ଗଞ୍ଜାମ

ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ୍‌ ଗଲେ ବାପ-ପୁଅ

ଦିଗପହଣ୍ଡି,୪ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର କେ.ଜୟରାମ ଦୋରା ଏବଂ ରବୀନ୍ଦ୍ର ନାହାକ ଦୁଇ ପଡ଼ୋଶୀ। ଘର କାନ୍ଥରେ ଲୁଗା ଶୁଖାଇବାକୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ଦୀର୍ଘଦିନ ହେଲା ଶତ୍ରୁତା ଲାଗି ରହିଥିଲା। ବୁଧବାର…

ଏସଆଇ-ଏଏସଆଇଙ୍କ ଅନ୍ୟତ୍ର ବଦଳି: ଭଞ୍ଜନଗରରେ ଆଇନଶୃଙ୍ଖଳାକୁ ନିୟନ୍ତ୍ରଣ କରିବାରେ ନିଭାଇଥିଲେ ପ୍ରମୁଖ ଭୂମିକା

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ଲିପିନା ବିଶ୍ୱାଳ, ଏଏସଆଇ ସୁଶାନ୍ତ କୁମାର ପଟ୍ଟନାୟକଙ୍କ ଇତିମଧ୍ୟରେ ଅନ୍ୟତ୍ର ବଦଳି ହୋଇଯାଇଛନ୍ତି । ତେଣୁ ଏନେଇ ବୁଧବାର ରାତିରେ ଥାନାରେ ଏକ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ…

ଶଗଡ଼କୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ୨ ସାଙ୍ଗଙ୍କ ଜୀବନ, କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ଜଗନ୍ନାଥପୁର-ପ୍ରତାପଗିରି ଗ୍ରାମ ଛକ ପୋଖରୀ ନିକଟ ବୁଲାଣି ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇୱା ଟ୍ରକ (ନଂ. ଓଡ଼ି୦୨ ଡିକେ -୧୭୧୨) ଏକ ବାଉଁଶ ବୋଝେଇ ଶଗଡ଼କୁ ଧକ୍କା…

ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…

ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ ୨୦ ଜଣ ପେଷାଦାର ଜୁଆଡିଙ୍କୁ ବାନ୍ଧିଛି। ଚଢାଉବେଳେ ପୋଲିସ ଜୁଆଡିଙ୍କ ମଧ୍ୟରେ ଧସ୍ତାଧସ୍ତି…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ ନେଇ ଚାଲିଥିବା ‘ଛତ୍ରପୁର ମହୋତ୍ସବ’ର ତୃତୀୟ ସନ୍ଧ୍ୟା ବେଶ୍ ଜମିଛି। ଗଞ୍ଜାମ ଜିଲା…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ବୁଧବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି ।…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ ସେଣ୍ଟରଠାରେ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ତିନୋଟି ଜିଲା ପ୍ରତିଷ୍ଠିତ ପୁରସ୍କାର…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ବ୍ରହ୍ମପୁରଠାରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିବା…

ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତିି କରାଯାଇଥିଲା। ଏବେ ଚିକିତ୍ସାଧୀନ…

ହଜିଯାଉଛି ‘ବୋଉ’ ଶବ୍ଦ: ଆନ୍ତରିକତାକୁ ପୁନର୍ଜୀବିତ କରିବାକୁ ପ୍ରୟାସ

ଭଞ୍ଜନଗର,୩।୬(ବାବୁଲା ପ୍ରଧାନ):ଆଧୁନିକ ଜୀବନଧାରା ପ୍ରବାହରେ ବୋଉ ଶବ୍ଦଟି କ୍ରମଶଃ ହଜିବାରେ ଲାଗିଛି। ଏହି ପଛରେ ଥିବା ଆତ୍ମୀୟ ପରମ୍ପରା ଓ ସମର୍ପିତ ଆନ୍ତରିକତାକୁ ପୁନର୍ଜୀବିତ ଉଦ୍ଦେଶ୍ୟରେ ଲୋହରାଖଣ୍ଡି ସାହିତ୍ୟ ସଂସଦ ତରଫରୁ ‘କବିତାରେ ବୋଉ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନେଇ ଗଞ୍ଜାମ…

ଛତ୍ରପୁର ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା: ପପୁ ପମପମଙ୍କ କମେଡି-ମଣ୍ଟୁ ଛୁରିଆଙ୍କ ଗୀତରେ ଝୁମିଲେ ଦର୍ଶକ

ଛତ୍ରପୁର, ୨।୫:(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ମହାଆଡମ୍ବରରେ ଚାଲିଛି ‘ଛତ୍ରପୁର ମହୋତ୍ସବ’। ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ…

ଦିଗପହଣ୍ଡିରେ ୭,୧୩୫ ହିତାଧିକାରୀଙ୍କୁ ମିଳୁନି ଭତ୍ତା: ପ୍ରତିବାଦରେ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚଙ୍କ ଧାରଣା

ଦିଗପହଣ୍ଡ,୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନସ୍ଥ ୨୫ ଟି ପଞ୍ଚାୟତରେ ଦେଖାଦେଇଛି ଭତ୍ତା ସମସ୍ୟା। ଇନ୍ଦିରାଗାନ୍ଧୀ ଜାତୀୟ ପେନସନ ଯୋଜନାରେ ପଞ୍ଜୀକୃତ ହୋଇଥିବା ପ୍ରାୟ ୭ ହଜାରରୁ ଊଦ୍ଧର୍‌ବ ଦିବ୍ୟାଙ୍ଗ, ବିଧବା ଓ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri