୧୪ରୁ ରାମଚଣ୍ଡୀଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା
ଛତ୍ରପୁର/ଗଞ୍ଜାମ,୮ା୯(ସନ୍ତୋଷ ପାଢ଼ୀ/ବିଦ୍ୟାଧର ସାହୁ): ଛତ୍ରପୁର ନିକଟବର୍ତ୍ତୀ ଗଞ୍ଜାମ ବ୍ଲକ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ପର୍ବତ ଶିଖରେ ବିରାଜିତ ମା’ ରାମଚଣ୍ଡୀଙ୍କ ପୀଠରେ ଆସନ୍ତା ୧୪ ତାରିଖ ମୂଳାଷ୍ଟମୀରୁ ଷୋଡଶ ଦିନାତ୍ମକ ଶାରଦୀୟ ପୂଜା ଆରମ୍ଭ ହୋଇ ୨୯ ତାରିଖ...
ତାରାତାରିଣୀଙ୍କ ପୀଠରୁ ଆଉ ଭୋକିଲା ଫେରିବେନି ଭକ୍ତ: ଆରମ୍ଭ ହେଲା ଅନ୍ନପ୍ରସାଦ
ପୁରୁଷୋତ୍ତମପୁର,୮।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ଏଣିକି ଭକ୍ତମାନେ ଆଉ ଭୋକିଲା ହୋଇ ଫେରିବେନି। ଏଥିନେଇ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବଡ ପଦକ୍ଷେପକୁ ସୋମବାର ଜିଲା ପ୍ରସାଶନ ପକ୍ଷରୁ କାର୍ଯ୍ୟକାରୀ କରାଯାଇ ଆରମ୍ଭ...
ବଟେଶ୍ୱର ବାଲିଯାତ୍ରା ପାଇଁ ପ୍ରସ୍ତୁତି: ହୁମା ଫାଣ୍ଡି ଅଧିକାରୀଙ୍କୁ ଭେଟିଲେ ପ୍ରତିନିଧି ଦଳ
ଗଞ୍ଜାମ,୮।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବ ପୀଠ l ଆସନ୍ତା ଅକ୍ଟୋବର ମାସ ତଥା କାର୍ତ୍ତିକ ମାସରେ ଉକ୍ତ ଶୈବ ପୀଠ ଠାରେ ବହୁ ଭକ୍ତଙ୍କ ଭିଡ଼ ଜମିବ l ଏଥିସହ...
ପାହାଡ଼ ଉପରୁ ଖସିଲା ପଥର, ଯାତ୍ରୀ ଭୟଭୀତ
ଭଞ୍ଜନଗର,୮ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ରବିବାର ଅପରାହ୍ନରେ ଏକ ବିରାଟ ପଥର ପାହାଡ଼ ଉପରୁ ଖସି ଜାତୀୟ ରାଜପଥ ଉପରେ ପଡ଼ିଥିଲା। ଫଳରେ ଅଧିକ ପଥର ଖସିବା ଆଶଙ୍କାରେ କିଛି ସମୟ ଉକ୍ତ ରାସ୍ତାରେ...
ଅପମିଶ୍ରିତ ମଦ ଜବତ: ଜେଲ ଗଲେ ୨ ଅଭିଯୁକ୍ତ
ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ପୋଲିସ ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ରମେଶ ଗୌଡ଼ ଏବଂ ଶ୍ୟାମସୁନ୍ଦରପଲ୍ଲୀ ଗ୍ରାମ ମଝି ସାହିର ରାଜୁ ମଲ୍ଲିକଙ୍କୁ ଗିରଫ କରିଛି। ଦିଗପହଣ୍ଡି ଅବକାରୀ ଥାନା...
ବିଜେଡି ଛାଡ଼ି ଭାଜପାରେ ମିଶିଲେ
ବୁଗୁଡ଼ା,୭।୯(କାଳିଚରଣ ଦାଶ): ଗଞ୍ଜାମ ଜିଲା ପୋଲସରା ନିର୍ବାଚନ ମଣ୍ଡଳୀ ବୁଗୁଡ଼ା ବ୍ଳକ ଅଧୀନ ମୋଟାବାଡି ପଞ୍ଚାୟତ ଡାକରାବାଡ଼ି ଗ୍ରାମରେ ରବିବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମିଶ୍ରଣ ପର୍ବରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ କ୍ଷୁଦ୍ର...
