ମନ୍ଦିରରେ କଳାକନା ବୁଲାଇଲେ
ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଲାଞ୍ଜିପଲ୍ଲୀ ଶ୍ରୀକୃଷ୍ଣନଗର ପଞ୍ଚମ ଲାଇନ୍ ନୂଅଁାବନ୍ଧ ହୁଡାରେ ଥିବା ତ୍ରିନାଥ ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ଗୁରୁବାର ବିଳମ୍ବିତ ରାତିରେ ମନ୍ଦିରର ମୁଖ୍ୟ ଫାଟକ ତାଲା ଭାଙ୍ଗି ହୁଣ୍ଡିରୁ ପ୍ରାୟ ୨୦ ହଜାର…
କେବଳ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ଛୁଇଁଲା ୪୦୦
ଛତ୍ରପୁର,୧୬।୭(ଡି.ଏନ୍.ଏ.): ଅଡିଟ ପରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ପୁଣି ଜିଲାର ଆଉ ୬ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହା ଦିନକର ନୁହେଁ, ପୂର୍ବରୁ ହୋଇଥିବା ମୃତ୍ୟୁ ଘାଷଣା ହେଉଛି। କରୋନାର ଦ୍ୱିତୀୟ ଲହରରେ…
ଏକତରଫା ପ୍ରେମରେ ପଡ଼ିଲା ରକ୍ତର ଛିଟା
ଭଞ୍ଜନଗର,୧୪।୭: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକ ବିବାହିତା ମହିଳାଙ୍କୁ ଏକତରଫା ପ୍ରେମ କରି ବିଫଳ ହେବାରୁ ହତ୍ୟା ଉଦ୍ୟମ କରିଥିଲେ। ପରେ ସେ ନିଜେ ଆତ୍ମହତ୍ୟା କରିଛନ୍ତି…
ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଧର୍ମଘଟ
ଗଞ୍ଜାମ,୧୫ା୭(ଡି.ଏନ୍.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦରଦାମ୍ ବୃଦ୍ଧି ଘଟି ଚାଲିଛି। ଏଥି ସହିତ ଡିଜେଲ ଓ ପେଟ୍ରୋଲ ଦର୍ ଶହେ ଟପିଲାଣି। ଏହାର ପ୍ରତିବାଦ କରି ଗୁରୁବାର ଭାରତୀୟ ମାକ୍ସବାଦୀ କମ୍ୟୁନିଷ୍ଟ ପାର୍ଟି( ସିପିଆଇ)ପକ୍ଷରୁ ଦିନିକିଆ ଧର୍ମଘଟ କରାଯାଇଥିଲା।…
ପୁତୁରାଙ୍କ କଟୁରି ଚୋଟରେ ବଡ଼ ମା’ ମୃତ
ଛତ୍ରପୁର,୧୫ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସିନ୍ଦୁରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁତୁରା ସୀତାରାମ ମଣ୍ଡଳଙ୍କ କଟୁରି ଚୋଟରେ ବଡ଼ ମା’ ପଦ୍ମାବତୀ ମଣ୍ଡଳଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଛତ୍ରପୁର ଥାନା ପୋଲିସ ପହଞ୍ଚି ଛାନ୍ଭିନ୍…
ଅବକାରୀ ବିଭାଗର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: କାର୍ କାଚ ଭାଙ୍ଗିଲେ, ଶିଶୁ, ଡ୍ରାଇଭର ଆହତ
ବ୍ରହ୍ମପୁର ଅଫିସ,୧୫।୭: ବ୍ରହ୍ମପୁର ବଡ଼ବଜାର ଥାନା ଫାଷ୍ଟଗେଟ୍ ନିକଟରେ ବୁଧବାର ଅବକାରୀ ବିଭାଗର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗଞ୍ଜେଇ ଥିବା ସନ୍ଦେହରେ ଯାଞ୍ଚ ବେଳେ ଅବକାରୀ କର୍ମଚାରୀ ଏକ ବୋଲେରୋ କାଚ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି।…
ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କଲେ ସରପଞ୍ଚ: ପାଠ୍ୟ ସମ୍ପର୍କୀୟ ଚିତ୍ର ଆଙ୍କୁଛନ୍ତି ଶିକ୍ଷକ
