ଭୟଙ୍କର ଅଗ୍ନିକାଣ୍ଡ: ୧୪ ପରିବାରର ୪୨ ବଖରା ଘର ପୋଡ଼ି ପାଉଁଶ
ସୋରଡା,୧୦।୧: ଗଞ୍ଜାମ ଜିଲା ସୋରଡା ବ୍ଲକ ଆସିକା ଜାତୀୟ ରାଜପଥ ୫୯ ରାସ୍ତା ପାର୍ଶ୍ୱ ସୁରମଣି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଗ୍ରାମର ୧୪ ପରିବାରର ୪୨ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ…
ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟାକଲା ସ୍ବାମୀ
ପୁରୁଷୋତ୍ତମପୁର,୯।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଧୋବାପଲ୍ଲୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ଲୋଭୀ ସ୍ବାମୀ ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ମୃତ ମହିଳା ଜଣକ ହେଲେ ମାମା ସ୍ବାଇଁ। ଖବର ପାଇ ପୁରୁଷୋତ୍ତମପୁର…
ବ୍ରହ୍ମପୁର ପୋଲିସ ଜିଲାରେ ୧୦ ବ୍ଲାକ୍ସ୍ପଟ୍
ବ୍ରହ୍ମପୁର ଅଫିସ,୯ା୧: ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ ୧୬, ୫୯ ଏବଂ ରାଜ୍ୟ ରାଜପଥ ଏବେ ସଡ଼କ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି। ଦୁର୍ଘଟଣା ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ ବ୍ରହ୍ମପୁର ପୋଲିସ ଜିଲାରେ ଥିବା…
ଆଜି ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର ଅଫିସ,୯ା୧: ବ୍ରହ୍ମପୁର ସଦର ଥାନାର ଭୌଗୋଳିକ ସୀମା ଅଧିକ ରହିଛି। ଏଣୁ ଉକ୍ତ ଥାନା ଅଧୀନରେ ଥିବା ନିମଖଣ୍ଡି ଫାଣ୍ଡିକୁ ଥାନାରେ ରୂପାନ୍ତରିତ କରିବା ପାଇଁ କିଛିବର୍ଷ ହେଲା ବିଭିନ୍ନ ସଂଗଠନ ପକ୍ଷରୁ ଦାବି ହେଉଥିଲା। ରାଜ୍ୟ ସରକାର ନିମଖଣ୍ଡି…
‘ଭଞ୍ଜନଗରରେ କିଟ୍ର ୨୦୦ ଶଯ୍ୟାବିଶିଷ୍ଟ ହସ୍ପିଟାଲ’
ଭଞ୍ଜନଗର,୯ା୧(ଡି.ଏନ୍.ଏ.): ଭଞ୍ଜନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ଦଳର ପ୍ରତିଷ୍ଠା ଦିବସ ରବିବାର ସ୍ଥାନୀୟ ଜଳସମ୍ପଦ ବିଭାଗ ଆମ୍ବତୋଟାରେ ପାଳନ କରାଯାଇଛି। ଏଥିରେ ଭଞ୍ଜନଗର ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ…
ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଜେଲ ଗଲେ ସ୍ବାମୀ
ବୁଗୁଡ଼ା,୮ା୧(ଡି.ଏନ.ଏ.): ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ସହ ଯୌତୁକ ନିର୍ଯାତନା ଅଭିଯୋଗରେ ପୋଲିସ ଜଣେ ସ୍ବାମୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ଥାନା ମାଣିତରା ପଞ୍ଚାୟତ ଅନ୍ତର୍ଗତ ମଙ୍ଗରାଜପୁର ଅଞ୍ଚଳର । ଅଭିଯୁକ୍ତ ଜଣକ କରଚୁଲି ପଞ୍ଚାୟତ…
ସ୍ତ୍ରୀ ହତ୍ୟାକାରୀ ସ୍ବାମୀ ଗିରଫ
ଗଞ୍ଜାମ,୮।୧:(ଡି.ଏନ.ଏ): ନୂଆ ବର୍ଷରେ ନିଜ ସ୍ତ୍ରୀଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୁକ୍ତ ସୱାମୀ ଲକ୍ଷ୍ମଣ ରେଡ୍ଡୀଙ୍କୁ ହୁମା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି l ଲକ୍ଷ୍ମଣ ଜିରୋ ନାଇଟ ସେଲିବ୍ରେଶନ କରିବାକୁ ସ୍ତ୍ରୀ ଜାନକୀଙ୍କୁ ପଇସା ମାଗିଥିଲେ। କିନ୍ତୁ…
ଗଞ୍ଜାମ ଏସ୍ପି ଭାବେ ଦାୟିତ୍ୱ ନେଲେ ଜଗମୋହନ ମୀନା
ଛତ୍ରପୁର,୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାର ନୂତନ ଏସ୍ପି ଭାବେ ଆଇପିଏସ୍ ଅଧିକାରୀ ଜଗମୋହନ ମୀନା ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସହ ଅପରାଧୀ ସମସ୍ୟା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ ବୋଲି ଯୋଗ ଦେବା ଅବସରରେ…
ବୈଷୟିକ ଟେଣ୍ଡର ଲାଗି ଅଟକିଛି ପ୍ଲାଟଫର୍ମ ସମ୍ପ୍ରସାରଣ
ଛତ୍ରପୁର,୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡ୍କ୍ୱାର୍ଟରରେ ଥିବା ଛତ୍ରପୁର ଷ୍ଟେଶନର ବିକାଶ ଅଟକି ରହିଛି। ଫଳରେ ବହୁ ଦୂରଗାମୀ ଓ ୨୪ରୁ ୨୬ କୋଚ୍ ବିଶିଷ୍ଟ ଟ୍ରେନ୍ ରହଣି ଏଠାରେ ହେଉନି ା ଦୀର୍ଘବର୍ଷ ହେଲା ଛତ୍ରପୁରର ବୁଦ୍ଧିଜୀବୀମାନଙ୍କ ପକ୍ଷରୁ ଏହି ଷ୍ଟେଶନରେ…
ବୁଗୁଡ଼ା ବନାଞ୍ଚଳରେ ୧୩ ହାତୀ, ଚିନ୍ତାରେ ଚାଷୀ
ବୁଗୁଡା,୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିନସ୍ଥ ବୁଗୁଡ଼ା ବନାଞ୍ଚଳର ପଞ୍ଚୁଭୁତି ସେକ୍ସନ ଉଦୟପୁର ବିଟ୍ ନିକଟସ୍ଥ କରସିଙ୍ଗି ଗ୍ରାମରେ ଶନିବାର ରାତିରେ ବଣୁଆ ହାତୀଙ୍କ ଉପଦ୍ରବ ଲାଗି ରହିଥିଲା। ପୂର୍ବରୁ ୭ ଟିକିଆ ହାତୀପଲ ଏହି ଅଞ୍ଚଳର ଚାଷୀଙ୍କର…
ପୋଲସରା ସହରକୁ ଜଗିବ ସିସିଟିଭି
ପୋଲସରା,୭।୧(ଡି.ଏନ.ଏ.): ପୋଲସରା ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବଢ଼ିବାରେ ଲାଗିଛି, ଯାହାକି ପୋଲିସ୍ ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ତେଣୁ ଅସାମାଜିକଙ୍କ ଗତିବିଧି ଅନୁଧ୍ୟାନ କରିବା ସହିତ ନିୟନ୍ତ୍ରଣ କରିବା ପାଇଁ ପୋଲସରା ପୋଲିସ ପକ୍ଷରୁ ସହରରେ ସିସିଟିଭି…
ଜାଲ୍ ଅନଲାଇନ୍ ବିଜ୍ଞାପନରେ ଫସିଲେ ମହିଳା:୨.୧୨ ଲକ୍ଷ ଲୁଟିନେଲେ ସାଇବର ଠକ
ବ୍ରହ୍ମପୁର ଅଫିସ,୬ା୧: ଘରେ ରହି ପେନସିଲ ପ୍ୟାକିଂ କରି ଭଲ ରୋଜଗାର କରିବା ନେଇ ଇନ୍ଷ୍ଟାଗ୍ରାମରେ ଆସିଥିବା ଏକ ଜାଲ୍ ବିଜ୍ଞାପନକୁ ଜାଣି ନ ପାରି ଜଣେ ମହିଳା ସାଇବର ଠକଙ୍କ ଜାଲରେ ପଡ଼ି ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହରାଇଛନ୍ତି।…

