ଗଞ୍ଜାମ

ରୋଗୀ ନେଇ ଯାଉଥିବାବେଳେ ଡିଭାଇଡରରେ ପିଟିହେଲା ଆମ୍ବୁଲାନ୍ସ

ଗଞ୍ଜାମ,୨୦ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନ ବଜାରଠାରେ ନୂତନ ଭାବେ ନିର୍ମାଣ ହୋଇଥିବା ଡିଭାଇଡରରେ ପିଟି ହୋଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। କିନ୍ତୁ ସେହି ଗାଡ଼ିରେ ବସିଥିବା ରୋଗୀ କିମ୍ବା ତାଙ୍କ ସମ୍ପର୍କୀୟ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଶୁକ୍ରବାର ଏହି…

ରୋଗୀ ସେବା କରୁଛନ୍ତି ସୁରକ୍ଷାକର୍ମୀ, ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୧୯ା୮(ଡି.ଏନ୍‌.ଏ.): ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ୮୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କୋଠା, ଡାକ୍ତରଖାନାକୁ କାଟାଗୋରୀ-୨ ଉପଖଣ୍ଡ ଚିକିତ୍ସାଳୟର ମାନ୍ୟତା, ରୋଗୀ ସେବାରେ ସୁଧାର ଆଣିବା ଲାଗି ଡାକ୍ତର,ନର୍ସ ଓ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ ହିଞ୍ଜିଳିକାଟୁ ଡାକ୍ତରଖାନାରେ ରୋଗୀସେବାରେ ଚରମ…

ଏଟିଏମ୍‌ ଭ୍ୟାନ୍‌ରୁ ୨୪ ଲକ୍ଷ ଲୁଟ୍‌, ୩ ଅଟକ

ବ୍ରହ୍ମପୁର ଅଫିସ,୧୯।୮: ଏଟିଏମ୍‌ରେ ଟଙ୍କା ଭର୍ତ୍ତି କରିବାକୁ ଯାଇଥିବା ଏକ ଗାଡ଼ି ସହ ଡ୍ରାଇଭରଙ୍କୁ ବନ୍ଧୁକ ଦେଖାଇ ବୁଧବାର ଦିନ ଦ୍ୱିପ୍ରହରରେ ଅପହରଣ କରାଯାଇଛି। ଗାଡ଼ିରୁ ୨୪ ଲକ୍ଷ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ…

ଖାଉଥିବା ବେଳେ ହାଣିଦେଲେ ସାନ ଭାଇ

ବେଗୁନିଆପଡ଼ା,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜଗତି ସାହିରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନ ଭାଇର କାତି ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜଗତି ସାହିର କିଶୋର ପାଣିଗ୍ରାହୀ(୫୬)। ହତ୍ୟାକାଣ୍ଡର କାରଣ ଜଣାପଡ଼ି ନ ଥିବା…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚିକିତ୍ସା କରିଥିବା ଡାକ୍ତର, ସହଯୋଗୀଙ୍କୁ ଜେରା

ପାରଳାଖେମୁଣ୍ଡି,୧୮।୮: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପାରଳାଖେମୁଣ୍ଡିରେ ପହଞ୍ଚିବାକୁ ୫ ଦିନ ହୋଇଗଲାଣି। ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ସହ ମାରାଥନ ଜେରା କରୁଛି। ପଞ୍ଚମ ଦିନରେ ଅର୍ଥାତ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧୀକାରୀଙ୍କ କାର୍ଯ୍ୟାଳୟ ପରିସରରେ…

ଫୁଲଚାଷ କରି ଗଞ୍ଜାମ ମହିଳା ଆତ୍ମନିର୍ଭର

ଛତ୍ରପୁର,୧୮ା୮(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ମହିଳା ସଂଘଗୁଡ଼ିକୁ ଆତ୍ମ ନିର୍ଭରଶୀଳ କରିବା ଲାଗି ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ଆନୁକୂଲ୍ୟରେ ବହୁ ପଦକ୍ଷେପ ନିଆଯାଉଛି । ଫୁଲଚାଷଠାରୁ ଆରମ୍ଭ କରି ଛତୁ, ଫଳ, ମାଛଚାଷ, କୁକୁଡା ପାଳନ, ବିଦ୍ୟୁତ ବିଲ୍‌ ଆଦାୟ,…

ପୁରୁଷୋତ୍ତମପୁର ପୋଲିସର ଧରପଗଡ଼

ପୁରୁଷୋତ୍ତମପୁର,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଅପରାଧୀଙ୍କ ନିୟନ୍ତ୍ରଣକୁ ନେଇ ତତ୍ପର ହୋଇଉଠିଛି। ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ସମେତ ପୋଲିସ ଫୋର୍ସ ବିଭିନ୍ନ ସ୍ଥାନରେ ଅତର୍କିତ ଚଢ଼ାଉ କରି ବିଭିନ୍ନ ମାମଲାରେ ସମ୍ପୃକ୍ତଥିବା ବ୍ୟକ୍ତିଙ୍କୁ ଗିରଫ…

ଗୀତ ଗାଇଲେ ଛତ୍ରପୁର ବିଇଓ

ଛତ୍ରପୁର,୧୭।୮(ଡି.ଏନ୍‌.ଏ.): ଭାରତର ବିକାଶକୁ ନେଇ ମୋ ସୁନା ଭାରତ ଅଗଷ୍ଟ ୧୫ ତାରିଖରେ ରିଲିଜ୍‌ ହୋଇଛି। ଏହି ଗୀତରେ ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ଅବିନାଶ ଶତପଥୀ କଣ୍ଠଦାନ କରିଛନ୍ତି। ପୂର୍ବରୁ ବିଭିନ୍ନ ନୂତନ ଚିନ୍ତାଧାରାକୁ ନେଇ ବିଇଓ ଶିକ୍ଷା ବିଭାଗ ଓ…

ବାରମ୍ବାର ସ୍ଥାନ ପରିବର୍ତ୍ତନ: ଏନ୍‌ଏସି କାର୍ଯ୍ୟାଳୟ ଘେରିଲେ ମାଛ ବ୍ୟବସାୟୀ

ଛତ୍ରପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ମାଛ ବ୍ୟବସାୟୀମାନଙ୍କୁ ପ୍ରଶାସନ ପକ୍ଷରୁ ବାରମ୍ବାର ଜାଗା ପରିବର୍ତ୍ତନ କରାଯାଉଥିବା ପ୍ରତିବାଦରେ ସୋମବାର ଶତାଧିକ ବ୍ୟବସାୟୀ ଏନ୍‌ଏସି କାର୍ଯ୍ୟାଳୟ ଘେରାଉ କରିଥିଲେ । କରୋନା କଟକଣା ସମୟରେ ଏନ୍‌ଏସି ପକ୍ଷରୁ ଏଠାରୁ ହଟାଯାଇ ବହୁବାରସ୍ଥାନ ପରିବର୍ତ୍ତନ…

ମରୁଡ଼ି ଘୋଷଣା ଦାବି

ଛତ୍ରପୁର,୧୬। ୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୭୮ ପ୍ରତିଶତ ଜମିରେ ତଳି ନଷ୍ଟ ହୋଇଯାଇଥିବାରୁ ପ୍ରଶାସନ ତୁରନ୍ତ ମରୁଡ଼ି ଘୋଷଣା କରିବା ସହ ଫସଲ ବୀମା ଋଣ ଛାଡ ନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି । ଏ ନେଇ…

ସ୍ବାଧୀନତା ସଂଗ୍ରାମରେ ଗଞ୍ଜାମର ଅବଦାନ ଅତୁଳନୀୟ: ପୂର୍ତ୍ତ ବିଭାଗ ମନ୍ତ୍ରୀ

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଇସ୍ପାତ, ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଅନୁଷ୍ଠିତ ପରେଡ୍‌ରେ ସେ…

ଭଞ୍ଜନଗର ଉପଖଣ୍ଡରେ ସ୍ବାଧୀନତା ଦିବସ

ଭଞ୍ଜନଗର,୧୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ନିରାଡମ୍ବର ଭାବେ ସ୍ଥାନୀୟ ଜେଲ ପଡ଼ିଆରେ ରବିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri