ଗଞ୍ଜାମ

୪ ଗୋରୁ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ: ଡାକ୍ତରଖାନାରେ ଭର୍ତ୍ତି

ସୋରଡ଼ା,୫ା୧(ଡି.ଏନ୍‌.ଏ.): ଗୋରୁ ବ୍ୟବସାୟ କରୁଥିବା ୪ ଜଣଙ୍କୁ ଗୁରୁବାର ମରଣାନ୍ତକ ଆକ୍ରମଣ ହୋଇଛି। ସମସ୍ତଙ୍କୁ ସୋରଡ଼ା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ପଠାଯାଇଛି। ଆଜି ଭୋର୍‌ ସମୟରେ ସ୍ଥାନୀୟ ଜରଉ ଛକରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତା ପାର୍ଶ୍ୱରେ ପଡ଼ି…

ହକି ବିଶ୍ୱକପ୍‌ ପ୍ରଚାର: ଚିତ୍ର ଆଙ୍କି ଚର୍ଚ୍ଚାରେ ଗଞ୍ଜାମ ତହସିଲଦାର

ଗଞ୍ଜାମ,୩।୧(ଡି.ଏନ୍‌.ଏ.): ଆଉ କିଛି ଦିନ ପରେ ଆରମ୍ଭ ହେବ ହକି ବିଶ୍ୱକପ। ରାଜ୍ୟ ସରକାର ଏହାର ଆୟୋଜନ କରୁଥିବାରୁ ଚାରିଆଡେ ଏହାକୁ ନେଇ କ୍ରେଜ୍‌ ଦେଖିବାକୁ ମିଳୁଛି। ଏହି କ୍ରମରେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଗଞ୍ଜାମ ସହର ସ୍ଥିତ…

ଭାଇବୋହୂ ଆଣିଲେ ଦେଡ଼ଶୁରଙ୍କ ନାମରେ ଅଭିଯୋଗ

ବୁଗୁଡା,୩ା୧(ଡି.ଏନ.ଏ.)-ବୁଗୁଡ଼ା ଏନ୍‌ଏସି ଅନ୍ତର୍ଗତ ମୋଚିସାହିରେ ପାରିବାରିକ କଳହକୁ କେନ୍ଦ୍ରକରି ଭାଇବୋହୂ ରଶ୍ମିତା ବେହେରା ଦେଡ଼ଶୁର କାମ ବେହେରାଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି। ଏ ନେଇ ବୁଗୁଡା ଥାନାରେ କେସ୍‌ ନଂ ୧/୨୩ରେ ମାମଲା ରୁଜୁ ହୋଇଥିବା ଆଇଆଇସି ଚିତ୍ତରଞ୍ଜନ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶର ଅଳ୍ପ ଘଣ୍ଟା ପରେ ନିର୍ମାଣ ହେଲା ରାସ୍ତା

ସୋରଡା,୩।୧(ଡି.ଏନ.ଏ.): ଜାତୀୟ ରାଜପଥ ୫୯ ସୋରଡା ସହର ମଧ୍ୟକୁ ସଂଯୋଗ କରୁଥିବା ଜରଉ ବ୍ରିଜ ପ୍ରାରମ୍ଭରେ ୭ ଫୁଟ ଲମ୍ବ ଓ ୨ ଫୁଟ ଓସାରରେ ସିମେଣ୍ଟ ବାହାରି ଗାତ ହୋଇଥିଲା। ଏହା ସହ ବାହାରକୁ ଲୁହା ରଡ ବାହାରି ପଡିଥିବା…

ଅଟୋ ଧକ୍କାରେ ଜଣେ ମୃତ

ପୁରୁଷୋତ୍ତମପୁର,୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହିଣ୍ଡୁଳା ଛକ ନିକଟରେ ମଙ୍ଗଳବାର ଏକ ଅଟୋ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଗ୍ରାମର ତ୍ରିନାଥ ପାତ୍ର (୬୯)। ତ୍ରିନାଥ ରାସ୍ତାରେ ଚାଲି ଚାଲି…

ଟ୍ୟୁଶନରୁ ଫେରୁ ଥିବା ବେଳେ ଛାତ୍ରୀଙ୍କୁ ଅସଦାଚରଣ: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପୋଲିସ ଦିଗପହଣ୍ଡି ପନ୍ଦରା ସାହିର ରାମକୃଷ୍ଣ ପଣ୍ଡା ଓରଫ ଲୁଲୁଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏନେଇ ଦିଗପହଣ୍ଡି ଥାନାରେ ଦଫା ୩୪୧,୨୯୪, ୩୨୩,…

