ଗଞ୍ଜାମରେ ଦ୍ୱିତୀୟ ଡେଙ୍ଗୁ ପଜିଟିଭ୍ ଚିହ୍ନଟ
ବ୍ରହ୍ମପୁର ଅଫିସ,୭।୮: ଗଞ୍ଜାମ ଜିଲାରେ ଶୁକ୍ରବାର ପୁଣି ଜଣେ ଡେଙ୍ଗୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ହେଉଛି ଦ୍ୱିତୀୟ ପଜିଟିଭ୍ ବୋଲି ଜିଲା ମ୍ୟାଲେରିଆ ଅଧିକାରୀ ଡା. ସନ୍ତୋଷ ପାଢ଼ୀ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ରୋଗୀ ଜଣେ ଯୁବତୀ। ସେ…
ଭୋଜି ସାରି ଫେରୁଥିଲେ ଓଲଟିଲା ଅଟୋ
ସୋରଡ଼ା,୬।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତ କେଶରିପାଟନା ଗ୍ରାମର ଶୁକ୍ରବାର ଏକ ଅଟୋ ଓଲଟି ପଡ଼ିବାରୁ ଗୋଟିଏ ପରିବାରର ୭ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରୁନୁଲତା ତ୍ରିପାଠୀ, ମଧୁମଙ୍ଗଳ, ସଞ୍ଜୟ ପଣ୍ଡା, ଅନିତା, ବାସୁଦେବ,…
ହାତୀ ହାବୁଡ଼ରେ ପଡ଼ିଗଲେ ୨ ଯୁବକ
ବୁଗୁଡ଼ା,୬।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର-ଶୁଳିଆପଲ୍ଲୀ ରାସ୍ତାରେ ହାତୀ ଆକ୍ରମଣରେ ୨ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବୁଗୁଡ଼ା ଥାନା ଅଧୀନ ଅରଖପୁର ଗ୍ରାମର ସୁଶାନ୍ତ ଦଳେଇ ଓ ମନୋଜ ପ୍ରଧାନ। ମିଳିଥିବା ସୂଚନା ମୁତାବକ,…
ହାତୀ ଆକ୍ରମଣରେ ୨ ଆହତ
ବୁଗୁଡ଼ା,୬ା୮(ଡି.ଏନ୍.ଏ): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର-ଶୁଳିଆପଲ୍ଲୀ ରାସ୍ତାରେ ଗୁରୁବାର ରାତିରେ ହାତୀ ଆକ୍ରମଣରେ ଦୁଇ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆହତ ଦୁଇ ଜଣ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ ଅରଖପୁର ଗ୍ରାମର ସୁଶାନ୍ତ ଦଳେଇ ଓ ମନୋଜ…
ବିବାହିତାଙ୍କୁ ପ୍ରେମ କରି ଠକି ଦେଲେ
ଶେରଗଡ଼,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଷଢଙ୍ଗୀପଲ୍ଲୀ ଗ୍ରାମର ସଞ୍ଜୟ ଗୌଡ। ତାଙ୍କୁ ଶେରଗଡ଼ କୋର୍ଟ ଚାଲାଣ…
ରାତିରେ ଚାଲିଥିଲା ଜୁଆଆଡ୍ଡା: ୧୦ଙ୍କୁ ବାନ୍ଧିଲା ପୋଲିସ
ଛତ୍ରପୁର,୪।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ମଙ୍ଗଳବାର ରାତିରେ ସ୍ଥାନୀୟ ଷ୍ଟେଶନ ରୋଡ଼ରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲା। ସେଠାରୁ ୧୦ ଜଣଙ୍କୁ ଗିରଫ କରିବା ସହ ୫୦ ହଜାର ୪୦୦ ଟଙ୍କା ଜବତ କରିଛି।