ରାତି ଅଧରେ ଗାଁରେ ଫୁଟିଲା ଗୁଳି
ମୋରଡା,୭।୯(ସ୍ମାରକ ମାଜୀ ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ତଥା ବଡାମପୁର ବିଟ ଅଧୀନ ମାଣିକପୁର ଗ୍ରାମରେ ଗୁଳି ମାଡ଼ ହୋଇଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ଉକ୍ତ ଗ୍ରାମର ଦିଲୀପ କୁମାର ଗିରି(କାଳିଆ) ଶନିବାର ରାତିରେ ଦିଲୀପ କୁମାର...
ଗଞ୍ଜାମ ପାଇଁ ଗୌରବ ଆଣିଲେ କ୍ଷୀରାବ୍ଧୀ
ଗଞ୍ଜାମ,୭।୯(ବିଦ୍ୟାଧର ସାହୁ): ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଚେୟାରମ୍ୟାନ କପ୍୨୦୨୪/୨୫ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ନାଳନ୍ଦା ଶ୍ରୀ ବିଜ୍ଞାନ ମହାବିଦ୍ୟାଳୟ ଛାତ୍ରୀ କ୍ଷୀରାବ୍ଧୀ ମିଶ୍ର ସମଗ୍ର ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର କରି...
ଗ୍ରାହକଙ୍କୁ ୧ କୋଟି ୨୦ ଲକ୍ଷ ଟଙ୍କାର ଋଣ
ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ବ୍ୟାଙ୍କ ଅଫ ଇଣ୍ଡିଆର ୧୨୦ ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି । ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଶାଖାର ମଧ୍ୟ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା। ଏହି ଅବସରରେ ଭଞ୍ଜନଗର ଶାଖା ପରିଚାଳକ ଏସ....
୮୨ ଲକ୍ଷ ଇପିଏଫ୍ ପେନ୍ସନ୍ଧାରୀ ସାମାଜିକ ସୁରକ୍ଷାରୁ ବଞ୍ଚିତ, ୧୦୦୦ ଟଙ୍କା ସମୁଦ୍ରକୁ ଶଙ୍ଖେ
ଭଞ୍ଜନଗର,୭ା୯(ବାବୁଲା ପ୍ରଧାନ): ଏକ ଜନମଙ୍ଗଳ ରାଷ୍ଟ୍ରରେ ସରକାର ସମସ୍ତ ନାଗରିକଙ୍କ ସାମାଜିକ ସୁରକ୍ଷା ଚିନ୍ତା କରିବା କଥା। କିନ୍ତୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ନିଗମରୁ ଅବସର ନେଇଥିବା କର୍ମଚାରୀଙ୍କ ପ୍ରତି ସରକାର ଅବହେଳା କରୁଛନ୍ତି। ବର୍ତ୍ତମାନ ଦେଶରେ...
‘ପାରିଶ୍ରମିକ ପଛରେ ନ ପଡ଼ି ପିଲାଙ୍କ ଭବିଷ୍ୟତ ପ୍ରତି ଗୁରୁତ୍ୱ ଦେବାକୁ ଆହ୍ବାନ’
ପୁରୁଷୋତ୍ତମପୁର,୭ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଡି ହାଇସ୍କୁଲର ୧୯୮୪ ମାଟ୍ରିକ୍ ବ୍ୟାଚ୍ ଛାତ୍ରଙ୍କ ପକ୍ଷରୁ ଶିକ୍ଷା-ଶିକ୍ଷକ ସମ୍ପର୍କ କାର୍ଯ୍ୟକ୍ରମ ଓ ଗୁରୁ ସମ୍ବର୍ଦ୍ଧନା ଉସବ ରବିବାର କଲ୍ୟାଣମଣ୍ଡପ ପରିସରରେ ପ୍ରାକ୍ତନ ଛାତ୍ର ଡାକ୍ତର ମାନସ ରଞ୍ଜନ ବେହେରାଙ୍କ ସଂଯୋଜନାରେ...
ଚାଷୀଙ୍କୁ ମିଳୁନି ଆବଶ୍ୟକତା ଅନୁସାରେ ସାର, ସୋସାଇଟିରେ ଲାଗିଛି ଲମ୍ବା ଲାଇନ୍, କଳବଜାର ଅଭିଯୋଗ ଆଣି…
ଛତ୍ରପୁର,୭ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବିଭିନ୍ନ ସ୍ଥାନରେ ସାରର ଅଭାବୀ ବିକ୍ରି ସହ କଳାବଜାର ହେଉଥିବା ନେଇ ଅଭିଯୋଗ କରୁଛନ୍ତି ଚାଷୀ। ଏବେ ବିଲରେ ରୁଆପୋତା ସମୟରେ ଆବଶ୍ୟକ ରହିଛି ସାର। ଏହାର ଭିତରେ ଚାଷୀକୁ ମିଳିପାରୁନାହିଁ ସାର। ସାର...
Archives


