ଧରାକୋଟ ରାଜପରିବାରର ରୋଚକ ରାଜନୀତି
ବ୍ରହ୍ମପୁର ଅଫିସ,୩।୭: ରାଜ୍ୟରେ ୧୯୫୧-୫୨ରୁ ୨୦୧୯ ମଧ୍ୟରେ ୧୬ ବିଧାନସଭା ନିର୍ବାଚନ ହୋଇଛି। ଗଞ୍ଜାମ ଜିଲା ଧରାକୋଟ ରାଜ ପରିବାରରୁ ୮ ଜଣ ବିଭିନ୍ନ ଦଳରୁ ବିଧାୟିକା ଓ ବିଧାୟକ ହୋଇଥିବା ତଥ୍ୟ ରହିଛି। ଅନ୍ୟପକ୍ଷରେ ଏହି ପରିବାର ରାଜନୈତିକ କ୍ଷମତା ବାନ୍ଧି…
ଜବରଦଖଲ ଉଚ୍ଛେଦକୁ ନେଇ ରାଜନୀତି ସରଗରମ
ଗଞ୍ଜାମ,୨।୭(ଡି.ଏନ୍.ଏ.): ଗଞ୍ଜାମ ସହରରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସିଥିବା ପୂଜକ କନ୍ଧ ଶତପଥୀଙ୍କ ବାରିପଟ ଘର ସରକାରୀ ଜାଗାରେ ଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଶନିବାର ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ପରିବାର ଲୋକଙ୍କ ସହ…
୧୦ ଫୁଟ ତଳକୁ ଖସିଲା ପାଟ୍ରୋଲିଂ ଗାଡ଼ି, ୨ ଗୁରୁତର
ବାରିପଦା ଅଫିସ,୨ା୭: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ମସିଣାକାଟି କେନାଲ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ହାତୀ ସୁରକ୍ଷା ଡ୍ୟୁଟି ସାରି ଫେରୁଥିବା ବନ ବିଭାଗର ଏକ ବୋଲେରୋ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୦ ଫୁଟ…
ଅଳିଆ ଗଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ଧରାକୋଟ,୧।୭(ଡି.ଏନ୍.ଏ.): ଧରାକୋଟ ବଡ଼ଦାଣ୍ଡ ସାହି ବାରି ପଛପଟେ ଏକ ଅଳିଆ ଗଦାରୁ ପରିତ୍ୟକ୍ତ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି। ଧରାକୋଟ ବଡଦାଣ୍ଡସାହିର ଭାଲୁ ପଣ୍ଡାଙ୍କ ଘର ବାଡ଼ି ପଟ ଅଳିଆ ଗଦାରୁ ପ୍ରାତଃ ସମୟରେ ଏକ ଶିଶୁ ପୁତ୍ର କାନ୍ଦିବା ଶବ୍ଦ…
ଓଡ଼ିଆ ବିଭାଗ ପ୍ରଫେସର ଗିରଫ
ଗୋପାଳପୁର,୧ା୭(ଡି.ଏନ.ଏ.):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଗୁରୁବାର ଓଡ଼ିଆ ବିଭାଗର ଜଣେ ପ୍ରଫେସରଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେ ହେଲେ ସଦାନନ୍ଦ ନାୟକ। ଯାଜପୁର ଅଞ୍ଚଳର ଛାତ୍ରୀ ଜଣକ ସ୍ନାତକୋତ୍ତରରେ ପଢ଼ୁଛନ୍ତି। ଗତ…
ରଥଯାତ୍ରାରୁ ବଞ୍ଚିତ ହେଲେ ବଡ଼ଗଡ଼ବାସୀ
ସୋରଡା,୩୦ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ରେ ଚଳିତବର୍ଷ ରଥଯାତ୍ରା ହେବନାହିଁ। ମନ୍ଦିର ବେଢ଼ାରେ କେବଳ ରିତିନୀତି ସମ୍ପନ୍ନ ହେବ ବୋଲି ରାଜ ପରିବାର ପକ୍ଷରୁ ଏହି ସୂଚନା ଦେବଡ଼ଗଡ଼ ରାଜ ପରିବାରର ଏହି ମନ୍ଦିରରେ ଶହ ଶହ ବର୍ଷ ତଳୁ…
ମଶାମରାରେ ବିଫଳ ବିଏମ୍ସି
ବ୍ରହ୍ମପୁର ଅଫିସ,୩୦।୬: ବ୍ରହ୍ମପୁରର ନାଳ ନର୍ଦ୍ଦମାରୁ ବର୍ଷା ପାଣି ତ୍ୱରିତ ନିଷ୍କାସନ ହୋଇପାରୁ ନ ଥିବାରୁ ମଶା ବଂଶ ବଢ଼ିବାରେ ଲାଗିଛି। ମଇଳା ପାଣି ଜମି ରହୁଥିବା ତଳିଆ ଓ ଖାଲୁଆ ଅଞ୍ଚଳରେ ଦିନରେ ମଧ୍ୟ ମଶା କାମୁଡ଼ୁଛନ୍ତି। ଅପରପକ୍ଷରେ ନର୍ଦ୍ଦମାରେ ମଶାମରା…
ବେଆଇନ ରେଲଓ୍ବେ ଟିକେଟ କାରବାର: ୨ ମାସରେ ୬ ର଼୍ୟାକେଟ ଠାବ କରିଛି ଆର୍ପିଏଫ୍
ବ୍ରହ୍ମପୁର ଅଫିସ,୩୦।୬: ରେଳ ଯାତ୍ରୀଙ୍କୁ ସହଜ ଓ ସୁବିଧାରେ ସମସ୍ତ ସେବା ଯୋଗାଇବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଷ୍ଟେଶନର ଉନ୍ନତୀକରଣ ଠାରୁ ଆରମ୍ଭ କରି ଯାତ୍ରୀ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଲୋକେ ଘରେ ବସି ଟ୍ରେନ୍ ଟିକେଟ୍ ବୁକିଂ କରିବା…
ଦୁଇ ମେଗା ଜଳ ଯୋଗାଣ ପ୍ରକଳ୍ପ କାମ ଧିମା
ଛତ୍ରପୁର,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଓ ପୁରୀ ଜିଲାରେ ଦୀର୍ଘଦିନର ପାଣି ସମସ୍ୟା ଦୂର କରିବା ଲାଗି ୨ଟି ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପରିକଳ୍ପନା କରିଥିଲେ ା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଓ ପୁରୀ ଜିଲା…
ପୁଣି ପୂଜକଙ୍କ ଘର ଉଚ୍ଛେଦ ପାଇଁ ନୋଟିସ୍ ଜାରି
ଗଞ୍ଜାମ,୩୦ା୬(ଡି.ଏନ୍.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠଛକଠାରେ ଦୀର୍ଘ ୭୦ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା ପୂଜକ କନ୍ଧ ଶତପଥୀଙ୍କ ଘର ଆସନ୍ତା ୫ରେ ଭାଙ୍ଗିବାକୁ ପୁଣି ନୋଟିସ୍ ଜାରି କରିଛନ୍ତି ତହସିଲଦାର ଅରୁଣ କୁମାର ନାୟକ। ନୋଟିସ୍ ପାଇବା ପରେ ଭୟଭୀତ…
ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ
ଶେରଗଡ଼,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ରାମଗିରି ଗ୍ରାମର ସିମାଞ୍ଚଳ ସାହୁ (୨୫)। ତେବେ ମୃତଦେହ ପାଖରେ…
ଗ୍ରୀଲ୍ ଭାଙ୍ଗି ସୁନା ଅଳଙ୍କାର, ନଗଦ ୬୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ହିଞ୍ଜିଳିକାଟୁ,୨୯ା୬(ଡି.ଏନ୍.ଏ.): ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ଦୁର୍ଯ୍ୟୋଧନ ଗୌଡ଼ଙ୍କ ଘରର ବାଡ଼ିପଟ ଗ୍ରୀଲ୍ ଭାଙ୍ଗି ମଙ୍ଗଳବାର ରାତିରେ ଦୁର୍ବୃତ୍ତ ପ୍ରାୟ ୮ ଭରି ସୁନା ଓ ୨୦ ଭରି ରୁପା ଅଳଙ୍କାର, ନଗଦ ୬୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ…
Archives