ଛତ୍ରପୁର,୧୫।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବିପୁଳିଙ୍ଗି ପଞ୍ଚାୟତ କରାତଳି ଗ୍ରାମର ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ସରପଞ୍ଚ ଟି.ନରସିଂହ ରେଡ୍ଡି ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି। ଏହାପରେ ସ୍କୁଲର ରୂପରଙ୍ଗ ଏକ ପ୍ରକାର ବଦଳିଯାଇଛି। ଅନ୍ୟପଟେ ଶିକ୍ଷକ ଉଦୟ ରଶ୍ମି ପାତ୍ର…
ମାକ୍ସ ନ ପିନ୍ଧିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଉଠବସ କରାଇଲେ ତହସିଲଦାର: ଭିଡିଓ ଭାଇରାଲ
ଗଞ୍ଜାମ,୧୫।୭(ଡି.ଏନ୍.ଏ.): ହରଡ଼ଘଣାରେ ଗଞ୍ଜାମ ତହସିଲଦାର। ତହସିଲଦାରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସେ ଏବେ ବିବାଦ ଘେରକୁ ଆସିଛନ୍ତି। ଗଞ୍ଜାମ ଓ ହୁମା ପୁରୁଷୋତ୍ତମପୁର ରାସ୍ତାରେ ଥିବା ଏକ ପେଟ୍ରୋଲ ପମ୍ପରେ ଜଣେ ବାଇକ୍ ଆରୋହୀ…
ଛତ୍ରପୁରରେ ସିପିଆଇ ପକ୍ଷରୁ ବନ୍ଦ ପାଳନ
ଛତ୍ରପୁର, ୧୫।୭(ଡି.ଏନ୍.ଏ.): ପେଟ୍ରୋଲ, ଡିଜେଲ, ତୈଳ, ରନ୍ଧନ ଗ୍ୟାସ ଦର ଏବଂ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି ପ୍ରତ୍ୟାହାର ଦାବିରେ ସିପିଆଇ ପକ୍ଷରୁ ଗୁରୁବାର ଗଞ୍ଜାମ ଜିଲା ହେଡ୍କ୍ୱାର୍ଟର ଛତ୍ରପୁରରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଏହି ବନ୍ଦ…
ରେଳଧାରଣାରୁ ମିଳିଲା ମହିଳା, ଯୁବକଙ୍କ ମୃତଦେହ
ବ୍ରହ୍ମପୁର ଅଫିସ,୧୪ା୭: ରେଳବାଇ ପୋଲିସ (ଜିଆରପି) ପୃଥକ୍ ରେଳଧାରଣାରୁ ଜଣେ ମହିଳାଙ୍କ ସମେତ ଅନ୍ୟଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ଏନେଇ ଜିଆର୍ପି ପୋଲିସ ୨ଟି ଅପମୃତ୍ୟୁ ମାମଲା (ନଂ.୩୮/୨୧ ଓ ୩୯/୨୧) ରୁଜୁ କରି ତଦନ୍ତ ଚଳାଇଛି। ବୁଧବାର ଉଭୟ…
ରମ୍ଭା, ଗଞ୍ଜାମରେ ନିର୍ମାଣ ହେବ ୧୨ ଅଙ୍ଗନଓ୍ବାଡ଼ି କେନ୍ଦ୍ର
ଗଞ୍ଜାମ,୧୪ା୭(ଡି.ଏନ୍.ଏ.): ବିଭିନ୍ନ ଓ୍ବାର୍ଡରେ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ଉକ୍ତ ସାହି ବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ l ଏନେଇ ବିଭିନ୍ନ ସମୟରେ ଅଭିଯୋଗ ମଧ୍ୟ ହୋଇଛି l ରମ୍ଭା ସହରର ବିଭିନ୍ନ ଓ୍ବାର୍ଡରେ ୭ଟି ଏବଂ…
ଅଳିଆ ଆବର୍ଜନା ସଂଗ୍ରହ କରି : ମହିଳା ହେଉଛନ୍ତି ସ୍ବାବଲମ୍ବୀ
ଛତ୍ରପୁର,୧୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଉଭୟ ସହରାଞ୍ଚଳଓ ଗ୍ରାମାଞ୍ଚଳରେ ମହିଳା ସଶକ୍ତୀକରଣ ଆଉ ପାଦେ ଆଗେଇଛି । ସହରାଞ୍ଚଳ ପରେ ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ସୟଂ ସହାୟିକା ଗୋଷ୍ଠୀର ମହିଳାମାନେ ବ୍ୟାଟେରୀ ଚାଳିତ ଯାନ ଦାରା…
Archives