ବ୍ରିଜ୍‌ରେ ଗାତ: ଯାତାୟାତରେ ସମସ୍ୟା

ସୋରଡା,୩।୧(ଡି.ଏନ.ଏ.): ଜାତୀୟ ରାଜପଥ ୫୯ ସୋରଡା ସହର ମଧ୍ୟକୁ ସଂଯୋଗ କରୁଥିବା ଜରଉ ବ୍ରିଜ୍‌ ପ୍ରାରମ୍ଭରେ ୭ ଫୁଟ ଲମ୍ବ ଓ ୨ ଫୁଟ ଓସାରରେ ସିମେଣ୍ଟ ବାହାରି ଗାତ ହୋଇଗଲାଣି। ବାହାରକୁ ଲୁହା ରଡ ବାହାରି ପଡିଥିବା ବେଳେ ଗାଡି…

କାମରେ ଆସୁନି ଭ୍ରାମ୍ୟମାଣ ଶୌଚାଳୟ, ଧ୍ୟାନ ଦେଉନି ଏନ୍‌ଏସି

ବୁଗୁଡ଼ା,୩ା୧(ଡି.ଏନ.ଏ.): ବୁଗୁଡ଼ା ସହରର ଦୁଇଟି ସ୍ଥାନରେ ଏନ୍‌ଏସି ପକ୍ଷରୁ ରଖାଯାଇଥିବା ଭ୍ରାମ୍ୟମାଣ ଶୌଚାଳୟ ପ୍ରହସନ ପାଲଟିଛି। ଦେଢ ବର୍ଷରୁ ଊଦ୍ଧର୍‌ବ ହେଲା ଲୋକ ଦେଖାଣିଆ ଥୁଆ ହେଇଛି ତାଲା ଖୋଲାଯାଉନି। ଫଳରେ ଲୋକେ ପୂର୍ବରୁ ଯେଉଁ ରାସ୍ତା କଡ଼ରେ ପରିସ୍ରା କରୁଥିଲେ…

ପକ୍ଷାଘାତ ପରେ ମୋନାଲିସାଙ୍କୁ ତଡ଼ିଦେଲେ ସ୍ବାମୀ

ଛତ୍ରପୁର,୩ ।୧(ଡି.ଏନ.ଏ.): ଅସହାୟ ମୋନାଲିସା ଏବେ ଏକାକୀ। ପକ୍ଷଘାତ ରୋଗ ପରେ ସ୍ବାମୀ ତାଙ୍କୁ ତଡିଦେଲେ। ଏପରିକି ୨ବର୍ଷ ବୟସର ଝିଅକୁ ମଧ୍ୟ ମା’ ପାଖରୁ ଦୂରେଇ ରଖିଛନ୍ତି। ଏହି ବିପଦ ସମୟରେ ସ୍ବାମୀ ପଚାରୁ ନ ଥିବାରୁ ମୋନାଲିସା ନ୍ୟାୟ…

ଗଞ୍ଜାମରେ ଚିହ୍ନଟ ହୋଇପାରୁନାହାନ୍ତି କିନ୍ନର

ଛତ୍ରପୁର,୩ା୧(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗଙ୍କ ନିମନ୍ତେ ସହାୟତା ଯୋଜନାରେ ଲୋକମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ସହୟତା ମିଳିଥାଏ। ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୧୩ ଗୋଟି ଯୋଜନା ରହିଛିି। ଯେପରି ବିଭିନ୍ନ ପ୍ରକାରର ପେନସନ ଯୋଜନା, ବାଣିଶ୍ରୀ…

ବାଇକ୍‌କୁ ଧକ୍କା ଦେଇ ୬ ଫୁଟ ତଳକୁ ଖସିଲା କାର୍‌: ଜଣେ ମୃତ, ୪ ଆହତ

ଦିଗପହଣ୍ଡି,୨ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ରାଜନପଲ୍ଲୀ ଗ୍ରାମ ନିକଟ ୩୨୬ନଂ. ଜାତୀୟ ରାଜପଥରେ ଏକ ବାଇକ୍‌କୁ କାର ଧକ୍କା ଦେଇ ୬ ଫୁଟ ତଳକୁ ଖସି ପଡ଼ିଛି। ସୋମବାର ଏହି ଦୁର୍ଘଟଣା ଘଟିଛି। ଏଥିରେ ବାଇକ୍‌ ଚାଳକଙ୍କ…

ଆମ୍ବୁଲାନ୍ସ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ସୋରଡ଼ା,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବଡ଼ଗଡ଼ ରାସ୍ତା ଖରିଗୁଡା ଛକରେ ସୋମବାର ମଧ୍ୟାହ୍ନରେ ୧୦୨ ଅମ୍ବୁଲାନ୍ସ ଦମ୍ପତିଙ୍କୁ ଧକ୍କା ଦେବାରୁ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସୋରଡ଼ା ସରକାରୀ ଡାକ୍ତରଖାନା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?