୁଡାଇ ହୋଇଯିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ପୋଲସରା ଥାନା…
ରାସ୍ତା ପାଲଟିଛି ମରଣଯନ୍ତା
ପୁରୁଷୋତ୍ତମପୁର,୨୨।୯(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହର ଓ କୋଦଳା ସହରକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ୧୫ କି.ମି. ବିଶିଷ୍ଟ ଏହି ଆଛୁଲି-ସମା-ଚିଙ୍ଗୁଡିଘାଇ ମୁଖ୍ୟ ରାସ୍ତାଟି ଭାଙ୍ଗି ବିଭିନ୍ନ ସ୍ଥାନରେ ଖାଲଖମା…
ବାଧାପ୍ରାପ୍ତ ହୋଇପାରେ ଜଳବିଦ୍ୟୁତ୍ ଉତ୍ପାଦନ
ଭୁବନେଶ୍ୱର,୨୨।୯(ବ୍ୟୁରୋ): କେବଳ ହୀରାକୁଦ ଜଳଭଣ୍ଡାରକୁ ଛାଡ଼ିଦେଲେ ଅନ୍ୟ ଜଳ ଭଣ୍ଡାରଗୁଡିକରେ ବିଦ୍ୟୁତ୍ ଉତ୍ପାଦନ ପାଇଁ ପର୍ଯ୍ୟାପ୍ତ ପାଣି ନାହିଁ। ହୀରାକୁଦରେ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ସେପ୍ଟେମ୍ବର ୨୧ ସୁଦ୍ଧା ୬୨୯.୨୮ ଫୁଟ ରହିଛି। ରାଜ୍ୟର ବିଦ୍ୟୁତ୍ ଉତ୍ପାଦନ…
ଯୁବକଙ୍କୁ ଗଛରେ ବାନ୍ଧି ପିଟିଲେ: ଭିଡିଓ ଭାଇରାଲ
ହିଞ୍ଜିଳିକାଟୁ,୨୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ କାଞ୍ଜିଆମା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ରାତିରେ ନଡ଼ିଆ ଗଛରେ ବାନ୍ଧି ମାଡ଼ ମରାଯାଇଥିଲା। ତେବେ ଏହି ଘଟଣାର ଏକ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସୋମବାର ରାତିରେ ଯୁବକ…
ଛେଳି ଚରାଉ ଚରାଉ ନିସ୍ତୁକ ପିଟିଲେ
ଦିଗପହଣ୍ଡି,୨୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ଛେଳି ଜଗୁଆଳ ବି. ପଞ୍ଚୁ ପାତ୍ରଙ୍କୁ ମାଡ଼ ମରା ଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ କୋଟି ନଡ଼ା ଗ୍ରାମର ମଙ୍ଗୁଳୁ ସ୍ବାଇଁ ନିସ୍ତୁକ ମାଡ଼ ମାରିଥିବା ସେ ଦିଗପହଣ୍ଡି ଥାନାରେ ଅଭିଯୋଗ…
ଚାଷ ଜମିରେ ଥିବା ବେଳେ ବାଜିଲା ଗୁଳି
ଭଞ୍ଜନଗର,୨୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା କୁଟୁଣୁକୁମ୍ପା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିରେ ଥିବା ବେଳେ ଜଣଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ ଶିବରାମ ନାୟକ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି।…
ନିଖୋଜ ଯୁବକଙ୍କ ମିଳିଲା କଙ୍କାଳ
ପୋଲସରା,୨୦ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ମନ୍ଦାର-କେନ୍ଦୁବାଡ଼ି ରାସ୍ତା ନିକଟ ରତନେଇ ପାହାଡ଼ରୁ ପୋଲିସ ସୋମବାର ଜଣେ ନିଖୋଜ ଯୁବକଙ୍କ କଙ୍କାଳ ଜବତ କରିଛି। ମନ୍ଦାର ଗ୍ରାମର କୋକଲି ମଳିକଙ୍କ ପୁଅ କାହ୍ନା (୨୫) ଗତ ୨୬ ତାରିଖରୁ ନିଖୋଜ ହୋଇଯାଇଥିବା…
ଜଣଙ୍କୁ ପଥରରେ ଛେଚି ହତ୍ୟା, ମୃତଦେହ ନିକଟରେ ଦୁର୍ବୃତ୍ତ ରକ୍ତରେ ଲେଖିଲେ ପରବର୍ତ୍ତୀ ଟାର୍ଗେଟଙ୍କ ନାଁ
ପୁରୁଷୋତ୍ତମପୁର,୨୦ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ରବିବାର ରାତିରେ ଶୋଇଥିବା ଅବସ୍ଥାରେ ଅତି ବୀଭତ୍ସ ଭାବରେ ମୁଣ୍ଡକୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ବିନାୟକ ପ୍ରଧାନ (୪୮)। ପୁରୁଷୋତ୍ତମପୁର ଏସ୍ଡିପିଓ…
ବଡ ଡାକ୍ତରଖାନାରୁ ନିଖୋଜ ହେଲେ ରୋଗୀ
ବ୍ରହ୍ମପୁର ଅଫିସ,୧୯ା୯:ବ୍ରହ୍ମପୁର ବଡ଼ ଡାକ୍ତରଖାନା ଆଶୁ ଚିକିତ୍ସା ବିଭାଗରେ ଚିକିତ୍ସାଧୀନ ଥିବା ଜଣେ ରୋଗୀ ରବିବାର ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ପୁଅ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନିଖୋଜଙ୍କ ଫଟୋ ଜାରି କରିବା ସହ ଘଟଣାର ତଦନ୍ତ…
ଯୁବତୀଙ୍କ ସହ ଘରେ ପଶିଥିଲେ ବିବାହିତ ପୁରୁଷ: ରାତି ସାରା ଜଗିଲା ପୋଲିସ
ଛତ୍ରପୁର,୧୯ା୯(ଡି.ଏନ୍.ଏ.): ଦ୍ୱିତୀୟ ବିବାହ କରି ଗଞ୍ଜାମ ଜିଲା ଛତ୍ରପୁର ବ୍ୟାଙ୍କ କଲୋନୀରେ ଭଡ଼ାଘରେ ରହୁଥିବା ଜଣେ ଯୁବକଙ୍କୁ ଗୁରୁବାର ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ପୋଲିସ ଗିରଫ କରିଛି। ସେ ହେଲେ ପିନା ସାମଲ । ପ୍ରଥମ ସ୍ତ୍ରୀଙ୍କ ଅଭିଯୋଗ ମୁତାବକ ପିନାଙ୍କୁ…
Archives