ମଝି ରାସ୍ତାରେ ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସ୍ବାମୀ
ଛତ୍ରପୁର,୪।୮(ଡି.ଏନ୍.ଏ.): ମଝି ରାସ୍ତାରେ ସ୍ବାମୀ ପେଟ୍ରୋଲ ଢାଳି ନିଆଁ ଲଗାଇ ସ୍ତ୍ରୀକୁ ପୋଡ଼ିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ମେରାଇନ ଥାନା ସାନ ଆର୍ଯ୍ୟପଲ୍ଲୀ ଗ୍ରାମରେ।…
କରୋନା ବିରୋଧୀ ଲଢ଼େଇର ପ୍ରମୁଖ ଅସ୍ତ୍ର: ମୁଁ ଟିକା ନେଇଛି
ଛତ୍ରପୁର,୨।୮(ଡି.ଏନ୍.ଏ.): ମୁଁ ଟିକା ନେଇଛି। ଗଞ୍ଜାମ ଜିଲାର ବୁଲା ବିକାଳୀମାନେ ନିଜ ଝୁଡି ଓ ଠେଲା ଆଗରେ ଏମିତି ଲେଖିଛନ୍ତି। କରୋନା ବିରୋଧୀ ଲଢ଼େଇରେ ଟିକା ପ୍ରମୁଖ ଅସ୍ତ୍ର ହୋଇଥିବା ବେଳେ ସାଧାରଣ ଲୋକଙ୍କୁ ଉତ୍ସାହିତ କରିବା ପାଇଁ ବୁଲା ବିକାଳୀମାନେ…
ସେବାୟତ ଟିକା ନେଇଥିଲେ ଖୋଲିବ ମନ୍ଦିର
ଛତ୍ରପୁର,୨।୮(ଡି.ଏନ୍.ଏ.): ଚଳିତ ମାସ ୧ ତାରିଖରୁ ସାମାନ୍ୟ କଟକଣା ସହ ଶପିଂମଲ, ସିନେମାହଲ, ପାର୍କ, ବେଳାଭୂମି ଖୋଲିଛି । କିନ୍ତୁ ଧାର୍ମିକ ପୀଠ ଖୋଲିବାକୁ ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା । ଗଞ୍ଜାମ ଜିଲାରେ ଦୀର୍ଘ…
୪ ବାଲି ବୋଝେଇ ଟ୍ରକ୍ ଜବତ
ଗଞ୍ଜାମ,୧ା୮(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ରବିବାର ଭୋର୍ରୁ ୪ଟି ବାଲି ବୋଝେଇ ଟ୍ରକ୍ ଜବତ କରିଛି। ଉକ୍ତ ବାଲି ବୋଝେଇ ଟ୍ରକ ନମ୍ବର ଏପି ଓଆର ୦୭ ଟିଏଚ୍ ୭୨୨୯, ଏପି ୨୬ ଟିଜେ ୦୪୬୮, ଏପି ୨୬ ଟିଡି ୭୯୧୯, ଓ…
ବୁଗୁଡ଼ାବାସୀଙ୍କୁ ଘାରିଛି ଡେଙ୍ଗୁ ଭୟ
ବୁଗୁଡ଼ା,୩୧ା୭(ଡି.ଏନ୍.ଏ.): ଗଞ୍ଜାମର ବୁଗୁଡ଼ା ସହରରେ ଏବେ ମଶାଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ଭୁବନେଶ୍ୱର ସମେତ ବିଭିନ୍ନ ସହରାଞ୍ଚଳରେ ଏବେ ଡେଙ୍ଗୁ ଆତଙ୍କ ଦେଖା ଦେଇଥିବାରୁ ବୁଗୁଡ଼ା ସହରବାସୀ ମଧ୍ୟ ଆତଙ୍କିତ ହୋଇପଡ଼ିଛନ୍ତି। ସହରର ପରିବା ବଜାର ନିକଟରେ ମଇଳା ଜମି ରହିବା…
ବୁଗୁଡ଼ାରେ ଦଶମ ଶ୍ରେଣୀ ପରୀକ୍ଷା ଦେଲେ ୫୯ ଛାତ୍ରୀଛାତ୍ର
ବୁଗୁଡ଼ା,୩୦ା୭(ଡି.ଏନ୍.ଏ.): ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନ ପରେ ପ୍ରାପ୍ତ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏବଂ ସି-କୋର୍ସ ବିଦ୍ୟାର୍ଥୀଙ୍କ ପରୀକ୍ଷା ଶୁକ୍ରବାର ବୁଗୁଡ଼ା ବ୍ଲକର ଏକ ମାତ୍ର କେନ୍ଦ୍ର ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଆରମ୍ଭ…
Archives


